Posted inଜାତୀୟ

ନ୍ୟୁ ୟର୍କ ଟାଇମ୍ସ ଉପରେ ଅଭିଯୋଗ ଆଣିଲେ ଅନୁରାଗ ଠାକୁର

ନୂଆଦିଲ୍ଲୀ,୧୦ ।୩: କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଶୁକ୍ରବର ନୁ ୟର୍କ ଟାଇମ୍ସ ସମେତ ବିଦେଶୀ ମିଡଆ ଉପରେ ଅଭିଯୋଗ ଆଣିଛନ୍ତି । ଏମାନେ ଭାରତ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଦୁଷ୍ପ୍ରଚାର କରିଥିବା ଅଭିଯୋଗ କରିଛନ୍ତି ଠକୁର । ଟୁଇଟ କରି ମନ୍ତ୍ରୀ ଦେଶ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବଦନାମ କରିଥିବା ବିଦେଶୀ ମିଡିଆକୁ ତାତ୍ସଲ୍ୟ କରିଛନ୍ତି ।
ଅନୁରାଗ ଠାକୁର ଲେଖିଛନ୍ତି ଯେ ନ୍ୟୁୟର୍କ ଟାଇମ୍ସ ବହୁ ପୂର୍ବରୁ ନିରପେକ୍ଷତା ଛାଡି ଭାରତ ବିଷୟରେ କିଛି ପ୍ରକାଶ କରିଥିଲା । କଶ୍ମୀରରେ ପ୍ରେସ ସ୍ୱାଧିନତା ଉପରେ ନ୍ୟୁ ୟର୍କ ଟାଇମ୍ସର ତଥା କଥିତମତ ଭାରତ ତଥା ଏହାର ଗଣତାନ୍ତ୍ରୀକ ଅନୁଷ୍ଠାନ ଓ ମୂଲ୍ୟବୋଧ ବିଷୟରେ ପ୍ରଚାରର ଏକ ଅଂଶ ।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ବନ୍ଧାହେଲେ କୋଟିପତି ଫରେଷ୍ଟର

ଭୁବନେଶ୍ୱର,୨୭।୧୨: କୋରାପୁଟ ଜିଲା ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି।...

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri