ନୂଆଦିଲ୍ଲୀ,୧୫ା୩: ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ତଥା ସୋସିଆଲ ମିଡିଆ ପ୍ଲାଟ୍ଫର୍ମ ମେଟା(ପୂର୍ବର ଫେସ୍ବୁକ୍) ଚଳିତ ମାସ ଶେଷ ସୁଦ୍ଧା ପ୍ରାୟ ୧୦,୦୦୦ କର୍ମଚାରୀଙ୍କୁ ଛଟେଇ କରିବ ବୋଲି ସୂଚନା ମିଳିଛି। ଏପରିକି ପୂର୍ବରୁ ମଧ୍ୟ କମ୍ପାନୀ ପ୍ରାୟ ୧୧ହଜାର କର୍ମଚାରୀଙ୍କୁ ଛଟେଇ କରିଥିଲା। ମେଟାର ସିଇଓ ମାର୍କ ଜୁକରବର୍ଗ କର୍ମଚାରୀମାନଙ୍କୁ ଏକ ବାର୍ତ୍ତାରେ କହିଛନ୍ତି, କମ୍ପାନୀ ତା’ର କର୍ମଚାରୀ ସଂଖ୍ୟା ହ୍ରାସ କରିବାକୁ ଯାଉଛି। ଏପରିକି ଆର୍ଥିକ ମାନ୍ଦାବସ୍ଥା ଯୋଗୁ ଗତ ୪ମାସ ତଳେ ମେଟାରୁ ୧୧ହଜାର କର୍ମଚାରୀଙ୍କୁ ଚାକିରିରୁ ବହିଷ୍କାର କରାଯାଇଥିଲା। ସେହିଭଳି ଏକ ଆଭ୍ୟନ୍ତରୀଣ ବୈଠକରେ ସେ କମ୍ପାନୀରେ ଆହୁରି ଛଟେଇ ହେବାର ସମ୍ଭାବନା ବିଷୟରେ ପ୍ରକାଶ କରିଥିଲେ।
ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...
ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…
ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...
ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍ଘାଟିତ
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍ଘାଟିତ ହୋଇଯାଇଛି। ଏହାକୁ...
ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍ପି ଶୁଭେନ୍ଦୁ...
ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…
ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...
ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ: ଦେଲା ଚେତାବନୀ, ଦାବି ପୂରଣ ନ ହେଲେ…
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): କଂଗ୍ରେସ ପକ୍ଷରୁ ବିଭିନ୍ନ ଦାବି ନେଇ ସୋମବାର ଭଞ୍ଜନଗର ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଦାବି ଗୁଡ଼ିକ ହେଲା ଅତିରିକ୍ତ ସୁରକ୍ଷା...
ଜାତୀୟସ୍ତରରେ ଓଡ଼ିଶୀ ନୃତ୍ୟ ପଦର୍ଶନ କରିବେ ଛତ୍ରପୁର ଜୟ ଗଣେଶ କଳା ବିକାଶ କେନ୍ଦ୍ରର ଛାତ୍ରୀ
ଛତ୍ରପୁର,୨୯।୧୨(ଦିଲ୍ଲୀପ ସାମଲ): ଭାରତ ସରକାର ଅଧୀନସ୍ଥ ସାଂସ୍କୃତିକ ବିକାଶ ପ୍ରତିଷ୍ଠାନ ଏବଂ ସ୍ମୃତି ସାଂସ୍କୃତିକ ସଂଘ ପକ୍ଷରୁ ପୁରୀଠାରେ ଅନ୍ତର୍ଜାତୟ ମେଗା ନୃତ୍ୟ ଏବଂ ସଙ୍ଗୀତ...
ଗୋଟିଏ ନମ୍ବରରେ ୨ ଗାଡ଼ି: ଜଣେ ଭୁଲ କଲେ ଅନ୍ୟ ଜଣଙ୍କୁ ଆସୁଛି ଚାଲାଣ
ଛତ୍ରପୁର,୨୯ା୧୨ (ଦିଲ୍ଲୀପ ସାମଲ) ଜଣେ ଗାଡ଼ି ଚାଳକ ପ୍ରଦୂଷଣ ପ୍ରମାଣପତ୍ର କରିବାକୁ କେନ୍ଦ୍ରକୁ ଆସିଥିବା ବେଳେ ତାଙ୍କ ଗାଡ଼ିରେ ଚାଲାଣ କଟିଥିବାରୁ ହୋଇପାରିଲା ନାହିଁ। ଏହା...
Archives


