Posted inଜାତୀୟ

କର୍ନାଟକରେ ମୁସଲମାନଙ୍କୁ ମିଳୁଥିବା ୪ ପ୍ରତିଶତ ସଂରକ୍ଷଣ ଶେଷ

ବେଙ୍ଗାଲୁରୁ,୨୭ ।୩: କର୍ନାଟକର ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ରାଜ୍ୟରେ ମୁସଲମାନଙ୍କୁ ଦିଆଯାଉଥିବା ୪ ପ୍ରତିଶତ ସଂରକ୍ଷଣକୁ ଶେଷ କରିଛନ୍ତି । ସରକାର ଏହି ସଂରକ୍ଷଣକୁ ରଦ୍ଦ କରି ଏହାକୁ ଦୁଇ ପ୍ରମୁଖ ସମ୍ପ୍ରଦାୟ ଭିରଶୈବ-ଲିଙ୍ଗାୟତ ଓ ଭୋକାଲଗା ମଧ୍ୟରେ ବାଣ୍ଟି ଦେଇଛନ୍ତି । ଏହି ନିଷ୍ପତ୍ତି ସହିତ ଭାଜପା ସରକାର ୧୦ ପ୍ରତିଶତ ମୁସଲମାନଙ୍କୁ ଆର୍ଥିକ ଦୁର୍ବଳ ବିଭାଗ(ଇଡବ୍ଲୁଏସ) ବର୍ଗକୁ ଟ୍ରାନ୍ସଫର କରିବାକୁ ନିଷ୍ପତ୍ତି ନେଇଛନ୍ତି ।
ଏବେ ଭୋକାଲିଗା ସମ୍ପ୍ରଦାୟକୁ ମିଳୁଥିବା ସଂରକ୍ଷଣ ୪ ପ୍ରତିଶତରୁ ବଢାଇ ୬ ପ୍ରତିଶତ କରି ଦିଆଯାଇଛି । ପଞ୍ଚମସାଲିୟୋଁ ଭିରଶୈବୋଂ ଓ ଅନ୍ୟ ଲିଙ୍ଗାୟତ ଶ୍ରେଣୀଙ୍କ ପାଇଁ କୋଟା ୫ ପ୍ରତିଶତରୁ ବଢାଇ ୭ ପ୍ରତିଶତ କରି ଦିଆଯାଇଛି । ମୁସଲମାନ ସମ୍ପ୍ରଦାୟକୁ ଏବେ ଆର୍ଥିକ ଭାବେ ଦୁର୍ବଳ (ଇଡପ୍ଲୁଏସ) କୋଟା ଆଧାରରେ ସଂରକ୍ଷଣ ମିଳିବ । ଏହି କ୍ୟାଟାଗୋରୀରେ ମୁସଲମାନଙ୍କୁ ବ୍ରାହ୍ମଣ, ବୈଶ୍ୟ, ମୁଦାଲିୟର, ଜୈନ ଓ ଅନ୍ୟ ସମ୍ପ୍ରଦାୟ ସହ ୧୦ ପ୍ରତିଶତ ଇଡବ୍ଲୁଏସ କୋଟା ପାଇଁ ଲଢିବାକୁ ପଡିବ ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri