Odisha Elections 2024
Posted inଜାତୀୟ

ବଢିପାରେ ରାହୁଲଙ୍କ ସମସ୍ୟା

ନୂଆଦିଲ୍ଲୀ,୧୪।୩: ଲଣ୍ଡନରେ ସଂସଦର ପ୍ରକ୍ରିୟାକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟ ତାଙ୍କ ସମସ୍ୟା ବଢାଇପାରେ। ସଂସଦର ବିଶେଷାଧିକାର କମିଟି ଏହି ପ୍ରସଙ୍ଗରେ ସମ୍ପୂର୍ଣ୍ଣ ତଥ୍ୟ ଗ୍ରହଣ କରି କାର୍ଯ୍ୟାନୁଷ୍ଠାନ ନେଇପାରେ। ରାହୁଲ ଲୋକ ସଭାରେ ବିରୋଧୀଙ୍କ ସ୍ବରକୁ ଦମନ କରାଯାଉଥିବା ଅଭିଯୋଗ କରି ଲଣ୍ଡନରେ କହିଥିଲେ ଯେ, ବିରୋଧୀ ଦଳର ନେତାଙ୍କ ମାଇକ ବନ୍ଦ କରିଦିଆଯାଉଛି। ରାହୁଲଙ୍କ ବିବୃତ୍ତିକୁ ରାଜ୍ୟ ସଭା ଉପାଧ୍ୟକ୍ଷ ତଥା ଲୋକ ସଭା ବାଚସ୍ପତି ସମାଲୋଚନା କରିଛନ୍ତି। ସରକାରୀ ସୂତ୍ରରୁ ଜଣାପଡିଛି ଯେ, କଂଗ୍ରେସ, ଡିଏମକେ ଏବଂ ବାମପନ୍ଥୀଙ୍କୁ ଛାଡି ଅନ୍ୟ ବିରୋଧୀ ଦଳ ମଧ୍ୟ ରାହୁଲଙ୍କ ମନ୍ତବ୍ୟରେ ସହମତ ନୁହଁନ୍ତି।
ରାହୁଲଙ୍କ ମନ୍ତବ୍ୟ ଉପରେ ସରକାର ଗୁରୁତର ଧ୍ୟାନ ଦେଇଛନ୍ତି। ସୋମବାର ଠାରୁ ଆରମ୍ଭ ହୋଇଥିବା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ସରକାର ସଂସଦର ଉଭୟ ଗୃହରେ ବିରୋଧୀ ଦଳ ବିଶେଷ କରି କଂଗ୍ରେସ ଉପରେ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ହୋମ ଭୋଟିଂ, ୧୦୨୨ ଭୋଟର ଘରେ ଭୋଟ ଦେବାକୁ ବାଛିଲେ ବିକଳ୍ପ

ନୂଆଦିଲ୍ଲୀ,୧୬।୫: ମେ ୨୫ରେ ଲୋକ ସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ଗୁରୁଗ୍ରାମ ଲୋକ ସଭା ଆସନରେ ମତଦାନ ଅନୁଷ୍ଠିତ ହେବ। ଏଭଳି ପରିସ୍ଥିତିରେ ଗୁରୁଗ୍ରାମର କୌଣସି...

ପୋଲିସକୁ ବୟାନ ଦେଲେ ଶ୍ୱାତି ମାଲିଓ୍ବାଲ, କହିଲେ ସମ୍ପୂର୍ଣ୍ଣ ଘଟଣାକ୍ରମ

ନୂଆଦିଲ୍ଲୀ,୧୬।୫: ଦୀର୍ଘ ସମୟର ଅପେକ୍ଷା କରିବା ପରେ ରାଜ୍ୟ ସଭା ଏମପି ଶ୍ୱାତି ମାଲିୱାଲ ଶେଷରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଘର ନିକଟରେ ତାଙ୍କ ଉପରେ...

ଜବାବ ଦେଲେ ଯୋଗୀ

ଲକ୍ଷ୍ନୌ,୧୬।୫: ଉତ୍ତରପ୍ରଦେଶ ସମେତ ସମଗ୍ର ଦେଶରେ ଚାରୋଟି ପର୍ଯ୍ୟାୟ ଭୋଟ ଗ୍ରହଣ କରାଯାଇଛି ଏବଂ ତିନୋଟି ପର୍ଯ୍ୟାୟ ଭୋଟ ବାକି ଅଛ ଏହି ପରିପ୍ରେକ୍ଷୀରେ, ରାଜନୈତିକ...

ଆଜି ନୁହେଁତ କାଲି ନିଶ୍ଚୟ ନେବି ପ୍ରତିଶୋଧ, କାହାଠାରୁ ପ୍ରତିଶୋଧ ନେବାକୁ କହୁଛନ୍ତି ମମତା?

କୋଲକାତା,୧୬।୫: ନିର୍ବାଚନ ପ୍ରଚାର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୂର୍ବ ମେଦିନୀପୁରର ତାମୁଲକ ଲୋକ ସଭା ନିର୍ବାଚନମଣ୍ଡଳୀରେ ପହଞ୍ଚିଥିଲେ। ଏହି ସମୟରେ, ସେ ୨୦୨୧...

ନାତି ପାଇଁ ଏଥର ଜନ୍ମଦିନ ପାଳିବେ ନାହିଁ ଦେବେଗୌଡା

ବେଙ୍ଗାଲୁରୁ,୧୬।୫: ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବେଗୌଡା ଚଳିତ ବର୍ଷ ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ। ଗୁରୁବାର ସେ କହିଛନ୍ତି ଯେ ତାଙ୍କ ନାତି ତଥା...

ଦିଗବିଜୟ ପହଞ୍ଚିଲେ ସୁପ୍ରିମକୋର୍ଟ, କଂଗ୍ରେସ କହିଲା ପରିଣାମ ପୂର୍ବରୁ ଘାବରେଇଲାଣି ଭାଜପା

ନୂଆଦିଲ୍ଲୀ,୧୬।୫: ରାଜଭର ଷ୍ଟ୍ରଙ୍ଗରୁମରେ ସିମ୍ବଲ ଲୋଡିଂ ୟୁନିଟ (SLU) ନ ମିଳିବା ସମ୍ପର୍କରେ ଦିଗବିଜୟ ସିଂ ସୁପ୍ରିମକୋର୍ଟଙ୍କ ନିକଟରେ ପହଞ୍ଚିଛନ୍ତି। କଂଗ୍ରେସ କହିଛି ଯେ ଫଳାଫଳ...

ସମାଜବାଦୀ ପାର୍ଟିକୁ ବଡ ଝଟ୍‌କା

ମଉ,୧୬।୫: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ସଦସ୍ୟ ତଥା ଦଳର ଜାତୀୟ ସଚିବ ରାମହରି ଚୌହାନ ବୁଧବାର ପାର୍ଟିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଲୋକ ସଭା...

ଭାଜପାର ଖେଳ ବିଗାଡିଦେଲେ ରାଜା ଭାୟା

ନୂଆଦିଲ୍ଳୀ,୧୬।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ପୂର୍ବରୁ ଉତ୍ତରପ୍ରଦେଶରେ ରାଜନୈତିକ ହଲଚଲ ତୀବ୍ର ହୋଇଛି। ଏହର ସବୁଠାରୁ ବଡ କାରଣ ହେଉଛି ରାଜ ଭାୟା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri