ରଜାକ୍‌ଙ୍କୁ ‘ବିଜ୍‌ନେସ୍‌ ଲିଡର ଅଫ୍‌ ଏସିଆ ଆଓ୍ବାର୍ଡ’

ନୂଆଦିଲ୍ଲୀ,୨୫ା୩: ଦେଶର ପ୍ରମୁଖ ଫୁଟ୍‌ଓ୍ବେର ବ୍ରାଣ୍ଡ୍‌ ତଥା ଭିକେସି ଗ୍ରୁପ୍‌ର ପରିଚାଳନା ନିର୍ଦ୍ଦେଶକ ଭିକେସି ରଜାକ୍‌ଙ୍କୁ ନିକଟରେ ସମ୍ମାନଜନକ ‘ବିଜ୍‌ନେସ୍‌ ଲିଡର ଅଫ୍‌ ଏସିଆ ଆଓ୍ବାର୍ଡ’ପ୍ରଦାନ କରାଯାଇଛି। ବିଶେଷକରି ଏକ ଅଗ୍ରଣୀ ଆର୍ଥିକ ଦୈନିକ ଦ୍ୱାରା ଗଠିତ ଏସିଆ ପୁରସ୍କାରର ଅଧିକାଂଶ ପ୍ରତିଜ୍ଞାକାରୀ ବ୍ୟବସାୟ ନେତା ଏହି ପୁରସ୍କାର ରଜାକ୍‌ଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଏବଂ ତାଙ୍କର ଉଲ୍ଲେଖନୀୟ ସଫଳତାକୁ ବିଚାରକୁ ନେଇ ଉକ୍ତ ସମ୍ମାନ ଦିଆଯାଇଥିବା ଜଣାପଡ଼ିଛି। ମୁମ୍ବାଇଠାରେ ଆୟୋଜିତ ବାର୍ଷିକ ଏସିଆନ ବିଜ୍‌ନେସ ଲିଡର୍ସ କନ୍‌କ୍ଲେଭ-୨୦୨୩ ଅବସରରେ ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ଦ୍ଦେଶକ ତଥା ନିର୍ମାତା ଆନନ୍ଦ ଏଲ୍‌ ରାୟଙ୍କଠାରୁ ଭିକେସି ରଜାକ୍‌ ଉପରୋକ୍ତ ସମ୍ମାନ ଗ୍ରହଣ କରିଥିଲେ। ଏ ସମ୍ପର୍କରେ ଭିକେସି ଗ୍ରୁପ୍‌ର ପରିଚାଳନା ନିର୍ଦ୍ଦେଶକ ଭିକେସି ରଜାକ୍‌ କହିଛନ୍ତି, ଏଭଳି ଏକ ସମ୍ମାନଜନକ ପୁରସ୍କାର ପାଇବାକୁ ମୁଁ ଯୋଗ୍ୟ ହୋଇଥିବାରୁ ଧନ୍ୟବାଦ ଜଣାଉଛି। ଏପରିକି ଭିକେସି ଗ୍ରୁପ୍‌ରେ କାର୍ଯ୍ୟରତ ଟିମ୍‌କୁ ଏହା ଉତ୍ସର୍ଗୀକୃତ। ବିଶେଷକରି ଯେଉଁମାନେ ସର୍ବଦା ଆମକୁ ପ୍ରୋତ୍ସାହିତ କରନ୍ତି। ସେହିଭଳି ଆମେ ଆମର ଗ୍ରାହକମାନଙ୍କୁ ଗୁଣାତ୍ମକ ଉତ୍ପାଦ ଏବଂ ସେବା ଯୋଗାଇବା ପାଇଁ ସର୍ବଦା ପ୍ରୟାସ କରିଆସିଛୁ। ଉଲ୍ଲେଖଯୋଗ୍ୟ, ୧୯୮୪ରେ ଭିକେସି ଗ୍ରୁପ୍‌ର ଆନୁଷ୍ଠାନିକ ଶୁଭାରମ୍ଭ କରାଯାଇଥିଲା। ଏପରିକି ଏକ କ୍ଷୁଦ୍ର ଉଦ୍ୟୋଗରୁ ଏହା ବୃଦ୍ଧି ପାଇଛି। ପିୟୁ ଫୁଟେ୍‌ୱର୍‌, ଇଭିଏ ଫୁଟେ୍‌ୱର୍‌, ପିଭିସି ଫୁଟେ୍‌ୱର୍‌, ହାୱାଇ ଚପଲ ଏବଂ ଆହୁରି ଅଧିକ ବ୍ରାଣ୍ଡ୍‌ ବଜାରକୁ ଛାଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri