ଗାନ୍ଧୀ ବାଦୀ ବିଚାରଧାରା ପ୍ରତି ହୋଇଛି ବିଶ୍ୱାସଘାତ: ଆମେରିକା ସାଂସଦ…

ଓ୍ବାଶିଂଟନ,୨୫।୩ : କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କଚ ଦଣ୍ଡାଦେଶ ଏବଂ ପରେ ଲୋକସଭା ସଦସ୍ୟତା ହରାଇବା ପ୍ରସଙ୍ଗରେ, ଭାରତରେ ସମଗ୍ର ବିରୋଧୀ ଦଳ ଏକଜୁଟ ହୋଇଛନ୍ତି। ଏପରି ସ୍ଥଳେ ଏହାକୁ ନେଇ ମିଳିତ ଜାତିସଂଘରୁ ଆମେରିକୀୟ ସାଂସଦଙ୍କ ବିବୃତ୍ତି ସାମ୍ନାକୁ ଆସିଛି। ପ୍ରଭାବଶାଳୀ ଭାରତୀୟ-ଆମେରିକୀୟ ସାଂସଦ ରୋ ଖାନ୍ନା ରାହୁଲ ଗାନ୍ଧୀଙ୍କୁ ଲୋକସଭା ସଦସ୍ୟତା ରଦ୍ଦ ନେଇ କହିଛନ୍ତି ଏଭଳି ପଦକ୍ଷେପ ଗାନ୍ଧୀ ବିଚାରଧାରା ପ୍ରତି ଏକ ବିଶ୍ୱାସଘାତକତା।

ରୋ ଖାନ୍ନା ଟୁଇଟ କରି କହିଛନ୍ତି, ରାହୁଲ ଗାନ୍ଧୀଙ୍କୁ ସଂସଦର ସଦସ୍ୟତା ଅଯୋଗ୍ୟତା ଗାନ୍ଧୀ ଦର୍ଶନ ଏବଂ ଭାରତର ମୂଲ୍ୟବୋଧର ବିଶ୍ୱାସଘାତକତା ହୋଇଛି। ମୋ ଜେଜେବାପା ତାଙ୍କ ଜୀବନର ଗାନ୍ଧୀ ବିଚାରଧାରା ନେଇ ବହୁ ବର୍ଷ ଜେଲରେ ବିତାଇଥିଲେ। ଆମେରିକାର ପ୍ରତିନିଧି ସଭାରେ ରୋ ଖାନ୍ନା ସିଲିକନ ଭ୍ୟାଲିର ପ୍ରତିନିଧିତ୍ୱ କରନ୍ତି। ସେ ଭାରତ ଏବଂ ଭାରତୀୟ-ଆମେରିକୀୟଙ୍କ ଉପରେ ଆମେରିକାର କଂଗ୍ରେସ କୋକସର ଉପାଧ୍ୟକ୍ଷ ଅଛନ୍ତି। ଏହି ପ୍ରସଙ୍ଗରେ ହସ୍ତକ୍ଷେପ କରିବାକୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅନୁରୋଧ କରିଛନ୍ତି।

ଅନ୍ୟ ଏକ ଟୁଇଟ ରୋ ଖାନ୍ନା କହିଛନ୍ତି, ଭାରତୀୟ ଗଣତନ୍ତ୍ରର ସ୍ବାର୍ଥରେ ଏହି ନିଷ୍ପତ୍ତିକୁ ଓଲଟାଇବାର କ୍ଷମତା ତୁମର ଅଛି। ସେ କହିଛନ୍ତି ଯେ ଭାରତରେ ଗଣତନ୍ତ୍ର ପାଇଁ ଏହା ଏକ ଦୁଃଖଦ ଦିନ। ରାହୁଲ ଗାନ୍ଧୀଙ୍କୁ ଅଯୋଗ୍ୟ ଘୋଷଣା କରି ମୋଦି ସରକାର ସମସ୍ତ ଭାରତୀୟଙ୍କ ସ୍ବାଧୀନ ବକ୍ତବ୍ୟ ତଥା ସ୍ବାଧୀନତାର ଅଧିକାର ପାଇଁ ମୃତ୍ୟୁର ଘଣ୍ଟି ସାବ୍ୟସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ/ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri