Posted inଜାତୀୟ

ଭାଜପା ରାଜ୍ୟ ସରକାର ଡବଲ ୱାଶିଂ ମେଶିନ ଛଡା ଆଉ କିଛି ନୁହଁନ୍ତି : ଜୟରାମ ରମେଶ…

ନୂଆଦିଲ୍ଲୀ,୭।୩ : ମଙ୍ଗଳବାର କଂଗ୍ରେସ ୱାଶିଂ ପାଉଡର ଥିବା ଏକ ବିଜ୍ଞାପନକୁ ନେଇ ଭାଜପାକୁ କଡ଼ା ସମାଲୋଚନା କରିଛି। ସେ କଂଗ୍ରେସ ମହାସଚିବ ଜୟରାମ ରମେଶ କହିଛନ୍ତି ଭାଜପାର ରାଜ୍ୟ ସରକାର ଡବଲ ୱାଶିଂ ମେଶିନ ସିଷ୍ଟମ ଛଡା ଆଉ କିଛି ନୁହେଁ । ଯାହାଦ୍ୱାରା ଅତୀତର ପାପ ଧୋଇ ହୋଇଯାଏ।

ୱାଶିଂ ପାଉଡର ବିଜ୍ଞାପନର ଏକ ଗ୍ରାଫିକ ଟୱିଟରରେ ପୋଷ୍ଟ କରିଛନ୍ତି, ଯେଉଁଥିରେ କ୍ୟାପଶନରେ କୁହାଯାଇଛି ଯେ ଭାଜପା ଧଳା ହୋଇଯାଇଛି। ଦଳର କଳଙ୍କିତ ନେତା ନିଜର ପାପ ଧୋଇ ସଫା ହୋଇ ଧଳା ହୋଇଯାଇଛନ୍ତି।

କଂଗ୍ରେସର ଏହି ସମାଲୋଚନା ଏପରି ଏକ ସମୟରେ କରାଯାଇଛି ଯେତେବେଳେ ଉତ୍ତର-ପୂର୍ବରେ ତିନିଟି ରାଜ୍ୟରେ ସରକାର ଶପଥ ଗ୍ରହଣ କରିବା ଧାରା ଜାରି ରହିଛି। ଏଥି ମଧ୍ୟରେ ଏନପିପି ମୁଖ୍ୟ କୋନରାଡ ସାଙ୍ଗମାଙ୍କ ନେତୃତ୍ୱରେ ମେଘାଳୟ ସରକାର ଅନ୍ତର୍ଭୁକ୍ତ। ମେଘାଳୟର ସାଙ୍ଗମା ନେତୃତ୍ୱାଧୀନ ସରକାରକୁ ଭାଜପା ସମର୍ଥନ କରୁଛି। ଏହାକୁ ନେଇ କଂଗ୍ରେସ କହିଛି ଯେ କିଛି ଦିନ ପୂର୍ବରୁ ଭାଜପାର ସର୍ବୋଚ୍ଚ ନେତୃତ୍ୱ ସେମାନଙ୍କ ସରକାରକୁ ସବୁଠାରୁ ଦୁର୍ନୀତିଗ୍ରସ୍ତ ବୋଲି କହିଥିଲେ ଏବଂ ବର୍ତ୍ତମାନ ଭାଜପା କ୍ଷମତା ଲୋଭରେ ସେମାନଙ୍କ ସହ ହାତ ମିଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri