ଦିଲ୍ଲୀ ବିଚାରବିଭାଗ ସେବା ପରୀକ୍ଷାରେ ପ୍ରଥମ

କେନ୍ଦୁଝର,୨୭ା୩(ସ୍ବ.ପ୍ର.):ଦେଶର ରାଜଧାନୀ ନୂଆଦିଲ୍ଲୀରେ କେନ୍ଦୁଝର ଜିଲାର ଆଦିବାସୀ ଝିଅ କୃତିତ୍ୱ ଅର୍ଜନ କରିଛନ୍ତି। କେନ୍ଦୁଝର ଜିଲା ସଦର ବ୍ଲକ୍‌ର ରାଜବନ୍ଧ ଗ୍ରାମର ଝିଅ ତୁହିନା ମାର୍ଡି ଦିଲ୍ଲୀ ଜୁଡିସିଆଲ ସର୍ଭିସ (ଡିଜେଏସ) ପରୀକ୍ଷାରେ ଅନୁସୂଚିତ ଜାତି ବର୍ଗରେ ପ୍ରଥମ ସ୍ଥାନ ଗ୍ରହଣ କରି ଜିଲା ପାଇଁ ଗୌରବ ଆଣିଛନ୍ତି। ସେ ଦିଲ୍ଲୀ ଉଚ୍ଚ ନ୍ୟାୟାଳୟ ପକ୍ଷରୁ କରାଯାଇଥିବା ଡିଜେଏସ ପରୀକ୍ଷା ୨୦୨୨ ରେ ପରୀକ୍ଷା ଦେଇଥିଲେ।
ଜିଲା ନାଲକୋ ନଗରରେ ଥିବା ଦିଲ୍ଲୀ ପବ୍ଲିକ ସ୍କୁଲରୁ ୨୦୦୯ରେ ପାସ କରିଥିବା ବେଳେ ନ୍ୟାସନାଲ ଲ କଲେଜ କଟକରେ ବିବିଏ-ଏଲଏଲବିରେ ୨୦୧୪ରେ ପାସ କରିଥିଲେ। ପରେ ଇନସୋଲଭେନ୍ସି ଆଣ୍ଡ ବ୍ୟାଙ୍କରପ୍ଟସି ବୋର୍ଡ ଅଫ ଇଣ୍ଡିଆରେ ଗ୍ରୁପ ବି ମ୍ୟାନେଜର ଭାବରେ ଚାକିରି ଆରମ୍ଭ କରିଥିଲେ। ତାଙ୍କ ବାପା ସୁନାରାମ ମାର୍ଡି ଜଣେ ଅବସରପ୍ରାପ୍ତ ପବ୍ଲିକ ସେକ୍ଟର କମ୍ପାନୀର ଅଧିକାରୀ ହୋଇଥିବା ବେଳେ ସେ ଛଅ ବର୍ଷ ବୟସରେ ମା’ଙ୍କୁ ହରାଇଥିଲେ। ସୁନାରାମଙ୍କ ଦୁଇ ପୁଅ ଥିବା ବେଳେ ତୁହିନା ଏକ ମାତ୍ର ଝିଅ ଅଟନ୍ତି। କୃତକାର୍ଯ୍ୟ ଖବର ପାଇବା ପରେ ଅତ୍ୟନ୍ତ ଖୁସି ଥିବା ତୁହିନା କହିଛନ୍ତି। ଗତ ୬ ମାସ ହେଲା ପରିଶ୍ରମ କରି ପାଠ ପଡ଼ିବା ପରେ ଏହି ସଫଳତା ପାଇଲି। ପ୍ରଥମ ଥର ପରୀକ୍ଷା ଦେଇ କୃତକାର୍ଯ୍ୟ ହୋଇଛି। ଦିଲ୍ଲୀ କର୍ମସ୍ଥଳ ହେଲେ ମଧ୍ୟ ମୋର ବାପା ଓ ଓଡ଼ିଶାକୁ ଛାଡ଼ିପାରିବି ନାହିଁ। ପରିବାର ଲୋକ, ଶୁଭେଛୁମାନଙ୍କ ଆଶୀର୍ବାଦ ଯୋଗୁ ସଫଳତା ପାଇଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri