ସରିଲା ମାଟ୍ରିକ ପରୀକ୍ଷା

କଟକ ଅଫିସ,୨୦ା୩: ସୋମବାର ମାଟ୍ରିକ ପରୀକ୍ଷା ଶେଷ ହୋଇଛି। ଆଜି ଗଣିତ ପରୀକ୍ଷା ହୋଇଥିଲା। ସକାଳ ୮ଟାରୁ ଏହି ପରୀକ୍ଷା ଆରମ୍ଭ ହୋଇ ୧୦ଟାରେ ଶେଷ ହୋଇଥିଲା।

ସୂଚନାଯୋଗ୍ୟ, ମାର୍ଚ୍ଚ ୧୦ରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା। ଚଳିତବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ଫର୍ମ ପୂରଣ କରିଥିଲେ।  ମୋଟ ୩ ହଜାର ୨୧୮ ପରୀକ୍ଷା କେନ୍ଦ୍ର ହୋଇଥିବା ବେଳେ ୩୧୬ଟି ନୋଡାଲ ସେଣ୍ଟର ବୋର୍ଡ ପକ୍ଷରୁ କରାଯାଇଥିଲା। ମାଓବାଦୀ ପ୍ରଭାବିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଥିଲା। ପରୀକ୍ଷାରେ କପି ରୋକିବାକୁ ବୋର୍ଡ ପକ୍ଷରୁ ସବୁ ପ୍ରକାର ପଦକ୍ଷେପ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ବିଜେଡ଼ି ପ୍ରତିଷ୍ଠା ଦିବସରେ ଆଗାମୀ ପଞ୍ଚାୟତ-ସାଧାରଣ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୨୬।୧୨,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜୁ ଜନତା ଦଳ (ବିଜେଡି)ର ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୯ତମ ପ୍ରତିଷ୍ଠା ଦିବସ ସାହାରପଡ଼ା ବ୍ଲକ ମୁଖ୍ୟାଳୟ...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri