ଭୁବନେଶ୍ୱର ଆଖପାଖରେ କୋହଲା ପାଗ: ୧୭, ୧୮ରେ ବର୍ଷା, ପବନ

ଭୁବନେଶ୍ୱର, ୧୬।୩(ବ୍ୟୁରୋ):କଟକ ଓ ଭୁବନେଶ୍ୱର ସମେତ ଉପକୂଳବର୍ତ୍ତୀ ଅଞ୍ଚଳର କେତେକ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ସହ କୋହଲା ପାଗ ରହିଛି । ଓଡ଼ିଶା ଉପରେ ଏକ ଟ୍ରପ୍‌ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ହେବାର ସମ୍ଭାବନା ରହିଛି।

ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଗୁରୁବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଖୋର୍ଦ୍ଧା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ୪୦ରୁ ୫୦ କିମି ବେଗରେ ପବନ ବହିବ । ପବନ ବେଳେ କ୍ଷୟକ୍ଷତି ନେଇ ପାଣିପାଗ କେନ୍ଦ୍ର ଆଶଙ୍କା କରିଛି । ୧୭ ଓ ୧୮ ତାରିଖରେ ରାଜ୍ୟରେ ବର୍ଷାର ପ୍ରଭାବ ସର୍ବାଧିକ ରହିବ ବୋଲି ପୂର୍ବାନୁମାନ କରାଯାଇଛି।
କୋହଲା ପାଗ ଯୋଗୁ ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା ୨୮ ଡିଗ୍ରୀ ରହିଥିବା ବେଳେ କଟକରେ ୨୮.୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ତେବେ ଅନ୍ୟାନ୍ୟ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୩୨ ଡିଗ୍ରୀ ଉପରେ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri