ଆଜି ନେପାଳରେ ଆସ୍ଥା ଭୋଟ୍‌

କାଠମାଣ୍ଡୁ,୨୦ା୩: ସୋମବାର ସଂସଦ ଅଧିବେଶନ ଆରମ୍ଭ ହେବା ପରେ ଦିନ ୧ଟାରୁ ମତଦାନ ଆରମ୍ଭ ହେବ। ୨୭୫ ସଦସ୍ୟ ବିଶିଷ୍ଟ ଲୋକ ସଭାରେ ଆସ୍ଥା ଭୋଟ୍‌ ପାଇବା ପାଇଁ ୧୩୮ ସଦସ୍ୟଙ୍କ ସମର୍ଥନ ଆବଶ୍ୟକ। ମିଳିତ ମଞ୍ଚ ସହିତ ୧୫୧ ସଦସ୍ୟଙ୍କ ସଂଖ୍ୟାକୁ ବିଚାର କରି ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡଙ୍କ ବିଜୟ ସହଜ ମନେ ହୁଏ। ଜାନୁୟାରୀ ୧୦ରେ ଅନୁଷ୍ଠିତ ଶେଷ ଆସ୍ଥା ଭୋଟ୍‌ରେ ସେ ୨୬୮ ସଦସ୍ୟଙ୍କ ସମର୍ଥନ ପାଇଥିଲେ।

ସଂସଦ ଗୃହ ବାହାରେ ପ୍ରଚଣ୍ଡ କହିଛନ୍ତି, ସେ ଆଶା କରିଛନ୍ତି ଯେ, ସେ ଆଜିର ଆସ୍ଥା ଭୋଟ୍‌ ସହଜରେ ଜିତିବେ। ଗତ ଥର ଲୋକ ସଭାର ୯୯ ପ୍ରତିଶତ ସଦସ୍ୟ ମୋତେ ସମର୍ଥନ କରିଥିଲେ ଏବଂ ମୁଁ ଆଶା କରୁଛି ଏଥର ୧୦୦ ପ୍ରତିଶତ ସମର୍ଥନ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ବ୍ୟାନ ହେଲା ଅଲ ଜଜିରା, ନେତାନ୍ୟାହୁ କହିଲେ ଉସକାଇବା ଚ୍ୟାନେଲ

ଜେରୁଜେଲମ,୫।୫: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ରବିବାର (୫ ମଇ ୨୦୨୪) ଇସ୍ରାଏଲର ଅଲ ଜଜିରା ଟେଲିଭିଜନ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଘୋଷଣା କରିଛନ୍ତି। ସେ...

ମୋଷ୍ଟ ଓ୍ବାଣ୍ଟେଡ ତାଲିକାରେ ୟୁକ୍ରେନ ରାଷ୍ଟ୍ରପତି, ଆଉ କିଛି ଦେଶର ନେତାଙ୍କର ରହିଛି ନାଁ!

ମସ୍କୋ,୫।୫: ରୁଷିଆ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ କରି ତାଙ୍କୁ ଓ୍ବାଣ୍ଟେଡ ତାଲିକାରେ ରଖିଛି। ଏ ବାବଦରେ ଆଉ କୌଣସି...

ବ୍ରାଜିଲରେ ଭୟଙ୍କର ବନ୍ୟା, ୫୬ ମୃତ

ବ୍ରାଜିଲ,୫।୫: ତାଣ୍ଡବ ରଚିଲା ପ୍ରକୃତି। ବ୍ରାଜିଲରେ ଦେଖାଯାଇଛି ଭୟଙ୍କର ବନ୍ୟା । ଦକ୍ଷିଣ ଆଫ୍ରିକାରେ ପ୍ରବଳ ବର୍ଷା କାରଣରୁ ଭୟଙ୍କର ବନ୍ୟା ସୃଷ୍ଟି ହୋଇଛି ।...

୧୭ ରୋଗୀଙ୍କୁ ମାରିଥିବା ନର୍ସଙ୍କୁ ୭୦୦ ବର୍ଷ ଜେଲ

ଓ୍ବାଶିଂଟନ,୫ା୫: ୧୭ ଜଣ ରୋଗୀଙ୍କୁ ମାରିଥିବା ଆମେରିକା ପେନ୍‌ସିଲଭାନିଆର ଜଣେ ନର୍ସଙ୍କୁ ଶନିବାର ୩୮୦ରୁ ୭୦୦ ବର୍ଷ ଜେଲଦଣ୍ଡ ହୋଇଛି। ହିଥର ପ୍ରେସ୍‌ଦି (୪୧) ନାମ୍ନୀ...

ଯୋଗକୁ ଆପଣାଇଲା ପାକିସ୍ତାନ

ଇସ୍‌ଲାମାବାଦ,୫ା୫ପ୍ରାଚୀନ ଭାରତୀୟ ଶାରୀରିକ, ମାନସିକ ତଥା ଆଧ୍ୟାତ୍ମିକ ଅଭ୍ୟାସ ‘ଯୋଗ’ ବିଶ୍ୱର ଅଧିକାଂଶ ଦେଶରେ ଆଦୃତ ହୋଇଥିବାବେଳେ ଏବେ ପଡ଼ୋଶୀ ଦେଶ ପାକିସ୍ତାନରେ ଏହା ଆନୁଷ୍ଠାନିକ...

ନର୍ସଙ୍କୁ ୭୮୦ ବର୍ଷର କାରାଦଣ୍ଡ! ୨୨ ମାମଲାରେ ଦୋଷୀ ସାବ୍ୟସ୍ତ

ଓ୍ବାଶିଂଟନ,୪।୫: ଆମେରିକା ପେନସିଲଭାନିଆର ୪୧ ବର୍ଷିୟ ନର୍ସ ହେଥର ପ୍ରେସଡିଙ୍କୁ ତିନିଟି ହତ୍ୟା ଏବଂ ୧୯ଟି ହତ୍ୟା ଉଦ୍ୟମ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ...

ରାହୁଲଙ୍କୁ ପ୍ରଶଂସା କଲେ ପାକିସ୍ତାନ ନେତା…

ନୂଆଦିଲ୍ଲୀ/ଇସଲାମାବାଦ,୪।୫: ପାକିସ୍ତାନୀ ନେତା ଚୌଧୁରୀ ଫୱାଦ ହୁସେନ ପୂର୍ବତନ କଂଗ୍ରେସ ସଭାପତି ତଥା ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଛନ୍ତି। ଫୱାଦ ହୁସେନ ଏକ୍ସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri