Odisha Elections 2024

ଭିଜିବ ଓଡ଼ିଶା

ଭୁବନେଶ୍ୱର,୧୮।୩(ବ୍ୟୁରୋ): ପଶ୍ଚିମା ଝଡ଼ ପ୍ରଭାବରେ ଶନିବାର ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ୯ଟି ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଏସବୁ ଜିଲାଗୁଡ଼ିକ ହେଲା କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ଜଗତ୍‌ସିଂହପୁର, ନୟାଗଡ଼ ଓ ପୁରୀ।
ଅନ୍ୟପକ୍ଷେ କଟକ, ଢେଙ୍କାନାଳ ଯାଜପୁରରେ ପ୍ରବଳ ବର୍ଷାସମ୍ଭାବନା ରହିଛି। ଏସବୁ ଜିଲା ପାଇଁ ଅରେଞ୍ଜ ୱାର୍ନିଂ ଜାରି ହୋଇଛି। ଏସବୁ ଜିଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ଯାଏ ପବନ ବହିବା ସହିତ ଘଡ଼ଘଡ଼ି ସାଙ୍ଗକୁ କୁଆପଥର ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ କାହା ପାଇଁ ଦୁଃଖ ତ କାହାର ସୁଖ

ପଟ୍ଟାମୁଣ୍ଡାଇ,୨୬ା୫ (କଳ୍ପତରୁ ନାୟକ): ସାଧାରଣ ନିର୍ବାଚନ ଚାଲିଥିବା ବେଳେ କେନ୍ଦ୍ରାପଡ଼ା ଲୋକ ସଭା କ୍ଷେତ୍ରରେ ଜୁନ ୧ରେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ଏଥିନେଇ ରାଜନଗର...

ଯାଜପୁର ଜିଲା: ଫୋକସ୍‌ରେ ମହିଳା ପ୍ରାର୍ଥୀ

ଯାଜପୁର,୨୬ା୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଲୋକ ସଭା ନିର୍ବାଚନମଣ୍ଡଳୀ ଏବଂ ଏହା ଅଧୀନ ୭ ବିଧାନସଭା ଆସନରେ ଆସନ୍ତା ୧ ତାରିଖରେ ଭୋଟଗ୍ରହଣ ହେବ। ପ୍ରାର୍ଥୀ ଓ...

ଭିଷଣ ବାତ୍ୟାରେ ପରିଣତ ହେଲା ରେମାଲ, ୧୧୦-୧୨୦ ବେଗରେ ଛୁଇଁବ ଉପକୂଳ

ଭୁବନେଶ୍ୱର,୨୫ା୫: ବଙ୍ଗୋପସାଗରର ଉତ୍ତର ଉପକୂଳରେ ଥିବା ବାତ୍ୟା ରେମାଲ ଭିଷଣ ବାତ୍ୟାରେ ପରିଣତ ହୋଇଛି। ଏହା ସାଗର ଦ୍ୱୀପପୁଞ୍ଜରୁ ପ୍ରାୟ ୨୭୦ କିଲୋମିଟର ଦୁରରେ ରହିଛି।...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି, ଘରକୁ ଫେରିବା ପାଇଁ କରାଯାଉଛି ଟିକେଟ ବ୍ୟବସ୍ଥା

କେନ୍ଦ୍ରାପଡ଼ା,୨୬ା୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ସାଧାରଣ ନିର୍ବାଚନ ପାଇଁ ଜୁନ ୧ରେ ମତଦାନ ହେବ। ଏଥିପାଇଁ ରାଜନୀତି ସରଗରମ ହୋଇଥିବା ବେଳେ ପ୍ରାର୍ଥୀଙ୍କର ଭୋଟରଙ୍କୁ...

ବାତ୍ୟା ‘ରେମାଲ’ ଭୟ, କୂଳରେ ହାଇଆଲର୍ଟ

ଭୋଗରାଇ, ୨୬।୫(ପ୍ରଦୀପ ଦାସ):ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ‘ରେମାଲ’ ଅଧିକ ଘନୀଭୂତ ଓ ଶକ୍ତିଶାଳୀ ହୋଇ କୂଳ ଆଡକୁ ଘଣ୍ଟାକୁ ୧୭କି.ମି. ବେଗରେ ଉତ୍ତର...

୨୯ରେ ବାରିପଦା, ବାଲେଶ୍ୱର ଆସିବେ ମୋଦି

ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ ବାଲେଶ୍ୱର ଅଫିସ,(ମାନସ ବିଶ୍ୱାଳ), ୨୬ା୫: ରାଜ୍ୟର ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୟୂରଭଞ୍ଜ ଜିଲା ବାରିପଦା...

ବଳ ଗୋଟାଉଛି ବାତ୍ୟା ‘ରେମାଲ’: ଓଡ଼ିଶାର ଏହି ଜିଲାରେ ପଡ଼ିବ ପ୍ରଭାବ, ପବନ ବୋହିବ

ଭୁବନେଶ୍ୱର, ୨୬।୫(ଅସମାପିକା ସାହୁ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଶନିବାର ସକାଳ ୫ଟା ୩୦ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହୋଇଥିଲା। କ୍ରମେ...

୩ୟ ପର୍ଯ୍ୟାୟର ୬ ଲୋକ ସଭା ଆସନରେ ଜିତୁଛୁ: ଭାଜପା

ଭୁବନେଶ୍ୱର, ୨୬।୫: ରାଜ୍ୟରେ ବର୍ତମାନ ୩ୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ଓଡ଼ିଶାର ସାଧାରଣ ନାଗରିକ ସରକାର ପରିବର୍ତନ କରିବା ପାଇଁ ନିଷ୍ପତି ନେଇଥିବା ଜନମତରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri