କୋଭିଡର ଉତ୍ପତ୍ତକୁ ଖୋଜିବା ନୈତିକତା ଦୃଷ୍ଟିରୁ ଜରୁରୀ: ଡବ୍ଲୁଏଚଓ ମୁଖ୍ୟ

ଜେନେଭା,୧୩ ।୩: ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ)ର ମୁଖ୍ୟ ଟେଡ୍ରୋସ ଅଧନାଁମ ଘେବ୍ରୟେସସ କହିଛନ୍ତି କୋଭିଡ ୧୯ର ଉତ୍ପତ୍ତକୁ ଖୋଜିବା ଏକ ନୈତିକ ଅନିବାର୍ଯ୍ୟତା । ଏହାସହ ଜଡିତ ସମସ୍ତ ପରିକଳ୍ପନାର ଯାଞ୍ଚ କରିବା ଦରକାର ।
ୱାର୍ଲ ଷ୍ଟ୍ରିଟ ଜର୍ନାଲ ଏକ ଆମେରିକୀୟ ଏଜେନ୍ସି ରିପୋର୍ଟକୁ ଦର୍ଶାଇ କହିଛି ଯେ ଚାଇନାର ଏକ ଲାବୋରୋଟୋରୀରୁ ଏହି ଜୀବାଣୁ ଲିକ ହେତୁ ଅଜାଣତରେ ଏହି ଭାଇରସ ବ୍ୟାପିଛି । ଏହି ଆକଳନ ପରେ ଡବ୍ଲୁଏଚଓ ଉପରେ ପ୍ରତିକ୍ରିୟା ରଖିବାକୁ ଚାପ ବୃଦ୍ଧି ପାଇଛି । ଏଥି ସହିତ କ୍ରମାଗତ ଭାବେ ଏ ବାବାଦରେ ବେଜିଂ କୌଣସି ପ୍ରକାର ଅନୁସନ୍ଧାନକୁ ମନା କରୁଛି । ଗେବ୍ରୟେସସ ଶନିବାର ଟୁଇଟରେ ଲେଖିଛନ୍ତି ଯେ କୋଭିଡ ୧୯ର ଉତ୍ପତ୍ତିକୁ ବୁଝିବାକୁ ଓ ସମସ୍ତ ଅନୁମାନ ଅନୁସନ୍ଧାନ କରିବା ଏକ ବୈଜ୍ଞାନିକ ଜରୁରୀ ଅଟେ ।
କୋଭିଡରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଓ ଭବିଷ୍ୟତରେ ଏହାକୁ ରୋକିବାକୁ ଏହା ଏକ ନୈତିକ ଅନିର୍ବାର୍ଯ୍ୟତା । ଶନିବାର କୋଭିଡକୁ ମହାମାରୀ ଘୋଷଣା ହେବା ୩ ବର୍ଷ ପୂରଣ ହୋଇଛି । ଏହି ପରିପ୍ରେକ୍ଷିରେ, ବିଶ୍ୱବ୍ୟାପି ଚାହିଦା ରହିଛି ଯେ ଏହିପରି ମହାମାରୀକୁ ରୋକିବାକୁ ଡବ୍ଲୁଏଚଓ ପଦକ୍ଷେପ ଉପରେ ଗୁରୁତ୍ୱ ଦେବା ଉଚିତ ।


Enter your email to get our daily news in your inbox.

All Right Reserved By Dharitri.Com

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ବାର୍‌ରେ ବନ୍ଧୁକଧାରୀଙ୍କ ଗୁଳିମାଡ଼

ଜୋହାନ୍ସବର୍ଗ,୨୧ା୧୨: ଦକ୍ଷିଣ ଆଫ୍ରିକାର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ଜୋହାନ୍ସବର୍ଗଠାରୁ ପଶ୍ଚିମରେ...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri