ଏହି ଅଭିନେତ୍ରୀଙ୍କ ସହ କାମ କରିବାକୁ ଚାହାନ୍ତି ରଣବୀର, ନାଁ ଶୁଣିଲେ ଆଲିଆଙ୍କୁ ଲାଗିବ ଝଟ୍‌କା

ମୁମ୍ବାଇ: ଫିଲ୍ମ ‘ବ୍ରହ୍ମାସ୍ତ୍ର’ ପରେ ରଣବୀର କପୁର ପୁଣି ଥରେ ବକ୍ସ ଅଫିସରେ ସଫଳତାର ସ୍ବାଦ ଚାଖିଛନ୍ତି। ତାଙ୍କ ଫିଲ୍ମ ‘ତୁ ଝୁଠି, ମୈ ମକ୍କର’ ବକ୍ସ ଅଫିସରେ ବହୁତ ଭଲ ପ୍ରଦର୍ଶନ କରୁଛି। ତାଙ୍କ ଫିଲ୍ମର ପ୍ରମୋଶନ ସମୟରେ ରଣବୀର ଝିଅ ରାହାଙ୍କଠାରୁ କ୍ୟାରିଅର ପର୍ଯ୍ୟନ୍ତ ଅନେକ କଥା କହିଛନ୍ତି।

ରଣବୀର କହିଛନ୍ତି, ସେ ଅନୁଷ୍କା ଶର୍ମାଙ୍କ ସହ ଶେଟ୍‌ରେ କାମ କରିବାକୁ ବହୁତ ପସନ୍ଦ କରନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ଶ୍ରଦ୍ଧା, ଆଲିଆ, ଦୀପିକା ଏବଂ କ୍ୟାଟ୍ରିନାଙ୍କ ସହ କାମ କରିବାକୁ ଚାହୁଁଛନ୍ତି। ଏହା ଶୁଣିବା ମାତ୍ରେ ଦର୍ଶକ କହିଛନ୍ତି, ଆଲିଆ ରାଗି ପଞ୍ଚମ ହୋଇଯିବେ।

ହୋଲିରେ ରିଲିଜ ପୂର୍ବରୁ ରଣବୀର ତାଙ୍କ ଫିଲ୍ମର ପ୍ରମୋଶନ କରୁଥିଲେ। ଏହି ସମୟରେ ଏକ ସାକ୍ଷାତକାରରେ ତାଙ୍କୁ ପଚରାଗଲା ଯେ, ସେ କେଉଁ ଅଭିନେତ୍ରୀଙ୍କ ସହ କାମ କରିବାକୁ ଚାହୁଁଛନ୍ତି। ଏହି ପ୍ରଶ୍ନର ତୁରନ୍ତ ଉତ୍ତର ଦେଇ ରଣବୀର କହିଛନ୍ତି, ପ୍ରକୃତରେ କ୍ରୀତି ସାନନଙ୍କ ସହ କାମ କରିବାକୁ ଚାହୁଁଛନ୍ତି।

ପ୍ରଥମ ଥର ଶ୍ରଦ୍ଧା ଏବଂ ରଣବୀରଙ୍କ ଯୋଡ଼ି ‘ତୁ ଝୁଠି, ମୈ ମକ୍କର’ରେ ଦେଖିବାକୁ ମିଳିଥିଲା। ଉଭୟଙ୍କ ରୋମାଣ୍ଟିକ କେମେଷ୍ଟ୍ରି ଦର୍ଶକଙ୍କ ହୃଦୟ ଜିତିଥିଲା। ରଣବୀର-ଶ୍ରଦ୍ଧା ଅଭିନୀତ ଫିଲ୍ମ ବକ୍ସ ଅଫିସରେ ଦୁଇ ଦିନରେ ୨୫ କୋଟିରୁ ଅଧିକ ବ୍ୟବସାୟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri