କଙ୍ଗୋରେ ୨୨ ଲୋକଙ୍କୁ ହତ୍ୟା କଲେ ଚରମପନ୍ଥୀ, ବଢିପାରେ ନରସଂହାରର ସଂଖ୍ୟା

କଙ୍ଗୋ,୨୦ ।୩: କଙ୍ଗୋ ଲୋକତାନ୍ତ୍ରିକ ଗଣରାଜ୍ୟରୁ ପୁଣିଥରେ ନରସଂହାରର ଖବର ସାମ୍ନାକୁ ଆସିଛି । କଙ୍ଗୋର ପୂର୍ବ ଇଟୁରି ଓ ଉତ୍ତର କିଭୁ ଅଞ୍ଚଳରେ ସିରିଜ ଆକ୍ରମଣରେ ସନ୍ଦିଗ୍ଧ ଚରମପନ୍ଥୀମାନେ ଅତିକମରେ ୨୨ ଜଣଙ୍କୁ ହତ୍ୟା କରିଛନ୍ତି । ପୂର୍ବ କଙ୍ଗୋରେ ବର୍ଷ ବର୍ଷ ଧରି ହିଂସା ଜାରି ରହିଛି, ଦେଶରେ ସେନା ତଥା ଜାତିସଂଘର ଶାନ୍ତି ରକ୍ଷାକାରୀଙ୍କ ହସ୍ତକ୍ଷେପ ସତ୍ତ୍ୱେ ଏଭଳି ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଏଥି ସହିତ ଇଟ୍ଟୁରୀ ପ୍ରଦେଶର ଅନେକ ଗ୍ରାମରେ ଶନିବାର ହୋଇଥିବା ହତ୍ୟାକାଣ୍ଡରେ ଅତିକମରେ ୧୨ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ଥାନୀୟ ଅଧିକାରୀ ଓ ନାଗରିକ ସମାଜର ନେତାମାନେ କୋଡେକୋ ଗ୍ରୁପକୁ ଦାୟୀ କରିଛନ୍ତି । ଏହି ଗୋଷ୍ଠୀ ଉପରେ ଅଭିଯୋଗ କରାଯାଇଛି କି ଏହାର ମେମ୍ବରମାନେ ଘନ ଜଙ୍ଗଲ ଅଞ୍ଚଳରେ ଅସ୍ଥିରତା ସୃଷ୍ଟି କରିଛନ୍ତି ।
ଶାନ୍ତି ବଜାୟ ରଖିବାକୁ କିଛି ଅପିଲ ବି କରାଯାଇଛି । ଏହାପରେ ବି କୋଡେକୋ ମିଲିଶିୟା ଦ୍ୱାରା ଦୁର୍ବଳ ଲୋକଙ୍କୁ ନରସଂହାର କରାଯାଉଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଚର୍ମ କର୍କଟ ଟିକାର ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ

ନୂଆଦିଲ୍ଲୀ,୨୯ା୪: ଚର୍ମ କର୍କଟ ରୋଗର ପ୍ରତିକାର ପାଇଁ ବିଶ୍ୱର ପ୍ରଥମ ଟିକା ଉପରେ ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ ହୋଇଛି। ବ୍ରିଟେନ୍‌ର ଜଣେ ରୋଗୀ ଏହି ପରୀକ୍ଷାରେ...

ପ୍ରଳୟଙ୍କରୀ ବନ୍ୟାରେ ୪୨ ମୃତ

ନୈରୋବି,୨୯।୪: କେନ୍ଦ୍ରୀୟ କେନିଆର ମାଇ ମାହୁ ଅଞ୍ଚଳରେ ବ୍ୟାପକ ବନ୍ୟାରେ ମୃତ୍ୟୁ ସଂଖ୍ୟା ୨୦ ରୁ ୪୨କୁ ବୃଦ୍ଧି ପାଇଛି। ଏହାପୂର୍ବରୁ ସିଟିଜେନ ଟେଲିଭିଜନ ସୋମବାର...

ଦୁବାଇରେ ନିର୍ମାଣ ହେଉଛି ବିଶ୍ୱର ସବୁଠାରୁ ବଡ ବିମାନ ବନ୍ଦର, ରହିବ ଏସବୁ ସୁବିଧା

ଦୁବାଇ,୨୯।୪: ଦୁବାଇରେ ବିଶ୍ୱର ବୃହତ୍ତମ ବିମାନ ବନ୍ଦରର କାର୍ଯ୍ୟ ଆରମ୍ଭ ହୋଇଛି। ଏହି ଅଲ ମକତୁମ ଅନ୍ତର୍ଜାତୀୟ ବିମାନବନ୍ଦର ବର୍ତ୍ତମାନର ଦୁବାଇ ଆନ୍ତର୍ଜାତୀୟ ବିମାନବନ୍ଦର ଠାରୁ...

ପୁଣିଥରେ ଠପ ହେଲା ଏକ୍ସ, ୫ ଦିନରେ ଦୁଇଥର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯।୪: ପୂର୍ବରୁ ଟୁଇଟର ଭାବରେ ଜଣାଶୁଣା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୁଣିଥରେ ବନ୍ଦ ହେବାର ଖବର ଆସିଛି। ବ୍ୟବହାରକାରୀମାନେ ଲଗାତାର ସୋସିଆଲ ମିଡିଆରେ ଅଭିଯୋଗ...

ଗାଜା ଯୁଦ୍ଧରେ ଲାଗିବ ବ୍ରେକ୍‌!

ଜେରୁଜେଲମ୍‌,୨୯ା୪: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପୁଣିଥରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି ବୋଲି ହ୍ବାଇଟ୍‌ ହାଉସ୍‌ କହିଛି।...

ବଢ଼ିବ ଝିଅମାନଙ୍କ ବିବାହ ବୟସ

ଇସଲାମାବାଦ,୨୯ା୪: ଝିଅମାନଙ୍କର ସର୍ବନିମ୍ନ ବିବାହ ବୟସ ବଢ଼ିବ। ଏନେଇ ପାକିସ୍ତାନର ଶିଶୁ ସୁରକ୍ଷା କଲ୍ୟାଣ ବ୍ୟୁରୋ ପ୍ରସ୍ତାବ ଦେଇଛି। ପାକିସ୍ତାନରେ ଝିଅମାନେ ଖୁବ୍‌ କମ୍‌ ବୟସରେ...

ନାଭାଲ୍‌ନି ଗ୍ରୁପ୍‌ ପାଇଁ କାମ କରୁଥିବା ୨ ଖବରଦାତା ଗଲେ ଜେଲ

ଲଣ୍ଡନ,୨୮ା୪:ରୁଷିଆର ଦିବଂଗତ ବିରୋଧୀ ଦଳ ନେତା ଆଲେକ୍ସି ନାଭାଲ୍‌ନିଙ୍କ ଦ୍ୱାରା ପ୍ରତିଷ୍ଠିତ ଗ୍ରୁପ୍‌ ପାଇଁ କାମ କରୁଥିବା ଅଭିଯୋଗରେ ୨ ଜଣ ଖବରଦାତାଙ୍କୁ ଭ୍ଲାଡିମିର ପୁଟିନ୍‌...

ବେଲୁଚିସ୍ତାନରେ ବର୍ଷା ବିତ୍ପାତ: ୨୨ ମୃତ

କରାଚି,୨୮ା୪:ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ଯୋଗୁ ୨୨ ଜଣଙ୍କ ମୃତ୍ୟୁ ଘଟିଛି। କାଳବୈଶାଖୀଜନିତ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଜଲାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri