ନିଜ ଜାଲରେ ଫସିଛି ପାକିସ୍ତାନ

ଇସଲାମାବାଦ,୧୬ା୩: ପାକିସ୍ତାନ ଗୁପ୍ତଚର ଏଜେନ୍ସି ଆଇଏସ୍‌ଆଇ ଭାରତରେ ହଇଚଇ ସୃଷ୍ଟି କରିବା ପାଇଁ ଯୋଜନା ପ୍ରସ୍ତୁତ କରୁଥିଲା କିନ୍ତୁ ବର୍ତ୍ତମାନ ଆତଙ୍କବାଦୀମାନେ ପାକିସ୍ତାନରେ ହଇଚଇ ସୃଷ୍ଟି କରିବାକୁ ଯୋଜନା ପ୍ରସ୍ତୁତ କରିଛନ୍ତି। ରିପୋର୍ଟରୁ ଜଣାପଡ଼ିଛି ଯେ, ଆତଙ୍କବାଦୀମାନେ ପାକିସ୍ତାନରେ ଆକ୍ରମଣ କରିବା ପାଇଁ ପୋଲିସ ୟୁନିଫର୍ମରେ ଆସିପାରିବେ। ଯାହାକୁ ନେଇ ଆତଙ୍କବାଦୀ ସଂଗଠନ ତେହେରିକ-ଇ-ତାଲିବାନ ପାକିସ୍ତାନ ଭୟଭୀତ ହୋଇପଡ଼ିଛି। ପାକିସ୍ତାନର କାଉଣ୍ଟର ଆତଙ୍କବାଦ ବିଭାଗ ଟିଟିପି ଆକ୍ରମଣ ସମ୍ପର୍କରେ ସତର୍କ ସୂଚନା ଜାରି କରିଛି।

ପାକିସ୍ତାନ କାଉଣ୍ଟର ଆତଙ୍କବାଦୀ ବିଭାଗ ଦ୍ୱାରା ଜାରି କରାଯାଇଥିବା ଏହି ଆଲର୍ଟରେ କୁହାଯାଇଛି, ତେହେରିକ-ଇ-ତାଲିବାନ ପାକିସ୍ତାନ ପେଶାଓ୍ବାର ପୋଲିସ ଲାଇନ ଆକ୍ରମଣ ପରି ଆକ୍ରମଣ କରିପାରିବ। ଏହାସହ ସତର୍କ ସୂଚନାରେ କୁହାଯାଇଛି, ଟିଟିପି ପୋଲିସ ଷ୍ଟେଶନ ଏବଂ ଯେଉଁଠାରେ ସୁରକ୍ଷା ବାହିନୀର ବହୁ ଉପସ୍ଥିତି ଅଛି, ଆତଙ୍କବାଦୀମାନେ ପୋଲିସ ଲାଇନ ଏବଂ ଟ୍ରାଫିକ ହେଡ କ୍ୱାର୍ଟର ଉପରେ ମଧ୍ୟ ଆକ୍ରମଣ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ବାର୍‌ରେ ବନ୍ଧୁକଧାରୀଙ୍କ ଗୁଳିମାଡ଼

ଜୋହାନ୍ସବର୍ଗ,୨୧ା୧୨: ଦକ୍ଷିଣ ଆଫ୍ରିକାର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ଜୋହାନ୍ସବର୍ଗଠାରୁ ପଶ୍ଚିମରେ...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri