ଜେହରାନ୍, ୧୫। ୩: ଇରାନ୍ରେ ପାରମ୍ପରିକ ଫାୟାର ଫେଷ୍ଟିଭାଲ ପାଳନ ସମୟରେ ଅଘଟଣ ଘଟି ୧୧ ଜଣଙ୍କ ମୃତ୍ୟୁ ଘଟିଛି। ୩,୫୦୦ ଆହତ ହୋଇଥିବା ଜରୁରୀ ସେବା ମୁଖ୍ୟ ଜାଫର ମିଆଦଫର ସୂଚନା ଦେଇଚନ୍ତି। ତେବେ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଏହି ଫେଷ୍ଟିଭାଲ୍ ଚାଲିବ।
ଜେହରାନ୍, ୧୫। ୩: ଇରାନ୍ରେ ପାରମ୍ପରିକ ଫାୟାର ଫେଷ୍ଟିଭାଲ ପାଳନ ସମୟରେ ଅଘଟଣ ଘଟି ୧୧ ଜଣଙ୍କ ମୃତ୍ୟୁ ଘଟିଛି। ୩,୫୦୦ ଆହତ ହୋଇଥିବା ଜରୁରୀ ସେବା ମୁଖ୍ୟ ଜାଫର ମିଆଦଫର ସୂଚନା ଦେଇଚନ୍ତି। ତେବେ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଏହି ଫେଷ୍ଟିଭାଲ୍ ଚାଲିବ।
ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର...
ନୂଆଦିଲ୍ଲୀ,୩୦।୧୨: ସୋମବାର ରାତିରେ ମୁମ୍ବାଇର ଭାଣ୍ଡୁପ ଅଞ୍ଚଳରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯାହା ସମଗ୍ର ସହରକୁ ସ୍ତବ୍ଧ କରିଦେଇଛି। ରାତି ପ୍ରାୟ ୯ଟା ୩୫...
ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ...
ନୂଆଦିଲ୍ଲୀ,୩୦।୧୨: ଘରୋଇ ଟେଷ୍ଟ ସିରିଜରେ ବିପର୍ଯ୍ୟୟଜନକ ପରାଜୟ ପରେ, ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ରିପୋର୍ଟରେ ଏହା ମଧ୍ୟ...
ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...
ଡାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ଦେହାନ୍ତ ହୋଇଛି। ସେ ଅନେକ ରୋଗ ସହିତ ଲଢୁଥିଲେ। ଉଲ୍ଲେଖନୀୟ ଯେ ତାଙ୍କ ମୃତ୍ୟୁର କିଛି ଦିନ...
ଢାକା,୩୦।୧୨: ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଏବଂ ବିଏନପି ମୁଖ୍ୟ ଖାଲେଦା ଜିଆଙ୍କୁ ପ୍ରାୟତଃ ରାଜନୀତି, ସଂଘର୍ଷ ଏବଂ ଶକ୍ତିର ପ୍ରତୀକ ଭାବରେ ଦେଖାଯାଏ। ତଥାପି, ତାଙ୍କର...
ଭୁବନେଶ୍ବର,୩୦।୧୨: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ବେଆଇନ ସମ୍ପତ୍ତି...
