ପାଟଣା,୨୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ରାଇଡିହା ବିଟ୍ ଖିଲାରୀ ପାଟନୂଆଗାଁରେ ସୋମବାର ଏକ ବଣୁଆ ଭାଲୁ ଆକ୍ରମଣରେ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତର ବ୍ୟକ୍ତିମାନେ ହେଲେ ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବଡ଼ ନୂଆଗାଁର ବୀବବଲ ମହାନ୍ତ (୫୫),ମଙ୍ଗୁଳୁ ବେହେରା(୩୦) ଓ ସାହାରପଡ଼ା ବ୍ଲକ ଟେଣ୍ଡେରା ପଞ୍ଚାୟତ ଖିଲାରୀପାଟ ନୂଆଗାଁ ଗ୍ରାମର ରାମଚନ୍ଦ୍ର ପାଇଦା(୨୫)। ଭାଲୁ ଆକ୍ରମଣରେ ବୀରବଲଙ୍କ ପେଟ, ମୁଣ୍ଡ ଓ ୨ ହାତ ରେ ଗଭୀର କ୍ଷତ ହୋଇଥିବା ବେଳେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ରାମ ଚନ୍ଦ୍ରଙ୍କ ୨ ହାତରେ ଗଭୀର କ୍ଷତ ହୋଇଛି। ମଙ୍ଗଳୁଙ୍କ ବାମ ଜଙ୍ଘରେ କ୍ଷତ ହୋଇଛି। ୩ ଜଣଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି। ଏବେ ଖିଲାରୀ ପାଟ ନୂଆଗାଁ ଗାଁ କାଜୁ ଜଙ୍ଗଲରେ ନିକଟରେ ରକ୍ତମୁଖା ଭାଲୁ ବୁଲୁଥିବାରୁ ଲୋକେ ଭୟଭୀତ ଥିବା ବେଳେ ଭାଲୁକୁ ଘୋଉଡ଼ାଇବା ଦାବିରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି।
Posted inHome, Home Left, ଆମ ଜିଲା ଖବର, କେନ୍ଦୁଝର View All
ପୁଣି ଟ୍ରେନ୍ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…
ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...
ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ
ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...
ଆର୍ସିବିକୁ ବଡ଼ ଝଟ୍କା, ଏହି କାରଣରୁ ଖେଳିବେ ନାହିଁ…
ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍କୁ...
ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...
କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…
ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...
ଟିମ୍ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି
ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍ନେସ୍ ଏବଂ ବୟସକୁ ନେଇ ଚାଲିଥିବା...
ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…
ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...
Archives


