ଇନଷ୍ଟାଗ୍ରାମ ଡାଉନ୍‌

ନ୍ୟୁୟର୍କ,୯।୩: ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମ ଗୁରୁବାର ସକାଳେ ଡାଉନ୍‌ ହୋଇଯାଇଛି। ପ୍ରାୟ ୪୬,୦୦୦ ଲୋକ ଇନଷ୍ଟାଗ୍ରାମ ଡାଉନ୍‌ ବୋଲି ଆଉଟେଜ୍‌ ଟ୍ରାକିଂ ୱେବସାଇଟ ଡାଉନ ଡିଟେକ୍ଟରରେ ଅଭିଯୋଗ କରିଛନ୍ତି। ପ୍ରାୟ ୫୦ ପ୍ରତିଶତ ଲୋକ କହିଛନ୍ତି, ଉଭୟ ଇନଷ୍ଟାଗ୍ରାମ ଆପ ଏବଂ ୱେବସାଇଟରେ ପ୍ରବେଶ କଷ୍ଟସାଧ୍ୟ ଥିଲାବେଳେ ପ୍ରାୟ ୨୦ ପ୍ରତିଶତ ଲୋକ ପ୍ଲାଟଫର୍ମରେ ଲଗ ଇନ କରିବାରେ ଅସୁବିଧା ଭୋଗୁଛନ୍ତି ବୋଲି ଅଭିଯୋଗ କରିଛନ୍ତି। ସବୁଠୁ ଅଧିକ ପ୍ରଭାବ ଆମେରିକା ୟୁଜର୍ସଙ୍କ ଉପରେ ପଡିଛି। ଭାରତ ଏବଂ ଅଷ୍ଟ୍ରେଲିଆ ଇନଷ୍ଟାଗ୍ରାମ ୟୁଜର୍ସ ମଧ୍ୟ ସାଇଟ୍‌ ଡାଉନ୍‌ ନେଇ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଟୋକୁ ପୁଟିନଙ୍କ ଚେତାବନୀ- ଆମ ଉପରେ ଚାପ ପକାଇଲେ ବିନାଶ ଦେଖିବ…

ମସ୍କୋ,୭।୫: ରୁଷିଆ ରାଷ୍ଟ୍ରପତି ଭାବେ ୫ ଥର ଲାଗି ଭ୍ଲାଡିମିର ପୁଟିନ ଶପଥ ନେବା ସହ ନିଜର ଉଦ୍ଦେଶ୍ୟ ସ୍ପଷ୍ଟ କରିଛନ୍ତି। ନିଜର ପ୍ରଥମ ସମ୍ବୋଧନରେ...

ହସ୍ପିଟାଲରେ ଛୁରାମାଡ ୨ ମୃତ, ୨୧ ଆହତ

ୟୁନାନ,୭।୫: ମଙ୍ଗଳବାର ଚାଇନାର ଦକ୍ଷିଣ-ପଶ୍ଚିମ ପ୍ରଦେଶର ୟୂନାନ ଡାକ୍ତରଖାନାରେ ଛୁରୀ ଆକ୍ରମଣରେ ଅତି କମରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୧ ଜଣ ଆହତ...

ଗାଜା ଯୁଦ୍ଧ କଭରେଜ ପାଇଁ ନ୍ୟୁୟର୍କ ଟାଇମ୍ସ, ରଏଟର୍ସକୁ ମିଳିଲା ପୁଲିତଜର ଆଓ୍ବାର୍ଡ

ନ୍ୟୁୟର୍କ,୭।୫: ସୋମବାରର ପୁଲିତଜର ପୁରସ୍କାରରେ ଗାଜା ଯୁଦ୍ଧକୁ ବିଶେଷ ପ୍ରଦର୍ଶନ କରାଯାଇଥିଲା, ଯେଉଁଥିରେ ଇସ୍ରାଏଲ, ହମାସର ସଂଘର୍ଷକୁ କଭର କରିଥିବା ଖବରଦାତାଙ୍କୁ ବିଶେଷ ପ୍ରଶଂସା କାଯାଇଥିଲା।...

ମହାକାଶକୁ ଯାତ୍ରା କରିବେ ନାହିଁ ସୁନୀତା ଓ୍ବିଲିୟମ୍ସ

ଓ୍ବାଶିଂଟନ,୭।୫: ଭାରତୀୟ ବଂଶୋଦଭବ ଆମେରିକୀୟ ମହାକାଶଚାରୀ ସୁନୀତା ୱିଲିୟମ୍ସଙ୍କ ମହାକାଶ ଯାତ୍ରା ଶେଷ ମୁହୂର୍ତ୍ତରେ ସ୍ଥଗିତ ରଖାଯାଇଥିଲା। ବୈଷୟିକ ତ୍ରୁଟି ଯୋଗୁଁ ଏହି ଯାତ୍ରାକୁ ସ୍ଥଗିତ...

ଟିପିସିଓଡିଏଲ୍‌ ପକ୍ଷରୁ ଟିଏମ୍‌ୟୁର ଶୁଭାରମ୍ଭ

ଭୁବନେଶ୍ୱର,୭।୫: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ନୂତନ ଜ୍ଞାନକୌଶଳରେ...

ଅଗଷ୍ଟରେ ୪ଜି ସେବା ଆରମ୍ଭ କରିବ ବିଏସ୍‌ଏନ୍‌ଏଲ୍‌

ନୂଆଦିଲ୍ଲୀ,୭।୫ (ଅଭୟ ଦାଶ): ଚଳିତ ବର୍ଷ ଅଗଷ୍ଟରେ ଭାରତ ସଞ୍ଚାର ନିଗମ ଲିମିଟେଡ ବା ବିଏସ୍‌ଏନ୍‌ଏଲ୍‌ ୪ଜି ସେବା ଆନୁଷ୍ଠାନିକ ଭାବେ ସର୍ବଭାରତୀୟ ସ୍ତରରେ ଆରମ୍ଭ କରିବ...

ଏଇଏଲ୍‌ର ଆର୍ଥିକ ଫଳାଫଳ

ଭୁବନେଶ୍ୱର,୭।୫: ଆଦାନି ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ଆଦାନି ଏଣ୍ଟରପ୍ରାଇଜେସ୍‌ ଲିମିଟେଡ୍‌ (ଏଇଏଲ୍‌)ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ...

ଏପିକ୍‌ ନ୍ୟୁ ସ୍ବିଫ୍ଟର ପ୍ରି-ବୁକିଂ ଆରମ୍ଭ

ଭୁବନେଶ୍ୱର,୭।୫: ମାରୁତି ସୁଜୁକୀ ଇଣ୍ଡିଆ ଲିମିଟେଡ୍‌ ବା ଏମ୍‌ଏସ୍‌ଆଇଏଲ୍‌ର ବହୁ ପ୍ରତୀକ୍ଷିତ ତଥା ୪ର୍ଥ ପିଢ଼ିର ନୂତନ ମଡେଲ ‘ଏପିକ୍‌ ନ୍ୟୁ ସ୍ବିଫ୍ଟ’ର ଓ୍ବାର୍ଲଡ ପ୍ରିମିୟର (ଟ୍ରିଜର)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri