Posted inଜାତୀୟ

ଧନ୍‌କର, ରିଜିଜୁଙ୍କ ବିରୋଧରେ ସୁପ୍ରିମକୋର୍ଟ ଗଲା ବମ୍ବେ ଓକିଲ ସଂଘ

ନୂଆଦିଲ୍ଲୀ, ୨୯ା୩(ପି.ଟି.): ଉପରାଷ୍ଟ୍ରପତି ଜଗଦୀପ୍‌ ଧନ୍‌କର ଏବଂ କେନ୍ଦ୍ର ଆଇନମନ୍ତ୍ରୀ କିରେନ ରିଜିଜୁ ଦେଶର ନ୍ୟାୟପାଳିକା ଏବଂ ବିଚାରପତି ନିଯୁକ୍ତି ଲାଗି ରହିଥିବା କଲେଜିୟମ ବ୍ୟବସ୍ଥା ଉପରେ ଦେଇଥିବା ମନ୍ତବ୍ୟ ବିରୋଧରେ ବମ୍ବେ ଓକିଲ ସଂଘ ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ପୂର୍ବରୁ ସେମାନେ ଧନ୍‌କର ଏବଂ ରିଜିଜୁଙ୍କ ବିରୋଧରେ ଦାଏର କରିଥିବା ଜନସ୍ବାର୍ଥ ମାମଲା (ପିଆଇଏଲ୍‌)କୁ ବମ୍ବେ ହାଇକୋର୍ଟ ଖାରଜ କରିଦେଇଥିଲେ। ସମ୍ବିଧାନର ଅନୁଚ୍ଛେଦ ୨୨୬ ଅନୁଯାୟୀ ଲିଖିତ ଭାବେ ନ୍ୟାୟାଧିକାର କ୍ଷେତ୍ର ଲାଗୁ କରିବାକୁ ଏହା ଉପଯୁକ୍ତ ମାମଲା ନୁହେଁ ବୋଲି ହାଇକୋର୍ଟ କହିଥିଲେ। ଏହାକୁ ଓକିଲ ସଂଘ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଛି। ଧନ୍‌କର ଏବଂ ରିଜିଜୁ ସେମାନଙ୍କ ମନ୍ତବ୍ୟରୁ ସମ୍ବିଧାନ ପ୍ରତି ସେମାନଙ୍କର ବିଶ୍ୱାସ ନ ଥିବା ସ୍ପଷ୍ଟ ହେଉଛି ବୋଲି ଓକିଲ ସଂଘ ଅଭିଯୋଗ କରିଛନ୍ତି। ତେଣୁ ଧନ୍‌କର ଉପରାଷ୍ଟ୍ରପତି ଭାବେ ଏବଂ ରିଜିଜୁ କେନ୍ଦ୍ର ମନ୍ତ୍ରୀ ଭାବେ ଦାୟିତ୍ୱ ନ ତୁଲାଇବା ପାଇଁ ନିର୍ଦ୍ଦେଶ ଦେବାକୁ ପିଟିଶନରେ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri