Posted inଜାତୀୟ

ଜିଏସଟିକୁ ସମର୍ଥନ କରିବା ମୋର ବଡ଼ ଭୁଲ: ମମତା…

ନୂଆଦିଲ୍ଲୀ,୨୮।୩ : ପୁଣି ଥରେ କେନ୍ଦ୍ର ଉପରେ ଆକ୍ରମଣ କରି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର କହିଛନ୍ତି, ରାଜ୍ୟର ଯୋଜନା ପାଇଁ କେନ୍ଦ୍ର ସରକାର ଟଙ୍କା ଦେଉନାହାଁନ୍ତି। କେନ୍ଦ୍ର ସରକାରଙ୍କ ଉପରେ ୭୦୦୦ କୋଟି ଟଙ୍କା ବାକି ରହିଛି। କେନ୍ଦ୍ର ସରକାରଙ୍କ ଏଭଳି କାର୍ଯ୍ୟକୁ ବିରୋଧ କରି ମୁଁ ଆସନ୍ତାକାଲି ମଧ୍ୟାହ୍ନରୁ ଆମ୍ବେଦକଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ୪୮ ଘଣ୍ଟିଆ ଧାରଣାରେ ବସିବାକୁ ଯାଉଛନ୍ତି। ଜିଏସଟିକୁ ସମର୍ଥନ କରି ମୁଁ ବଡ଼ ଭୁଲ କରିଛି। ସିଙ୍ଗୁରୁଠାରେ ପଥଶ୍ରୀ ଏବଂ ରାସ୍ତାଶ୍ରୀ ପ୍ରକଳ୍ପର ଲୋକାର୍ପଣ ଅବସରରେ ମମତା ଏଭଳି କହିଛନ୍ତି।

କେନ୍ଦ୍ର ସରକାର ୧୦୦ ଦିନ କାମ ଏବଂ ଓବିସିଙ୍କ ପାଇଁ ଟଙ୍କା ବନ୍ଦ କରି ଦେଇଛନ୍ତି। କିନ୍ତୁ ବର୍ତ୍ତମାନ ସଡକ ନିର୍ମାଣ କାର୍ଯ୍ୟ ୧୦୦ ଦିନ ମଧ୍ୟରେ କରାଯିବ। ଏନେଇ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

ଗଣତନ୍ତ୍ରର ହତ୍ୟାର ମଧ୍ୟ ଉତ୍ତର ଦେବାକୁ ପଡ଼ିବ। ସେ କହିଛନ୍ତି ଯେ ଯଦି କେହି କିଛି କେନ୍ଦ୍ର ସରକାରଙ୍କ ବିରୋଧ କହୁଛନ୍ତି ତେବେ ତାଙ୍କ ପଛରେ ଇଡି ଏବଂ ସିବିଆଇ ଲଗା ଯାଉଛି। ଏହା ନିନ୍ଦନୀୟ କାର୍ଯ୍ୟ। ଏଭଳି ପଦକ୍ଷେପ ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri