ସିଗ୍ନେଚର-ସିଲିକନ ଭ୍ୟାଲି ବ୍ୟାଙ୍କ ଦେବାଳିଆ ହେବା ପରେ ବାଇଡେନଙ୍କ ବଡ଼ ଘୋଷଣା: ଦୋଷୀଙ୍କ ବିରୋଧ ହେବ କଡ଼ା କାର୍ଯ୍ୟାନୁଷ୍ଠାନ…

ଓ୍ବାଶିଂଟନ,୧୩।୩ : ଆମେରିକାର ସିଗ୍ନେଚର ବ୍ୟାଙ୍କ ଏବଂ ସିଲିକନ ଭ୍ୟାଲି ବ୍ୟାଙ୍କ ବୁଡ଼ିଯିବା ଖବର ସାରା ବିଶ୍ୱରେ ହେଡଲାଇନ ସୃଷ୍ଟି କରିଛି। ବର୍ତ୍ତମାନ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ଦୁଇ ବ୍ୟାଙ୍କର ଦେବାଳିଆ ହେବା ପ୍ରସଙ୍ଗରେଏକ ବଡ ବିବୃତ୍ତି ଦେଇଛନ୍ତି। ବାଇଡେନ ଟୁଇଟ କରି କହିଛନ୍ତି ଯେ ବ୍ୟାଙ୍କଗୁଡିକର ପତନ ପାଇଁ ଯେଉଁମାନେ ଦାୟୀ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଉଭୟ ବ୍ୟାଙ୍କର ଆକାଉଣ୍ଟଧାରୀଙ୍କୁ ମଧ୍ୟ ଆଶ୍ୱସ୍ତି ପ୍ରଦାନ କରି କହିଛନ୍ତି ଯେ ଲୋକଙ୍କ ଟଙ୍କା ସୁରକ୍ଷିତ ରହିବ।

ଏହା ସହିତ ବଡ ବ୍ୟାଙ୍କଗୁଡିକର ମନିଟରିଂ ଏବଂ ନିୟମାବଳୀ ମଧ୍ୟ ମଜବୁତ ହେବ ଯାହା ଦ୍ୱାରା ଏଭଳି ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡିବ ନାହିଁ। ଆମେରିକାର ରାଷ୍ଟ୍ରପତି ଅନ୍ୟ ଏକ ଟୁଇଟରେ ଲେଖିଛନ୍ତି ଯେ ଆମେ ଆମେରିକୀୟ ଲୋକ ଏବଂ ଆମେରିକୀୟ ବ୍ୟବସାୟ ଜଗତକୁ ନିଶ୍ଚିତ କରିବାକୁ ଚାହୁଁଛୁ ଯେ ସେମାନଙ୍କର ବ୍ୟାଙ୍କ ଜମା ସୁରକ୍ଷିତ ଏବଂ ଯେତେବେଳେ ସେମାନେ ଆବଶ୍ୟକ କରନ୍ତି ସେତେବେଳେ ସେମାନେ ଏହାକୁ ନେଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri