ଟିପିସିଓଡିଏଲ୍‌ ପକ୍ଷରୁ ଲାଇନମ୍ୟାନ୍‌ ଦିବସ

ଭୁବନେଶ୍ୱର,୧୧ା୩: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ନିକଟରେ ଲାଇନମ୍ୟାନ୍‌ ଦିବସ ପାଳିତ ହୋଇଯାଇଛି। ବିଶେଷକରି ଲାଇନମ୍ୟାନ୍‌ମାନଙ୍କ ଗୁରୁତ୍ୱ ଏବଂ ସେମାନଙ୍କ କଠିନ ପରିଶ୍ରମକୁ ସ୍ବୀକୃତି ପ୍ରଦାନ କରିବା ଏବଂ ପ୍ରଶଂସା କରିବା ଲାଗି ଟିପିସିଓଡିଏଲ୍‌ର ସମସ୍ତ କାର୍ଯ୍ୟାଳୟରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏପରିକି କମ୍ପାନୀର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ସର୍କଲ୍‌ କାର୍ଯ୍ୟାଳୟ ଓ ୨୦ ଡିଭିଜନାଲ କାର୍ଯ୍ୟ କ୍ଷେତ୍ରରେ (ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନ ପ୍ଲାଟ୍‌ଫର୍ମରେ) ଏହାର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମଗୁଡ଼ିକରେ ୧୫,୦୦୦ରୁ ଅଧିକ କର୍ମଚାରୀଙ୍କ ସମେତ ବ୍ୟବସାୟ ସହଯୋଗୀମାନେ ଅଂଶଗ୍ରହଣ କରିଥିଲେ। ଚଳିତ ବର୍ଷର ଶ୍ରେଷ୍ଠ ଲାଇନମ୍ୟାନ୍‌ମାନଙ୍କୁ ପୁରସ୍କୃତ କରାଯାଇଥିଲା। ଟିପିସିଓଡିଏଲ୍‌ର ସିଇଓ ଏମ୍‌.ସେନ୍‌ବାଗମ କହିଛନ୍ତି, ପ୍ରତିକୂଳ ପରିସ୍ଥିତି ଓ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଲାଇନମ୍ୟାନ୍‌ମାନଙ୍କର କାର୍ଯ୍ୟ ବେଶ୍‌ ଆହ୍ବାନପୂର୍ଣ୍ଣ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri