ବଲିଉଡ୍‌ରେ ସୁଯୋଗ ମିଳୁ ନ ଥିଲା

ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରିରେ କାମ କରିବା ପାଇଁ ପର୍ଯ୍ୟାପ୍ତ ସୁଯୋଗ ମିଳୁ ନ ଥିବା ହଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ନିକଟରେ ଏକ ସାକ୍ଷାତ୍‌କାରରେ କହିଛନ୍ତି। ୧୦ ବର୍ଷରୁ ଊର୍ଦ୍ଧ୍ୱ ସମୟ କାମ କରିବା ପରେ ମଧ୍ୟ ପ୍ରଯୋଜକମାନେ କାମ ନ ଦେବା କାରଣରୁ ସେ ଇଂଲିଶ ଫିଲ୍ମ ଇଣ୍ଡଷ୍ଟ୍ରିରେ କାମ କରିବା ନେଇ ନିଷ୍ପତ୍ତି ନେଇଥିଲେ। ବଲିଉଡ୍‌ରେ କାମକୁ ନେଇ କରାଯାଉଥିବା ଅଯଥା ରାଜନୀତି ପ୍ରିୟଙ୍କାଙ୍କୁ ନିରାଶ କରିଥିଲା। କାମ ପାଇଁ ତାଙ୍କୁ ଗୋମାଂସ ଖାଇବାକୁ ପଡ଼ିଥିବା ସେ କହିଛନ୍ତି। କମେଡି ପଡ୍‌କାଷ୍ଟ ‘ଆର୍ମଚେୟାର ଏକ୍ସପର୍ଟ’ କାର୍ଯ୍ୟକ୍ରମରେ ଯୋଗଦେଇ ଜାତୀୟ ପୁରସ୍କାର ବିଜେତା ପ୍ରିୟଙ୍କା କହିଥିଲେ, ଜଣେ ସିରିୟସ୍‌ ଆକ୍ଟ୍ରେସ୍‌ ହେବା ସତ୍ତ୍ୱେ ତାଙ୍କୁ ମେଗା ଫିଲ୍ମରେ କାମ କରିବାର ସୁଯୋଗ ମିଳୁ ନ ଥିଲା। ଶେଷରେ ସେ ଅଭିନୟ ଛାଡ଼ି ହଲିଉଡ୍‌ ସଙ୍ଗୀତ ଦୁନିଆରେ କ୍ୟାରିୟର୍‌ ଆରମ୍ଭ କରିବା କଥା ଚିନ୍ତା କଲେ। ୨୦୧୨ରେ ଏସ୍‌ଏଞ୍ଜେଲ୍ସରେ ସେ ତାଙ୍କ ମ୍ୟୁଜିକାଲ୍‌ କ୍ୟାରିୟର ଆରମ୍ଭ କଲେ। ‘ଇନ୍‌ ମାଇ ସିଟି’ ଏବଂ ‘ଏଜୋଟିକ୍‌’ ମ୍ୟୁଜିକ୍‌ ଭିଡିଓ ହିଟ୍‌ ହେବା ପରେ ପ୍ରିୟଙ୍କା ହଲିଉଡ୍‌ରେ କାମ କରିବାକୁ ଆଗ୍ରହ ବଳାଇଥିଲେ। ତେବେ ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରି ଲୋକଙ୍କ ଅପେକ୍ଷା ହଲିଉଡ୍‌ ଲୋକଙ୍କ ନିକଟରେ ସେ ଅଧିକ ନିରାପଦ ଅନୁଭବ କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri