ଏଇ ଭାରତରେ

ବର୍ଜ୍ୟରୁ ବହୁ ସମୟରେ ଏମିତି ଜିନିଷ ତିଆରି ହେଉଛି ଯାହା ସମ୍ପର୍କରେ ଆପଣ କେବେ ବି ଚିନ୍ତା କରିପାରି ନ ଥିବେ। ଏଇ ଯେମିତି ମୁମ୍ବାଇର ଏଣ୍ଟ୍ରିପ୍ରିନ୍ୟୁଓର ଅନିଶ ମାଲପାନି ଚିଫ୍‌ ଫ୍ୟାଟେକୁ ରିସାଇକେଲ କରି ସେଥିରୁ ସନ୍‌ଗ୍ଲାସ ତିଆରି କରୁଛନ୍ତି। ଏଭଳି ସନ୍‌ଗ୍ଲାସ ତିଆରି କରିବାରେ ସେ ହେଉଛନ୍ତି ବିଶ୍ୱର ସର୍ବପ୍ରଥମ ବ୍ୟକ୍ତି। ଏହିି ସନ୍‌ଗ୍ଲାସ ତିଆରି ହେଉଛି ଅନିଶ ‘ଅକ୍ଷୟ’ ସୋସିଆଲ ଏଣ୍ଟରପ୍ରାଇଜ୍‌ ଦ୍ୱାରା। ସବୁଠୁ ବଡ଼ କଥା ହେଉଛି ଏଥିରୁ ଯାହା ରୋଜଗାର କରିବେ ତାହାର ୧୦ ପ୍ରତିଶତ ବର୍ଜ୍ୟ ଗୋଟାଳିଙ୍କ ପିଲାଙ୍କ ପଢ଼ା ପାର୍ଁଇ ଖର୍ଚ୍ଚ କରିବାକୁ ଯୋଜନା ରଖିଛନ୍ତି। ପ୍ରଥମତଃ ବର୍ଜ୍ୟର ଉପଯୋଗ କରିବା ସହ ଗରିବ ପିଲାଙ୍କୁ ତାଙ୍କ ରୋଜଗାରରେ ମାଗଣା ଶିକ୍ଷା ଦେବା ଲାଗି ଲକ୍ଷ୍ୟ ରଖିଥିବା ଅନିଶ ତାଙ୍କ ପାଇଲଟ ପ୍ରୋଜେକ୍ଟ ସମ୍ପର୍କରେ ଟୁଇଟରରେ ଘୋଷଣା କରିବାର ମାତ୍ର ୪ ଦିନ ମଧ୍ୟରେ ସେ ୫୦୦ ଅର୍ଡର ପାଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏବର ଚାଷବାସ

କୃଷି ବିନା ସମ୍ଭବ ନୁହେଁ ଖୁସି। ଖୁସି ସେହିଠାରୁ ଆସେ ଯେଉଁଠି ଥାଏ ଅନ୍ନ। ଅନ୍ନଗ୍ରହଣ ନାଶକରେ ଭୋକ। ଭୋକରୁ ଉତ୍ତୀର୍ଣ୍ଣ ହେବାକୁ ହେଲେ ମାଟି...

ସଙ୍କଟରେ ଗ୍ରାମୀଣ ଶ୍ରମିକଙ୍କ ରୋଜଗାର

ବହୁଚର୍ଚ୍ଚିତ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମାଞ୍ଚଳ ରୋଜଗାର ଗ୍ୟାରେଣ୍ଟି ଆଇନ ବା ଏମ୍‌ଜିଏନ୍‌ଆର୍‌ଇଜିଏ କୁ ସମାପ୍ତ କରି ତା’ ସ୍ଥାନରେ ‘ବିକଶିତ ଭାରତ ରୋଜଗାର ଓ...

ଭେଜାଲ ପାଇଁ ମୃତ୍ୟୁଦଣ୍ଡ

ବିଶ୍ୱରେ ସମ୍ଭବତଃ ଭାରତ ଏକମାତ୍ର ଦେଶ ଯେଉଁଠାରେ ଜୀବନରକ୍ଷାକାରୀ ଔଷଧ ଓ ଖାଦ୍ୟରେ ଅପମିଶ୍ରଣ ବା ଭେଜାଲ ବଢ଼ିଚାଲିଛି। ଏଭଳି ଖବର ଅନ୍ୟ ଦେଶରୁ ଆସୁଥିବା...

ଏଇ ଭାରତରେ

ମହାରାଷ୍ଟ୍ରର ୨୦୪ଟି ମରୁଡ଼ିପ୍ରବଣ ଗାଁରେ ଜଳ ସଙ୍କଟ ଦୂର କରିବାକୁ ପ୍ରୟାସ ଜାରି ରଖିଛନ୍ତି ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ।...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ବାଂଲାଦେଶ ପରେ ବର୍ମା

ପ୍ରାୟ ଦେଢ଼ ବର୍ଷ ପରେ ପୁଣି ବାଂଲାଦେଶ ଅଶାନ୍ତ ହୋଇପଡ଼ିଛି। ଏବର ଅସ୍ବାଭାବିକ ସ୍ଥିତି ସେଠାକାର ଉଗ୍ର ଯୁବ ନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ଅଚିହ୍ନା...

ଏଇ ଭାରତରେ

ସୁନ୍ଦରବନର ହେନ୍ତାଳବନରେ ମହୁ ସଂଗ୍ରହ କରିବାକୁ ଯାଇ ଅନେକ ପୁରୁଷ ବାଘ ଆକ୍ରମଣ ଯୋଗୁ ମୃତ୍ୟୁମୁଖରେ ପଡ଼ନ୍ତି। ଏହିସବୁ ମୃତ ପୁରୁଷଙ୍କ ବିଧବା ସ୍ତ୍ରୀଙ୍କୁ କୁହାଯାଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri