ଏପ୍ରିଲରେ ଜାପାନ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏପ୍ରିଲ ପ୍ରଥମ ସପ୍ତାହରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସହ ଜାପାନ ଯିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଟୋକିଓରେ ପୁଞ୍ଜିନିବେଶକ ସମ୍ମିଳନୀରେ ଯୋଗ ଦେବା ସହ ଓସାକା ଯିବେ ବୋଲି ଜଣାପଡ଼ିଛି। ଜାପାନ ସହ ଓଡ଼ିଶାର ବାଣିଜି୍ୟକ ସମ୍ପର୍କ ଭଲ ରହିଥିବା ବେଳେ ଏହି ଗସ୍ତ ଅଧିକ ସଫଳ ହେବ ବୋଲି ଅର୍ଥନୈତିଜ୍ଞମାନେ ଆକଳନ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଏପ୍ରିଲ ପ୍ରଥମ ସପ୍ତାହରେ ଜାପାନ ଗସ୍ତରେ ଯାଇ ୯ ତାରିଖରେଓଡ଼ିଶା ଫେରିବାର କାର୍ଯ୍ୟକ୍ରମ ରହିଛି। ଏହି ସପ୍ତାହବ୍ୟାପୀ ଗସ୍ତକାଳରେ ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ, ଶିଳ୍ପ ସଚିବ ହେମନ୍ତ କୁମାର ଶର୍ମା, ଦିଲ୍ଲୀସ୍ଥିତ ଆବାସିକ କମିଶନର ରବିକାନ୍ତ, ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଆର ଭିନିଲକ୍ରିଷ୍ଣା, ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା ମଧ୍ୟ ଏହି ଗସ୍ତରେ ଯିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri