ତେହରାନ,୨୪ା୩: ଇରାନରେ ଶୁକ୍ରବାର ଭୂକମ୍ପ ଅନୁଭୂତ ହୋଇଛି। ଉତ୍ତର-ପଶ୍ଚିମ ଇରାନ ଅଞ୍ଚଳରେ ଘଟିଥିବା ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୪ ରହିଛି। ଏନେଇ ଇଏମ୍ଏସ୍ସି ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା କ୍ଷୟକ୍ଷତିର ପରିମାଣ ଜଣାପଡ଼ିନାହିଁ।
ତେହରାନ,୨୪ା୩: ଇରାନରେ ଶୁକ୍ରବାର ଭୂକମ୍ପ ଅନୁଭୂତ ହୋଇଛି। ଉତ୍ତର-ପଶ୍ଚିମ ଇରାନ ଅଞ୍ଚଳରେ ଘଟିଥିବା ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୪ ରହିଛି। ଏନେଇ ଇଏମ୍ଏସ୍ସି ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା କ୍ଷୟକ୍ଷତିର ପରିମାଣ ଜଣାପଡ଼ିନାହିଁ।
ନୂଆଦିଲ୍ଲୀ, ୨୭।୧୨: ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...
ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍ ଟ୍ରେନ୍ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....
ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...
ବ୍ୟାଙ୍କକ୍,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...
ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍ପି...
ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍ ଗେଟ୍ ନିକଟରେ...
ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...
ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...
