ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ ଅବସ୍ଥାରେ ଅଶ୍ଳୀଳ ଭାଷା ପ୍ରୟୋଗ କରିବା…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ ଏବଂ ବୃତ୍ତିରେ ସେ ଜଣେ ଜିମ୍…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ ଆନ୍ଧ୍ର ସୀମାନ୍ତ ପଲାସା ଓ ଟାକେଲି…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା ସତ୍ତ୍ୱେ ସଂଘ ତାଙ୍କୁ କାମ ଜାରି…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ ହୋଇ ବସ୍‌ରୁ ଏଣେ ତେଣେ ବାହାରିବା…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା ବ୍ୟବସ୍ଥା ରହିଛି। କିନ୍ତୁ ଠିକ ଢଙ୍ଗରେ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ନେଇ ଗଭୀର ଦୁଃଖପ୍ରକାଶ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି। ବିଶେଷ କରି ଜନସଂଖ୍ୟା ସନ୍ତୁଳନ ରକ୍ଷା ପାଇଁ ସେ ‘୩ ସନ୍ତାନ’ ନୀତି…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି ପୁଅ ନିଜ ପରିବାରର ଦୁଃଖ ଜଣାଇ ମା’ଙ୍କ ନିକଟକୁ ଲେଖିଥିବା ଏହି ଭାବପୂର୍ଣ୍ଣ…

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁହଁ ଖୋଲିଲେ ବିକ୍ରମ ପଣ୍ଡା, ମୁଁ ନିର୍ଦ୍ଦୋଷ….

ବ୍ରହ୍ମପୁର,୮।୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ମୁହଁ ଖୋଲିଛନ୍ତି । ମୁଁ ଦୋଷୀ ନୁହେଁ ମୋତେ ଫସାଇ ଦିଆଯାଇଛି ବୋଲି ସଫେଇ ଦେଇଛନ୍ତି । ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଆଜି ଏମକେସିଜି…

ସେମିକଣ୍ଡକ୍ଟରରୁ ଡିଜିଟାଲ ପେମେଣ୍ଟ ପୁଣି AI ପର୍ଯ୍ୟନ୍ତ… ଭାରତ-ମାଲେସିଆ ମଧ୍ୟରେ ସ୍ବାକ୍ଷରିତ ହେଲା ୬ଟି ପ୍ରମୁଖ ଚୁକ୍ତି

କୁଆଲାଲମ୍ପୁର,୮।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ଉପସ୍ଥିତିରେ ଭାରତ ଏବଂ ମାଲେସିଆ ମଧ୍ୟରେ ଛଅଟି ପ୍ରମୁଖ ଚୁକ୍ତି ସ୍ବାକ୍ଷରିତ ହୋଇଛି। କୁଆଲାଲମ୍ପୁରରେ ଅନୁଷ୍ଠିତ ଦ୍ୱିପାକ୍ଷିକ ଆଲୋଚନା ସମୟରେ, ଦୁଇ ଦେଶ ସାଂସ୍କୃତିକ, ଅର୍ଥନୈତିକ ଏବଂ ରଣନୈତିକ…

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ ଆହୁରି ମଜବୁତ କରିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ଏକାଠି କାମ କରିବେ।…

ଉପ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର ଚାଲିଛି। ସୋମବାର ଭୁବନେଶ୍ବରରୁ ବିବାନ ଯୋଗେ ଉତ୍କେଲା ଏୟାର ଷ୍ଟିପରେ ଓହ୍ଲାଇ ପୂର୍ବାହ୍ନ…

‘ଭାରତ-ମାଲେସିଆ ସହଭାଗୀତା ଐତିହାସିକ’, ଦ୍ୱିପାକ୍ଷିକ ଆଲୋଚନା ସମୟରେ କହିଲେ ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ରବିବାର ମାଲେସିଆର ପ୍ରଶାସନିକ ରାଜଧାନୀ ପୁତ୍ରଜାୟାରେ ଥିବା ପର୍ଦାନା ପୁତ୍ରଜାୟା ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆନୁଷ୍ଠାନିକ ଭାବରେ ସ୍ବାଗତ କରାଯାଇଥିଲା ଏବଂ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ତାଙ୍କୁ ସ୍ବାଗତ କରିଥିଲେ।…

ବଡ଼ ଧରଣର ଛଟେଇ ପରେ ଇସ୍ତଫା ଦେଲେ ୱାଶିଂଟନ ପୋଷ୍ଟର ସିଇଓ ୱିଲ ଲୁଇସ

ୱାଶିଂଟନ,୮।୨: ପ୍ରତିଷ୍ଠିତ ୱାଶିଂଟନ ପୋଷ୍ଟର ପ୍ରକାଶକ ଏବଂ ସିଇଓ ୱିଲ ଲୁଇସ ଇସ୍ତଫା ଦେଇଛନ୍ତି। ବହୁ ସଂଖ୍ୟାରେ କର୍ମଚାରୀ ଛଟେଇ ମଧ୍ୟରେ ଏହି ନିଷ୍ପତ୍ତି ଆସିଛି। ଲୁଇସ କହିଛନ୍ତି ଯେ ଖବରକାଗଜର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ କଠିନ ନିଷ୍ପତ୍ତି ନେବାକୁ…

‘ଭାରତ ହେଉଛି ବିଶ୍ୱାସର ସବୁଠାରୁ ଶକ୍ତିଶାଳୀ ମୁଦ୍ରା’, ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ଦୁଇ ଦିନିଆ ମାଲେସିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତକୁ ବିକାଶ ପାଇଁ ଏକ ନିର୍ଭରଯୋଗ୍ୟ ଅଂଶୀଦାର ଭାବରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି ଯେ ଏହା ୟୁକେ, ଆମେରିକା ଏବଂ ୟୁରୋପୀୟ ସଂଘ ସମେତ ବିଭିନ୍ନ ଦେଶ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri