ଫେସବୁକକୁ ଫେରିଲେ ଟ୍ରମ୍ଫ

ୱାଶିଂଟନ,୧୮ ।୩: ପ୍ରତିବନ୍ଧ ହଟାଯିବା ପରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫ ପୁଣିଥରେ ଫେସବୁକକୁ ଫେରିଛନ୍ତି । ଟ୍ରମ୍ଫ ଶୁକ୍ରବାର ପ୍ରଥମ ପୋଷ୍ଟ କରିଛନ୍ତି । ସେଥିରେ ସେ ଲେଖିଛନ୍ତି, ‘ଆଇ ଆମ ବ୍ୟାକ’ । ସୂଚନାଯୋଗ୍ୟ, ୬ ଜାନୁୟାରୀ ୨୦୨୧ରେ ହୋଇଥିବା କ୍ୟାପିଟଲ ହିଲ ଦଙ୍ଗାକୁ ଉସକାଇବା ଭଳି ପୋଷ୍ଟକୁ ନେଇ ମେଟା ଡୋନାଲ୍ଡ ଟ୍ରମ୍ଫଙ୍କ ଫେସବୁକ ଆକାଉଣ୍ଟକୁ ନିଲମ୍ବିତ କରିଥିଲା ।

ଚଳିତ ବର୍ଷ ଜାନୁୟାରୀରେ ମେଟା ଟ୍ରମ୍ଫଙ୍କ ଆକାଉଣ୍ଟକୁ ପୁଣିଥରେ ଚଲାଇବାକୁ ଘୋଷଣା କରିଥିଲା । ମେଟା କହିଥିଲା ଆଗାମୀ କିଛି ସପ୍ତାହରେ ଟ୍ରମ୍ଫଙ୍କ ଫେସବୁକ ଓ ଇନଷ୍ଟାଗ୍ରାମ ଆକାଉଣ୍ଟକୁ ପୁଣି ଆରମ୍ଭ କରାଯିବ ।

ସୂଚନାଯୋଗ୍ୟ, ଆମେରିକା ସଂସଦରେ ୬ ଜାନୁୟାରୀ, ୨୦୨୧ରେ ହୋଇଥିବା ଆକ୍ରମଣ ପରେ ଫେସବୁକ ଡୋନାଲ୍ଡ ଟ୍ରମ୍ଫଙ୍କୁ ବ୍ୟାନ କରିଦେଇଥିଲା । କାରଣ ଟ୍ରମ୍ଫ ତାଙ୍କ ପୋଷ୍ଟରେ ଦାବି କରିଥିଲେ କି ୨୦୨୦ ରାଷ୍ଟ୍ରପତି ନିର୍ବାଚନ ସମୟରେ ବଡ ସଂଖ୍ୟାରେ ମତଦାନରେ ଘୋଟାଲା ହୋଇଛି । ଏହାପରେ ଫେସବୁକ ହିଂସାକୁ ଉସକାଇବା ଅଭିଯୋଗରେ ଡୋନାଲ୍ଡ ଟ୍ରମ୍ଫଙ୍କ ଆକାଉଣ୍ଟକୁ ନିଲମ୍ବିତ କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri