ସୋନାଲିକାର ୧,୩୭,୩୪୪ ୟୁନିଟ୍‌ ବିକ୍ରି

ନୂଆଦିଲ୍ଲୀ,୧୬।୩: ଭାରତର ୧ ନମ୍ବର ଟ୍ରାକ୍ଟର ରପ୍ତାନି ବ୍ରାଣ୍ଡ୍‌ ସୋନାଲିକା ଟ୍ରାକ୍ଟର୍ସ ଚଳିତ ବର୍ଷ ଫେବୃୟାରୀ ସୁଦ୍ଧା ୧,୩୭,୩୪୪ ୟୁନିଟ୍‌ ଟ୍ରାକ୍ଟର ବିକ୍ରି କରିଛି। ଫଳରେ କମ୍ପାନୀର ବଜାର ଅଂଶ ୧୪.୧%କୁ ବୃଦ୍ଧି ପାଇଛି।
ଏ ସମ୍ପର୍କରେ ଇଣ୍ଟରନ୍ୟାଶନାଲ୍‌ ଟ୍ରାକ୍ଟର୍ସ ଲିମିଟେଡ୍‌ର ଯୁଗ୍ମ ପରିଚାଳନା ନିର୍ଦ୍ଦେଶକ ରମଣ ମିତ୍ତଲ କହିଛନ୍ତି, ପ୍ରଥମେ  ଗୁଣାତ୍ମକ ମାନ ଓ ଚାଷୀମାନଙ୍କ ଆବଶ୍ୟକତାକୁ ପ୍ରାଥମିକତା ଦେଇ ଆମେ ଦ୍ରୁତଗତିରେ ନବସୃଜନ କରୁଛୁ। ବିଶେଷକରି ଚାଷୀଙ୍କ ଦ୍ୱାରା ଯାନ୍ତ୍ରିକୀକରଣକୁ ଦ୍ରୁତଗତିରେ ଗ୍ରହଣ କରାଯାଉଥିବା ଦେଖୁଛୁ। ଏପରିକି ଶିଳ୍ପର ଅଭିବୃଦ୍ଧିକୁ ଅତିକ୍ରମ କରି ୧୪.୧% ର ବଜାର ଅଂଶ ହାସଲକରି ଫେବୃୟାରୀ ସୁଦ୍ଧା ସର୍ବକାଳୀନ ରେକର୍ଡ ୧,୩୭,୩୪୪ଟ୍ରାକ୍ଟର ବିକ୍ରି ସଂଖ୍ୟାକୁ ହାସଲ କରିଥିବାରୁ ଆମେ ଅତ୍ୟନ୍ତ ଉତ୍ସାହିତ। ବିଶେଷକରି ଚଳିତ ଆର୍ଥିକ ବର୍ଷର ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିବା ସହ ଏଭଳି ଉଲ୍ଲେଖନୀୟ ସଫଳତା ଉଦୀୟମାନ ଚାହିଦା ଅନୁସାରେ ଉନ୍ନତ ଟ୍ରାକ୍ଟର ପ୍ରଦାନ କରିବା ଏବଂ ଚାଷୀଙ୍କ ସହିତ ମିଳିତ ଭାବେ ଆଗକୁ ବଢ଼ିବାକୁ ଉପସ୍ଥାପିତ କରୁଛି। ଭାରତରେ ଚାଷ ଏକ ଜଟିଳ ପ୍ରକ୍ରିୟା ଏବଂ ସୋନାଲିକା ଆରମ୍ଭରୁ ଏକ କୃଷକ କୈନ୍ଦ୍ରୀକ ବ୍ରାଣ୍ଡ୍‌ ଭାବେ ସେମାନଙ୍କ ସୀମିତ ସମ୍ବଳରେ ଆୟ ଓ ଉପତ୍ାଦକତା ବଢ଼ାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri