Posted inଜାତୀୟ

୨୦୨୩ରେ ୪ ସଂଗଠନକୁ ଆତଙ୍କବାଦୀ ତାଲିକାଭୁକ୍ତ କରାଯାଇଛି…

ନୂଆଦିଲ୍ଲୀ,୧୫।୩ : ରାଜ୍ୟସଭାରେ ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ ୁ ସୂଚନା ଦେଇଛନ୍ତି ଯେ ୨୦୨୩ ମସିହାରେ ଏପର୍ଯ୍ୟନ୍ତ ଚାରୋଟି ସଂଗଠନକୁ ୟୁଏପିଏ ଅଧୀନରେ ଆତଙ୍କବାଦୀ ସଂଗଠନ ଭାବରେ ସୂଚିତ କରାଯାଇଛି। ସେମାନଙ୍କ ନାମ ଅଧିନିୟମର ପ୍ରଥମ ସୂଚୀରେ ଯୋଡା ଯାଇଛି।

ଏହି ସଂଗଠନଗୁଡ଼ିକ ଆତଙ୍କବାଦ ସହ ଜଡିତ ଥିଲେ ଏବଂ ଭାରତରେ ବିଭିନ୍ନ ଆତଙ୍କବାଦ କାର୍ଯ୍ୟରେ ସଂଶ୍ଲିଷ୍ଟ ଥିଲେ। ଫେବୃଆରୀ ୨୦୨୩ ପର୍ଯ୍ୟନ୍ତ ୟୁଏପିଏର ଚତୁର୍ଥ କାର୍ଯ୍ୟସୂଚୀ ଏବଂ ପ୍ରଥମ କାର୍ଯ୍ୟସୂଚୀ ଅନୁଯାୟୀ ୫୪ ଆତଙ୍କବାଦୀ ଏବଂ ୪୪ ଆତଙ୍କବାଦୀ ସଂଗଠନ ତାଲିକାଭୁକ୍ତ ହୋଇଛନ୍ତି।

କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀରେ ମୋଟ ମଞ୍ଜୁରୀପ୍ରାପ୍ତ ପଦବୀ ସଂଖ୍ୟା ୧୦,୦୫,୫୨୦ ଥିବାବେଳେ ୧୦ ଜାନୁଆରୀ ୨୦୨୩ ସୁଦ୍ଧା ଏହି ପଦବୀଗୁଡିକର ସଂଖ୍ୟା ୮୪,୮୬୬ ରହିଛି। ସେ କହିଛନ୍ତି ଯେ ଅବସର, ଇସ୍ତଫା, ପଦୋନ୍ନତି, ମୃତ୍ୟୁ, ବାଟାଲିୟନର ନୂତନ ଗଠନ, ନୂତନ ପଦବୀ ସୃଷ୍ଟି ଇତ୍ୟାଦି କାରଣରୁ ସିଏପିଏଫ ଗୁଡ଼ିକରେ ଖାଲି ପଦବୀ ସୃଷ୍ଟି ହୁଏ। ଗତ ପାଞ୍ଚ ମାସ ମଧ୍ୟରେ,ସିଏପିଏଫରେ ୩୧,୭୮୫ କର୍ମଚାରୀ ନିଯୁକ୍ତି ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ପରଲୋକରେ ଷ୍ଟାଚ୍ୟୁ ଅଫ ୟୁନିଟିର ନିର୍ମାତା: ଖେଳିଗଲା ଶୋକର ଲହରୀ

ନୋଏଡା,୧୮।୧୨: ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ଦେହାନ୍ତ ହୋଇଛି। ସେ ପ୍ରାୟ ୧୦୦ ବର୍ଷ ବୟସରେ ନୋଏଡାର ସେକ୍ଟର ୧୯ସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ...

ଦିଲ୍ଲୀ ବାୟୁ ପ୍ରଦୂଷଣ ସଙ୍କଟ: ଚାଇନା ଦେଲା ସଫଳତାର ‘ମନ୍ତ୍ର’, ବେଜିଂ ମଡେଲ୍‌ରୁ ଶିଖିବ କି ଭାରତ?

ନୂଆଦିଲ୍ଲୀ,୧୮ା୧୨: ଦିଲ୍ଲୀରେ ପ୍ରତିବର୍ଷ ଶୀତଦିନେ ବାୟୁ ପ୍ରଦୂଷଣ ଏକ ସାଧାରଣ ସମସ୍ୟା ପାଲଟିଛି। ବିଷାକ୍ତ ବାୟୁ, ଘନ କୁହୁଡ଼ି ଏବଂ ଶ୍ୱାସକ୍ରିୟା ଜନିତ ରୋଗରେ ଦିଲ୍ଲୀବାସୀ...

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ବର୍ଷର ଉପହାର: ଜାନୁଆରୀ ୧ରୁ ସାରା ଦେଶରେ…

ନୂଆଦିଲ୍ଲୀ,୧୮।୧୨: ନୂତନ ବର୍ଷ ୨୦୨୬ ସାରା ଦେଶର ଲକ୍ଷ ଲକ୍ଷ ଗ୍ୟାସ ଗ୍ରାହକଙ୍କୁ ଖୁସି କରିବ ବୋଲି ଖୁସିର ଖବର ଆଣିଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ...

ୟୁନୁସଙ୍କୁ କଡ଼ା ଜବାବ ଦେଲା ଭାରତ: ନେଲା ବଡ଼ ପଦକ୍ଷେପ, ବାଂଲାଦେଶରେ…

ନୂଆଦିଲ୍ଲୀ,୧୮।୧୨: କେନ୍ଦ୍ର ସରକାର ଡିସେମ୍ବର ୧୭, ୨୦୨୫ରେ ବାଂଲାଦେଶର ରାଜଧାନୀ ଢାକାରେ ଥିବା ଭାରତୀୟ ଭିସା ଆବେଦନ କେନ୍ଦ୍ର (IVAC)କୁ ବନ୍ଦ କରିବାକୁ ଏକ ନୋଟିସ...

ଆହତ ଛୁଆହାତୀକୁ ଉଦ୍ଧାର କଲା ବନବିଭାଗ: କରାଯାଉଛି ଚିକିତ୍ସା

କେସିଙ୍ଗା୧୮।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିନସ୍ଥ ନୂନମାଠ ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ଖାଦ୍ୟ ଅନ୍ବେଷଣରେ ୩୫ ଟିକିଆ ହାତୀପଲ ଗତକାଲି ଗାଁ...

ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି

ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri