Posted inଜାତୀୟ

ସର୍ବୋଚ୍ଚ ବଳିଦାନ ପାଇଁ ପ୍ରବର୍ତ୍ତାଉଥିଲେ ଅମ୍ରିତ୍‌ପାଲ

ଚଣ୍ଡିଗଡ଼, ୨୪ା୩: ଖଲିସ୍ତାନୀ ନେତା ଅମ୍ରିତପାଲ୍‌ ସିଂ ପଞ୍ଜାବ ପୋଲିସ ହାବୁଡ଼ରୁ ଖସି ପଳାଇଯିବା ପୂର୍ବରୁ ୧୦ ଦିନରେ ୫ଟି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମଗୁଡ଼ିକରେ ଉଦ୍‌ବୋଧନ ଦେଇ ସେ ଶିଖ୍‌ମାନଙ୍କୁ କଠୋରପନ୍ଥୀ ହେବା ଲାଗି ପରାମର୍ଶ ଦେଇଥିଲେ। ୮୦୦ରୁ ୧,୦୦୦ ଶିଖ୍‌ଙ୍କୁ ସର୍ବୋଚ୍ଚ ବଳିଦାନ ଲାଗି ପ୍ରସ୍ତୁତ ରହିବାକୁ ସେ ପ୍ରବର୍ତ୍ତାଇଥିଲେ ବୋଲି ଜଣାପଡ଼ିଛି। ସମାଜରେ ଅସ୍ଥିରତା ସୃଷ୍ଟି ଲାଗି ‘ଓ୍ବାରିସ୍‌ ପଞ୍ଜାବ ଡେ’ର ନେତା ଉଦ୍ୟମ ଚଳାଇଥିଲେ। ଶିଖମାନଙ୍କୁ ନିରସ୍ତ୍ର କରିବା ଲାଗି ସରକାର ସେମାନଙ୍କ ଅସ୍ତ୍ର ଲାଇସେନ୍ସକୁ ରଦ୍ଦ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅ କରଣଙ୍କ ନାମାଙ୍କନ ସମୟରେ ନଜର ଆସିଲେ ନାହିଁ ବ୍ରିଜ ଭୁଷଣ

ନୂଆଦିଲ୍ଲୀ,୩।୫: ନିକଟରେ ଭାଜପା କରଣ ଭୂଷଣ ସିଂଙ୍କୁ କେସିଆରଗଞ୍ଜ ଆସନରୁ ପ୍ରାର୍ଥୀ କରିଥିଲା। ଏବେ କରଣ ଭୂଷଣ ସିଂ ଶୁକ୍ରବାର ତାଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି।...

ରାହୁଲ ଗାନ୍ଧୀଙ୍କୁ ଆମେ ହରାଇ ପାରିବୁ ନାହିଁ ସେ ନିଶ୍ଚିତ ଜିତିବେ, କାହିଁକି ଏମିତି କହିଲେ ହିମନ୍ତ ବିଶ୍ୱ ଶର୍ମା

ନୂଆଦିଲ୍ଲୀ,୩।୫: ବର୍ତ୍ତମାନ ପାକିସ୍ତାନ ୨୦୨୪ ଲୋକ ସଭା ନିର୍ବାଚନରେ ପ୍ରବେଶ କରିଛି। ପୂର୍ବତନ ମନ୍ତ୍ରୀ ଚୌଧୁରୀ ଫୱାଦ ହୁସେନ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା...

ଦେବଗୌଡାଙ୍କ ପୁଅଙ୍କ ଉପରେ ଆସିଲା ଆଉ ଏକ ସଙ୍ଗୀନ ଅଭିଯୋଗ

ନୂଆଦିଲ୍ଲୀ,୩।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଜେଡିଏସ ନେତା ଏଚଡି ଦେବଗୌଡାଙ୍କ ନାତି ଉଜ୍ଜ୍ୱଳ ରେଭାନ୍ନାଙ୍କ ବରୋଧରେ ବଳାତ୍କାର ଅଭିଯୋଗ ପରେ...

ନାମାଙ୍କନପତ୍ର ଦାଖଲ କଲେ ରାହୁଲ

ଲକ୍ଷ୍ନୌ,୩ା୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ରାଏବରେଲି ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ମା’ ସୋନିଆ ଗାନ୍ଧୀ, ଭଉଣୀ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭବିଷ୍ୟବାଣୀ: ଏତିକି କେତେ ଆସନରେ ଜିତିବ କଂଗ୍ରେସ

କୋଲକାତା,୩।୫: ପଶ୍ଚିମବଙ୍ଗର ବଦ୍ଧମାନ-ଦୁର୍ଗାପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଯଦି ମୋଦି...

କହୁଥିଲେ ଡର ନାହିଁ କି ପଳାୟନ କର ନାହିଁ, ଏବେ ଡରିଯାଇ ଓ୍ବାୟନାଡରୁ ରାଏବରେଲି ଯାଉଛନ୍ତି

ନୂଆଦିଲ୍ଲୀ,୩।୫: ହିମାଚଳ ପ୍ରଦେଶର ଧର୍ମଶାଳାରେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ରାଏବରେଲି ଲୋକ ସଭା ଆସନରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପ୍ରାର୍ଥୀତ୍ୱକୁ ନେଇ ଟାର୍ଗେଟ...

ହେମନ୍ତ ସୋରେନଙ୍କୁ ହାଇକୋର୍ଟରୁ ଲାଗିଲା ବଡ ଝଟ୍‌କା

ରାଞ୍ଚି,୩।୫: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟରୁ ଏକ ବଡ଼ ଝଟ୍‌କା ଲାଗିଛି। ହେମନ୍ତ ସୋରେନଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ଏହି ଆବେଦନକୁ...

ରାହୁଲ ରାଏବରେଲିରୁ ପ୍ରାର୍ଥୀ ହେବା ପରେ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ସୋନିଆ ଗାନ୍ଧୀଙ୍କ ନାଁ ନ ନେଇ ବର୍ଷିଛନ୍ତି। ରାଏବରେଲିରୁ ରାହୁଲ ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri