Posted inଜାତୀୟ

ଅରୁଣାଚଳଠାରେ ହେବାକୁ ଥିବା ଜି-୨୦ ବୈଠକରେ ଯୋଗଦେବନି ଚାଇନା…

ନୂଆଦିଲ୍ଲୀ,୨୭।୩ : ଚାଇନା ଅରୁଣାଚଳ ପ୍ରଦେଶର ଇଟାନଗରଠାରେ ହେବାକୁ ଥିବା ଜି-୨୦ ବୈଠକରେ ଯୋଗଦେବାକୁ ମନା କରିଦେଇଛି। ରବିବାର ଅରୁଣାଚଳ ପ୍ରଦେଶର ଇଟାନଗରରେ ଅନୁଷ୍ଠିତ ହେବାକୁ ଥିବା ଜି -୨୦ ବୈଠକରେ ଚାଇନା ଅଂଶଗ୍ରହଣ କରିବ ନାହିଁ। ସରକାରୀ ସୂତ୍ର ଅନୁଯାୟୀ, ଏହି ସଭାରେ ବହୁ ସଂଖ୍ୟାରେ ପ୍ରତିନିଧୀ ଉପସ୍ଥିତ ଥିଲେ। କାରଣ ଆମେରିକା ସମେତ ୫୦ରୁ ଅଧିକ ପ୍ରତିନିଧୀ ଜି-୨୦ ରିସର୍ଚ୍ଚ ଇନୋଭେଶନ ଇନିସିଏଟିଭ ସମାବେଶରେ ଭାଗ ନେଇଥିଲେ।

ଜି-୨୦ ପ୍ରତିନିଧୀମାନେ ମଧ୍ୟ ସ୍ଥାନୀୟ ବିଧାନସଭା ପରିଦର୍ଶନ କରିଥିଲେ। ଚାଇନେ ଅରୁଣାଚଳ ଉପରେ ଭାରତର ସାର୍ବଭୌମତ୍ୱକୁ ସ୍ବୀକୃତି ଦେଉନାହିଁ ଏବଂ ଏହା ଦକ୍ଷିଣ ତିବ୍ଦତର ଏକ ଅଂଶ ବୋଲି ଦାବି କରୁଛି।
ପୂର୍ବରୁପାକିସ୍ତାନର ଆପତ୍ତି ପରେ ଚାଇନା, ତୁର୍କୀ ଏବଂ ସୌଦି ଆରବ ମଧ୍ୟ ଜମ୍ମୁ-କଶ୍ମୀରରେ ଅନୁଷ୍ଠିତ ଜି -୨୦ ସମ୍ମିଳନୀକୁ ବିରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶଂସକଙ୍କୁ ଖୁସି ଖବର ଦେଲେ ପ୍ରିୟଙ୍କା

ବଲିଉଡ୍‌ ପରେ ଆଜିକାଲି ହଲିଉଡ୍‌ରେ ରାଜ୍‌ କରୁଛନ୍ତି ପିସି ଓରଫ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା। ହଲିଉଡ୍‌ରେ ସେ ଯେତେ ପ୍ରୋଜେକ୍ଟ କାମ କରନ୍ତୁ ନା...

Moscow Bomb Blast: ଭ୍ଲାଦିମିର ପୁଟିନଙ୍କୁ ବଡ଼ ଝଟକା! ମସ୍କୋ କାର ବୋମା ବିସ୍ଫୋରଣରେ ରୁଷିଆ ଜେନେରାଲଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଏକ ବଡ଼ ଝଟକା ଲାଗିଛି। ଭ୍ଲାଦିମିର ପୁଟିନଙ୍କ ସେନାର ଅପରେସନାଲ୍ ଟ୍ରେନିଂ ବିଭାଗର ମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ ଫାନିଲ୍...

ବିନା ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ: ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ଅବହେଳିତ

ଭବାନୀପାଟଣା, ୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସର୍ବପୁରାତନ ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ମୁଖ୍ୟାଳୟ ଭବାନୀପାଟଣା ସହରରେ ଥାଇ ମଧ୍ୟ ଅବହେଳିତ ହୋଇପଡିଛି। ୪୫ବର୍ଷ...

ଆଜି ଜାତୀୟ ଗଣିତ ଦିବସ: ଅଧିକ ଗବେଷଣା ପ୍ରତି ଆଗ୍ରହ ଆବଶ୍ୟକ

ଗଣିତର ବିକାଶ ବିନା କୌଣସି ସଭ୍ୟତାର ବିକାଶ ସମ୍ଭବ ନୁହେଁ। ଆଜକୁ ୪୦୦୦ ବର୍ଷ ପୂର୍ବେ ଭାରତର ଉତ୍ତର-ପଶ୍ଚିମାଞ୍ଚଳରେ ଗଢ଼ିଉଠିଥିବା ସିନ୍ଧୁ ସଭ୍ୟତାର ଭଗ୍ନାବଶେଷରୁ ସେମାନଙ୍କର...

ପୁଅ IPLରେ ଚୟନ ହେବା ପରେ ଖୁସି ହେଲେ ପପୁ, ଦହି-ପୋଡି କରି ଗାଁ ଲୋକଙ୍କୁ…

ନୂଆଦିଲ୍ଲୀ,୨୨।୧୨: ପୂର୍ଣ୍ଣିଆର ସ୍ୱାଧୀନ ସାଂସଦ ପପ୍ପୁ ଯାଦବ ତାଙ୍କ ପୁଅ ସାର୍ଥକ ରଞ୍ଜନଙ୍କ IPL ଦଳରେ ଚୟନ ହେବା ପରେ ଖୁସି ହୋଇ ଭୋଜି ଦେଇଥିଲେ...

ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri