ଅଭିନେତା ସମୀର ଖଖରଙ୍କ ପରଲୋକ

ମୁମ୍ବାଇ: ପରଲୋକରେ ଜଣାଶୁଣା ଟିଭି ଏବଂ ଚଳଚ୍ଚିତ୍ର ଅଭିନେତା ସମୀର ଖଖର। ୭୧ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସମୀର ଖଖରଙ୍କ ଭାଇ ଗଣେଶ ଖଖର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମୀରଙ୍କୁ ନିଶ୍ୱାସ ନେବାରେ ଅସୁବିଧା ହେଉଥିଲା ଏବଂ ଗତ କିଛି ଦିନ ହେବ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଥିଲା। ମଙ୍ଗଳବାର ଅପରାହ୍ନରେ ଯେତେବେଳେ ନିଶ୍ୱାସ ନେବାରେ ଅସୁବିଧା ହେଲା ତାଙ୍କୁ ବୋରିଭାଲୀ ଏମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ସକାଳ ପ୍ରାୟ ୪.୩୦ରେ ତାଙ୍କର ଦେହାନ୍ତ ହୋଇଛି। ସମୀର ଖଖର ୮୦ ଦଶକର ସିରିଏଲ ନୁକ୍କଡ (1986)ରେ ଅଭିନୟ କରି ବେଶ୍‌ ଲୋକପ୍ରିୟତା ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...

ବିଦ୍ୟୁତ୍‌ ତାର ଚୋରି ଅଭିଯୋଗରେ ୭ ଗିରଫ, ଜବତ ହେଲା ଲକ୍ଷାଧିକ ଟଙ୍କାର…

ବଲାଙ୍ଗୀର, ଖପ୍ରାଖୋଲ ୧୯।୧୨(ସୁନିଲ ମହାନ୍ତି/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ପୋଲିସକୁ ବଡ଼ ସଫଳତା ମିଳିଛି । ଏକ ବିଦ୍ୟୁତ୍‌ ତାର ଚୋରି ଗ୍ୟାଙ୍ଗକୁ...

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ

ଓ୍ବାଶିଂଟନ୍‌,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ।...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଟି-୨୦ ବିଶ୍ୱକପ ପାଇଁ ଏହି ଦିନ ଘୋଷଣା ହେବ ଟିମ ଇଣ୍ଡିଆ, ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୧୯।୧୨: ଆସନ୍ତା ବର୍ଷ ଫେବୃଆରୀରେ ଭାରତ ଏବଂ ଶ୍ରୀଲଙ୍କାରେ ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଟିମ ଇଣ୍ଡିଆ କେବେ ଏବଂ...

କେଦାରନାଥ ଧାମରେ ଏ କଣ, ଡିସେମ୍ବର ମାସରେ ଦେଖାଯାଉନି….

ନୂଆଦିଲ୍ଲୀ,୧୯ା୧୨: ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ...

ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…

ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri