ଭାରତକୁ “ବନ୍ଧୁ” କହି ପରେ କହିଲେ”ପଡୋଶୀ”: ଜାତିସଂଘ ସୁରକ୍ଷା ପରିଷଦରେ ବିଲୱାଲ…

ଜେନେଭା,୧୧।୩ : ପାକିସ୍ତାନର ବୈଦେଶିକ ମନ୍ତ୍ରୀ ବିଲାୱାଲ ଭୁଟ୍ଟୋ ଜରଦାରୀ ସ୍ବୀକାର କରିଛନ୍ତି ଯେ ଭାରତର କୂଟନୈତିକ ଉଦ୍ୟମ ଯୋଗୁଁ କଶ୍ମୀର ପ୍ରସଙ୍ଗକୁ ମିଳିତ ଜାତିସଂଘର ଏଜେଣ୍ଡାର କେନ୍ଦ୍ରକୁ ଆଣିବା କଷ୍ଟକର ହୋଇପଡ଼ିଛି। ମିଳିତ ଜାତିସଂଘ କମିଶନ ଅଫ ଷ୍ଟାଟସ ଅଫ ମହିଳା (ସିଏସଡବ୍ଲ୍ୟୁ) ପକ୍ଷରୁ ଗଣମାଧ୍ୟମ ବ୍ୟକ୍ତିବିଶେଷଙ୍କ ସହ କଥାବାର୍ତ୍ତା କରି ଜରଦାରୀ କହିଛନ୍ତି, ଯେତେବେଳେ କଶ୍ମୀରର ପ୍ରସଙ୍ଗ ଉଠେ ଆମ ପଡୋଶୀ ଦେଶ ଦୃଢ଼ଭାବରେ ଆପତ୍ତି ଉଠାନ୍ତି ଏବଂ ସେମାନେ ଏକ ପୋଷ୍ଟ ଫାକ୍ଟୋ ବର୍ଣ୍ଣନା କରିଥାନ୍ତି।

ଜରଦାରୀ କହିଛନ୍ତି, ସେମାନେ ଦାବି କରିବାକୁ ଚେଷ୍ଟା କରନ୍ତି ଯେ ଏହା ମିଳିତ ଜାତିସଂଘ ପାଇଁ ବିବାଦ ନୁହେଁ। ଏହା ଅନ୍ତର୍ଜାତୀୟ ସମୁଦାୟ ଦ୍ୱାରା ସ୍ବୀକୃତିପ୍ରାପ୍ତ ବିବାଦୀୟ ଅଞ୍ଚଳ ନୁହେଁ ଏବଂ ସେମାନେ ଏହା ଉପରେ ଜୋର େrଦଇଥାନ୍ତି। ସତ୍ୟ, ବାସ୍ତବତାକୁ ବିରୋଧ କରନ୍ତି। ଯାହାକୁ ସେମାନଙ୍କୁ ସମର୍ଥନ କରିବା ଉଚିତ ତାହାକୁ ସେମାନେ ବିରୋଧ କରୁଛନ୍ତି। କଶ୍ମୀର ପ୍ରସଙ୍ଗରେ ସତ୍ୟ ପ୍ରକାଶ କରିବା ଆମ ପାଇଁ କଷ୍ଟସାଧ୍ୟ, କିନ୍ତୁ ଆମେ ଆମର ଉଦ୍ୟମ ଜାରି ରଖିଛୁ।

ନ୍ୟୁଜ ଏଜେନ୍ସି ଦ୍ୱାରା ପ୍ରକାଶିତ ରିପୋର୍ଟରେ ମଧ୍ୟ କୁହାଯାଇଛି ଯେ ଜରଦାରୀ ଭୁଲରେ ଭାରତକୁ “ବନ୍ଧୁ” ବୋଲି କହିଥିଲେ ଏବଂ ପରେ ଭାରତକୁ “ପଡୋଶୀ” ବୋଲି କହି ତାଙ୍କ ଭୁଲକୁ ସଂଶୋଧନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ବାର୍‌ରେ ବନ୍ଧୁକଧାରୀଙ୍କ ଗୁଳିମାଡ଼

ଜୋହାନ୍ସବର୍ଗ,୨୧ା୧୨: ଦକ୍ଷିଣ ଆଫ୍ରିକାର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ଜୋହାନ୍ସବର୍ଗଠାରୁ ପଶ୍ଚିମରେ...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri