ବାହାହେବା ପୂର୍ବରୁ କେଟ୍‌ଙ୍କର ଗର୍ଭଧାରଣ କ୍ଷମତା ପରୀକ୍ଷା କରାଯାଇଥିଲା

ଲଣ୍ଡନ, ୧୬। ୩: ନିକଟରେ ଉନ୍ମୋଚିତ ହୋଇଥିବା ‘ଗିଲ୍‌ଡେଡ୍‌ ୟୁଥ୍‌: ଆନ୍‌ ଇଣ୍ଟିମେଟ୍‌ ହିଷ୍ଟ୍ରି ଅଫ୍‌ ଗ୍ରୋଇଂ ଅପ୍‌ ଇନ୍‌ ଦ ରୟାଲ ଫ୍ୟାମିଲି’ପୁସ୍ତକରେ ପ୍ରିନ୍ସେସ୍‌ ଅଫ୍‌ ଓ୍ବେଲ୍ସ କେଟ୍‌ ମିଡଲ୍‌ଟନ୍‌ଙ୍କ ସମ୍ପର୍କରେ ଉଲ୍ଲେଖ କରାଯାଇଛି। କିଙ୍ଗ୍‌ ଚାଲର୍‌ସ ତୃତୀୟଙ୍କ ବଡ଼ ବୋହୂ କେଟ୍‌ ପ୍ରିନ୍ସ ଓ୍ବିଲିୟମ୍‌କୁ ବାହାହେବା ପୂର୍ବରୁ ତାଙ୍କର ଗର୍ଭଧାରଣ କ୍ଷମତା ପରୀକ୍ଷା (ଫର୍ଟିଲିଟି ଟେଷ୍ଟ୍‌)କରାଯାଇଥିଲା।

ଟମ୍‌ କିନ୍‌ ନିଜ ପୁସ୍ତକରେ ଏ ସମ୍ପର୍କରେ ବର୍ଣ୍ଣନା କରିଛନ୍ତି। ରାଜପରିବାରରେ ବିବାହ ପୂର୍ବରୁ ଗର୍ଭଧାରଣ କ୍ଷମତା ପରୀକ୍ଷା କରାଯିବା ଏକ ପ୍ରଥା ଭଳି। କାରଣ ବିବାହ ପାଇଁ ବଛାଯାଇଥିବା ପାତ୍ରୀ ପ୍ରଜନନ କରିବା ପାଇଁ ସକ୍ଷମ କି ନୁହେଁ ସେ ବିଷୟରେ ଜାଣିବା ପରେ ହିଁ ରାଜପରିବାର ତରଫରୁ ବିବାହ ନିଷ୍ପତ୍ତି ନିଆଯାଏ।

କେଟ୍‌ ନୁହନ୍ତି କିଙ୍ଗ୍‌ ଚାଲର୍‌ସଙ୍କ ପ୍ରଥମ ସ୍ତ୍ରୀ ଡାଏନାଙ୍କର ମଧ୍ୟ ଗର୍ଭଧାରଣ କ୍ଷମତା ପରୀକ୍ଷା କରାଯାଇଥିଲା। ୧୯୮୧ରେ ସେ କିଙ୍ଗ୍‌ ଚାଲର୍‌ସଙ୍କୁ ବିବାହ କରିଥିଲେ। ଏହା ପୂର୍ବରୁ ଡାଏନାଙ୍କ ପ୍ରିମାରିଟାଲ ଚେକ୍‌ଅପ୍‌ କରାଯାଇଥିଲା। କିନ୍ତୁ ସେ ସମୟରେ ଡାଏନା ଏହି ଟେଷ୍ଟ୍‌ ସମ୍ପର୍କରେ ଅବଗତ ନ ଥିବା କହିଥିବା ଟମ୍‌ ପୁସ୍ତକରେ ଲେଖିଛନ୍ତିି। କେଟ୍‌ ରାଜପରିବାର ନ ଥିଲେ। ପ୍ରିନ୍ସ୍‌ ଓ୍ବିଲିୟମ୍‌ ଓ କେଟ୍‌ ମିଡଲ୍‌ଟନ୍‌ ୨୦୧୧ ଏପ୍ରିଲ୍‌ ୨୯ରେ ବାହାହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri