ତାଇଓ୍ବାନର ସ୍ବାଧୀନତାକୁ ବିରୋଧ କରିବ ଚାଇନା: ଜିନପିଙ୍ଗ…

ବେଜିଂ,୧୩।୩ : କମ୍ୟୁନିଷ୍ଟ ପାର୍ଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ କହିଛନ୍ତି ଯେ ସ୍ବାଧୀନତା ନେଇ ତାଇୱାନରେ ହେଉଥିବା ପରିବର୍ତ୍ତନକୁ ସେ ବିରୋଧ କରିବେ। ଏକ ସପ୍ତାହ ଧରି ଚାଲିଥିବା ବୈଠକ ଶେଷରେ ଜିନପିଙ୍ଗ କହିଛନ୍ତି ତାଇୱାନର ମନୋଭାବକୁ ଚାଇନା କେବେ ମଧ୍ୟ ସ୍ବୀକାର କରିବ ନାହିଁ। ଜାତୀୟ ଜନ କଂଗ୍ରେସର ବୈଠକରେ ଜିନପିଙ୍ଗ ତୃତୀୟ ଥର ପାଇଁ ଚାଇନା ରାଷ୍ଟ୍ରପତି ଭାବରେ ନିର୍ବାଚିତ ପରେ ତାଇୱାନକୁ ନେଇ ଏଭଳି ଏକ ବଡ ବିବୃତ୍ତି ଦେଇଛନ୍ତି।

ଏହାକୁ ନେଇ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଜିନପିଙ୍ଗଙ୍କ ମନ୍ତବ୍ୟ ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି।

ଜିନପିଙ୍ଗ ସୋମବାର ତାଙ୍କ ବିବୃତ୍ତିରେ ଚାଇନା ତାଇୱାନ ସହିତ ଆର୍ଥିକ ଦୃଷ୍ଟିରୁ ଆତ୍ମନିର୍ଭରଶୀଳ ଏବଂ ଶାନ୍ତିପୂର୍ଣ୍ଣ ସମ୍ପର୍କ ସ୍ଥାପନ କରିବାକୁ ଚାହୁଁଥିବା ବିଷୟରେ ମଧ୍ୟ କହିଛନ୍ତି।]

ସୂଚନାଯୋଗ୍ୟ, ତାଇୱାନ ପ୍ରସଙ୍ଗରେ ଦୀର୍ଘ ଦିନ ଧରି ଚାଇନା ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଗତ ବର୍ଷ ଯେତେବେଳେ ଆମେରିକାର ପୂର୍ବତନ ସ୍ପିକର ନାନସୀ ପେଲୋସି ତାଇୱାନ ଗସ୍ତ କରିଥିଲେ, ସେତେବେଳେ ଚାଇନା ଏଥିରେ ଅତ୍ୟଧିକ କ୍ରୋଧିତ ହୋଇଥିଲା


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାନ ହେଲା ଅଲ ଜଜିରା, ନେତାନ୍ୟାହୁ କହିଲେ ଉସକାଇବା ଚ୍ୟାନେଲ

ଜେରୁଜେଲମ,୫।୫: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ରବିବାର (୫ ମଇ ୨୦୨୪) ଇସ୍ରାଏଲର ଅଲ ଜଜିରା ଟେଲିଭିଜନ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଘୋଷଣା କରିଛନ୍ତି। ସେ...

ମୋଷ୍ଟ ଓ୍ବାଣ୍ଟେଡ ତାଲିକାରେ ୟୁକ୍ରେନ ରାଷ୍ଟ୍ରପତି, ଆଉ କିଛି ଦେଶର ନେତାଙ୍କର ରହିଛି ନାଁ!

ମସ୍କୋ,୫।୫: ରୁଷିଆ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ କରି ତାଙ୍କୁ ଓ୍ବାଣ୍ଟେଡ ତାଲିକାରେ ରଖିଛି। ଏ ବାବଦରେ ଆଉ କୌଣସି...

ବ୍ରାଜିଲରେ ଭୟଙ୍କର ବନ୍ୟା, ୫୬ ମୃତ

ବ୍ରାଜିଲ,୫।୫: ତାଣ୍ଡବ ରଚିଲା ପ୍ରକୃତି। ବ୍ରାଜିଲରେ ଦେଖାଯାଇଛି ଭୟଙ୍କର ବନ୍ୟା । ଦକ୍ଷିଣ ଆଫ୍ରିକାରେ ପ୍ରବଳ ବର୍ଷା କାରଣରୁ ଭୟଙ୍କର ବନ୍ୟା ସୃଷ୍ଟି ହୋଇଛି ।...

୧୭ ରୋଗୀଙ୍କୁ ମାରିଥିବା ନର୍ସଙ୍କୁ ୭୦୦ ବର୍ଷ ଜେଲ

ଓ୍ବାଶିଂଟନ,୫ା୫: ୧୭ ଜଣ ରୋଗୀଙ୍କୁ ମାରିଥିବା ଆମେରିକା ପେନ୍‌ସିଲଭାନିଆର ଜଣେ ନର୍ସଙ୍କୁ ଶନିବାର ୩୮୦ରୁ ୭୦୦ ବର୍ଷ ଜେଲଦଣ୍ଡ ହୋଇଛି। ହିଥର ପ୍ରେସ୍‌ଦି (୪୧) ନାମ୍ନୀ...

ଯୋଗକୁ ଆପଣାଇଲା ପାକିସ୍ତାନ

ଇସ୍‌ଲାମାବାଦ,୫ା୫ପ୍ରାଚୀନ ଭାରତୀୟ ଶାରୀରିକ, ମାନସିକ ତଥା ଆଧ୍ୟାତ୍ମିକ ଅଭ୍ୟାସ ‘ଯୋଗ’ ବିଶ୍ୱର ଅଧିକାଂଶ ଦେଶରେ ଆଦୃତ ହୋଇଥିବାବେଳେ ଏବେ ପଡ଼ୋଶୀ ଦେଶ ପାକିସ୍ତାନରେ ଏହା ଆନୁଷ୍ଠାନିକ...

ନର୍ସଙ୍କୁ ୭୮୦ ବର୍ଷର କାରାଦଣ୍ଡ! ୨୨ ମାମଲାରେ ଦୋଷୀ ସାବ୍ୟସ୍ତ

ଓ୍ବାଶିଂଟନ,୪।୫: ଆମେରିକା ପେନସିଲଭାନିଆର ୪୧ ବର୍ଷିୟ ନର୍ସ ହେଥର ପ୍ରେସଡିଙ୍କୁ ତିନିଟି ହତ୍ୟା ଏବଂ ୧୯ଟି ହତ୍ୟା ଉଦ୍ୟମ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ...

ରାହୁଲଙ୍କୁ ପ୍ରଶଂସା କଲେ ପାକିସ୍ତାନ ନେତା…

ନୂଆଦିଲ୍ଲୀ/ଇସଲାମାବାଦ,୪।୫: ପାକିସ୍ତାନୀ ନେତା ଚୌଧୁରୀ ଫୱାଦ ହୁସେନ ପୂର୍ବତନ କଂଗ୍ରେସ ସଭାପତି ତଥା ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଛନ୍ତି। ଫୱାଦ ହୁସେନ ଏକ୍ସରେ...

ବ୍ରାଜିଲରେ ପ୍ରବଳ ବର୍ଷା: ୩୭ ମୃତ

ବ୍ରାସିଲିଆ,୪।୫: ବ୍ରାଜିଲର ଦକ୍ଷିଣ ପ୍ରାନ୍ତ ରିଓଗ୍ରାଣ୍ଡେ ଡୋ ସୁଲରେ ପ୍ରବଳ ବର୍ଷା ଯୋଗୁ ୩୭ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏନେଇ ସ୍ଥାନୀୟ କର୍ତ୍ତୃପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri