ରାଉରକେଲାରେ ଏଚ୍‌ଏମ୍‌ଏସ୍‌ଆଇ ‘ଏସ୍‌ଇସି’

ଭୁବନେଶ୍ୱର,୧୨।୩: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଏବଂ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର (ଆଇଟିଆଇ) ରାଉରକେଲା ସହଯୋଗିତାରେ ଏକ ଅତ୍ୟାଧୁନିକ ଦକ୍ଷତା ଉନ୍ନତୀକରଣ କେନ୍ଦ୍ର (ଏସ୍‌ଇସି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ବିଶେଷକରି ସ୍କିଲ୍‌ ଇଣ୍ଡିଆ ମିଶନ ପ୍ରତି ପ୍ରତିବଦ୍ଧ ରହିଥିବା ଏଚ୍‌ଏମ୍‌ଏସ୍‌ଆଇ ପକ୍ଷରୁ ରାଉରକେଲା ଆଇଟିଆଇ ସହଯୋଗିତାରେ ଉକ୍ତ କେନ୍ଦ୍ରର ଶୁଭାରମ୍ଭ କରାଯାଇଛି। ରାଉରକେଲା ଚାମ୍ବର ଅଫ୍‌ କମର୍ସ ଆଣ୍ଡ୍‌ ଇଣ୍ଡଷ୍ଟ୍ରିଜ୍‌ର ସଭାପତି ସୁବ୍ରତ କୁମାର ପଟ୍ଟନାୟକ, ରାଉରକେଲା ଆଞ୍ଚଳିକ ପରିବହନ ଅଧିକାରୀ ବିଭାବଞ୍ଜନ ସାମନ୍ତସିଂହରାୟ, ରାଉରକେଲା ଶିଳ୍ପ ତାଲିମ କେନ୍ଦ୍ରର ଅଧ୍ୟକ୍ଷ ଧନଞ୍ଜୟ ଖୁରା, ଏଚ୍‌ଏମ୍‌ଏସ୍‌ଆଇର ପ୍ରବନ୍ଧକ-ଆଞ୍ଚଳିକ ବ୍ୟବସାୟ-ପୂର୍ବ ଗ୍ରାହକ ସେବା ରାଜେନ୍ଦ୍ର ଭୀମରାଓ ସିନ୍ଦେ ଏବଂ ରାଉରକେଲା ସରକାରୀ ଆଇଟିଆଇ ଓ ଏଚ୍‌ଏମ୍‌ଏସ୍‌ଆଇର ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତି ଥିଲେ। ଏଚ୍‌ଏମ୍‌ଏସ୍‌ଆଇର ପରିଚାଳନା ନିର୍ଦ୍ଦେଶକ, ସଭାପତି ଓ ସିଇଓ ଆତସୁସି ଓଗାତା କହିଛନ୍ତି, ଓଡ଼ିଶାରେ ତୃତୀୟ ଦକ୍ଷତା ଉନ୍ନତୀକରଣ କେନ୍ଦ୍ରର ଉଦ୍‌ଘାଟନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଏହି ନୂଆ କେନ୍ଦ୍ର ସହରର ସ୍ଥାନୀୟ ଯୁବବର୍ଗଙ୍କୁ ନିଯୁକ୍ତି କୈନ୍ଦ୍ରିକ ବୈଷୟିକ ଶିକ୍ଷା ଓ ଦକ୍ଷତା ସହ ତାଲିମ ଜରିଆରେ ସଶକ୍ତ କରାଇବ। ଏପରିକି ଓଡ଼ିଶାରେ ଏହା ୩ୟ କେନ୍ଦ୍ର ହୋଇଥିବା ବେଳେ ପୂର୍ବରୁ କଟକ ଏବଂ ବାଲେଶ୍ୱର ଠାରେ ଏଭଳି କେନ୍ଦ୍ର ଜାରି ରହିଛି। ସୂଚନାଯୋଗ୍ୟ, ରାଉରକେଲାର ରିଜର୍ଭ ପୋଲିସ ଲାଇନ ନିକଟସ୍ଥ ଜେଲ ରୋଡ୍‌ରେ ଏଚ୍‌ଏମ୍‌ଏସ୍‌ଆଇର ଦକ୍ଷତା ଉନ୍ନତୀକରଣ କେନ୍ଦ୍ର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

ଗ୍ରାହକଙ୍କୁ ଆଶ୍ୱସ୍ତି: ୧୨ ହଜାର କମିଲା ସୁନା ଦର

ନୂଆଦିଲ୍ଲୀ,୨୦।୧୨: ରେକର୍ଡ ବୃଦ୍ଧି ପରେ, ଭାରତରେ ୨୪-କ୍ୟାରେଟ, ୨୨-କ୍ୟାରେଟ ଏବଂ ୧୮-କ୍ୟାରେଟ ସୁନାର ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ଗୋଟିଏ ସପ୍ତାହରେ ୧୦ ଗ୍ରାମ ୨୪-କ୍ୟାରେଟ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!

ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri