Posted inଜାତୀୟ

ବ୍ରିଟେନକୁ ଚେତାବନୀ ଦେଲା ଭାରତ: ଭାରତୀୟ କୂଟନୀତିଜ୍ଞଙ୍କ ସୁରକ୍ଷା କ୍ଷେତ୍ରରେ ଭେଦଭାବ ନୁହେଁ ଗ୍ରହଣୀୟ

ନୂଆଦିଲ୍ଲୀ,୨୦।୩: ବ୍ରିଟେନର ଲଣ୍ଡନରେ ଥିବା ଭାରତୀୟ ଉଚ୍ଚ ଆୟୋଗରେ ଖଲିସ୍ତାନ ସମର୍ଥକଙ୍କ ଦ୍ୱାରା ଭାରତୀୟ ତ୍ରିରଙ୍ଗାର ଅପମାନ ଏବଂ ବିଶୃଙ୍ଖଳାକୁ ନେଇ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଅସନ୍ତୋଷ ବ୍ୟକ୍ତ କରିଛି। ଭାରତ ଜଣେ ବରିଷ୍ଠ ବ୍ରିଟିଶ କୂଟନୀତିଜ୍ଞଙ୍କୁ ଡକାଇ ଏହି ଘଟଣାରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ବିବୃତ୍ତିରେ ବ୍ରିଟେନକୁ ହାଇ କମିଶନ ବାହାରେ ସୁରକ୍ଷା ଯୋଗାଇ ଦିଆ ନ ଯିବାର କାରଣ ସମ୍ପର୍କରେ ଜବାବ ଦେବାକୁ କୁହାଯାଇଛି। ମନ୍ତ୍ରଣାଳୟ କହିଛି ଯେ, ବ୍ରିଟେନରେ ଭାରତୀୟ କୂଟନୀତିଜ୍ଞଙ୍କ ସୁରକ୍ଷା ମଧ୍ୟରେ ଭେଦଭାବ ରହିଛି, ଯାହା ସମ୍ପୂର୍ଣ୍ଣ ଗ୍ରହଣୀୟ ନୁହେଁ।
ସୂଚନାଯୋଗ୍ୟ, ରବିବାର ବିଳମ୍ବିତ ରାତିରେ ଖଲିସ୍ତାନ ସମର୍ଥକମାନେ ଲଣ୍ଡନ ସ୍ଥିତ ଭାରତୀୟ ହାଇ କମିଶନଙ୍କୁ ଟାର୍ଗେଟ କରିଥିଲେ। ଏହି ସମୟରେ ତ୍ରିରଙ୍ଗାକୁ ଅପମାନିତ କରାଯାଇଥିଲା ଏବଂ କ୍ୟାମ୍ପସ ପରିସରରେ ମଧ୍ୟ ଭଙ୍ଗାରୁଜା କରାଯାଇଥିଲା। ଘଟଣା ସମୟରେ ଭାରତୀୟ ହାଇ କମିଶନ ବାହାରେ ଥିବା ସୁରକ୍ଷା ବ୍ୟବସ୍ଥା ନ ଥିଲା, ଏହି କାରଣରୁ ଆକ୍ରମଣକାରୀମାନେ ସହଜରେ ଏହି ଘଟଣାକୁ କାର୍ଯ୍ୟକାରୀ କରିପାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri