ପାକିସ୍ତାନର ପୋଲିସ ଶିବିର ଉପରେ ଆକ୍ରମଣ, ଡିଏସପି ସମେତ ୩ ପୋଲିସ କର୍ମୀ ମୃତ

ଇସଲାମାବାଦ,୩୦ ।୩: ପାକିସ୍ତାନରୁ ସକାଳୁ ସକାଳୁ ଏକ ଲହୁ ଲୁହାଣର ଖବର ସାମ୍ନାକୁ ଆସିଛି । ସେଠାରେ ଥିବା ଲକି ମାରୱାତରେ ଥିବା ପୋଲିସ ପୋଷ୍ଟ ଉପରେ ଏକ ବଡ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ପୋଲିସ ଫୋର୍ସକୁ ସାହାଯ୍ୟ କରିବାକୁ ଥିବା ଏକ ସଶସ୍ତ୍ର ଗାଡି(ଏପିସି)କୁ ଉଡାଇ ଦିଆଯାଇଛି, ଯେଉଁଥିରେ ଡିଏସପି ସମେତ କେତେଜଣ ପୋଲିସଙ୍କ ମୃତ୍ୟୁ ହୋଇଛି ।
ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି କି ଚରମପନ୍ଥିଙ୍କ ଆକ୍ରମଣରେ ପୋଲିସ ଅଧିକାରୀଙ୍କ ସମେତ ୩ ପୋଲିସକର୍ମୀ ଶହୀଦ ହୋଇଛନ୍ତି । ଏହାସହ ଅନ୍ୟ କେତେଜଣ ଆହତ ବି ହୋଇଛନ୍ତି । ପୋଲିସ ଯବାନ ଆକ୍ରମଣକାରୀଙ୍କୁ କଡା ଜବାବ ଦେଉଛନ୍ତି । ଏବେବି ସେଠାରେ ଗୁଳିକାଣ୍ଡ ଜାରି ରହିଛି ।
ସୂଚନାଯୋଗ୍ୟ, ଲକି ମାରୱାତ ପାକିସ୍ତାନର ଖେବର ପଖତୁନଖ୍ୱା ଅଞ୍ଚଳର ଜିଲା ମୁଖ୍ୟାଳୟ । ଏଠାରେ ସବୁବେଳେ ଏମିତି ଧରଣର ଆକ୍ରମଣ ହୋଇ ଆସୁଛି । ଗୁରୁବାର ହୋଇଥିବା ଘଟଣାରେ ପୋଲିସ ପ୍ରବକ୍ତା କହିଛନ୍ତି, ଏଠାରେ ପୋଲିସ ଭ୍ୟାନ ଉପରେ ଆଇଇଡିରେ ଆକ୍ରମଣ କରାଯାଇଛି । ଏହି ବିସ୍ଫୋରଣରେ ଡିଏସପି ଇକବାଲ ମୋହମଦ ଓ ୩ ପୋଲିସ କନଷ୍ଟେବଳ ଶହିଦ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନାଭାଲ୍‌ନି ଗ୍ରୁପ୍‌ ପାଇଁ କାମ କରୁଥିବା ୨ ଖବରଦାତା ଗଲେ ଜେଲ

ଲଣ୍ଡନ,୨୮ା୪:ରୁଷିଆର ଦିବଂଗତ ବିରୋଧୀ ଦଳ ନେତା ଆଲେକ୍ସି ନାଭାଲ୍‌ନିଙ୍କ ଦ୍ୱାରା ପ୍ରତିଷ୍ଠିତ ଗ୍ରୁପ୍‌ ପାଇଁ କାମ କରୁଥିବା ଅଭିଯୋଗରେ ୨ ଜଣ ଖବରଦାତାଙ୍କୁ ଭ୍ଲାଡିମିର ପୁଟିନ୍‌...

ବେଲୁଚିସ୍ତାନରେ ବର୍ଷା ବିତ୍ପାତ: ୨୨ ମୃତ

କରାଚି,୨୮ା୪:ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ଯୋଗୁ ୨୨ ଜଣଙ୍କ ମୃତ୍ୟୁ ଘଟିଛି। କାଳବୈଶାଖୀଜନିତ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଜଲାର...

ସମଲିଙ୍ଗି ସମ୍ପର୍କ ରଖିବା ହେବ ଅପରାଧ, ହୋଇପାରେ ୧୫ ବର୍ଷ ଜେଲ, ପ୍ରତିକ୍ରିୟା ରଖିଲା ଆମେରିକା

ଓ୍ବାଶିଂଟନ,୨୮।୪: ସମଲିଙ୍ଗୀ ସମ୍ପର୍କ ସମ୍ପର୍କରେ ଏକ ଆଇନ ଶନିବାର ଇରାକ ସଂସଦରେ ପାରିତ ହୋଇଛି। ଇରାକର ସଂସଦ ସମଲିଙ୍ଗୀ ସମ୍ପର୍କକୁ ଅପରାଧ ବୋଲି କହିଛି। ଏଥି...

ଭାରତ ଯାତ୍ରା ସ୍ଥଗିତ ରଖି କାହିଁକି ଚାଇନା ପହଞ୍ଚିଲେ ମସ୍କ

ସାଂଘାଇ,୨୮।୪: ଟେସଲା ସିଇଓ ଏଲୋନ ମସ୍କ ରବିବାର ଦିନ ହଠାତ୍‌ ଚାଇନା ଗସ୍ତ କରିଛନ୍ତି। ବୈଦ୍ୟୁତିକ ଯାନ ମାମଲାରେ ଚାଇନା ଦ୍ୱିତୀୟ ବୃହତ୍ତମ ବଜାର ।...

ଭାରତ ଆସୁଥିବା ଜାହାଜରେ କ୍ଷେପଣାସ୍ତ୍ର ମାଡ଼

ନୂଆଦିଲ୍ଲୀ,୨୭ା୪: ଲୋହିତ ସାଗର ଦେଇ ରୁଷିଆରୁ ତେଲ ଆଣି ଭାରତ ଆସୁଥିବା ଏକ ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ ହୋଇଛି। ୟେମେନ୍‌ର ହୁଟି ଆତଙ୍କବାଦୀ ଏହି...

୨୦ ଫୁଟ ଉପରକୁ ଉଠି ଗଛରେ ପିଟିହେଲା କାର୍‌, ଆମେରିକାରେ ୩ ଭାରତୀୟ ମହିଳାଙ୍କ ଜୀବନ ଗଲା

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୭ା୪: ଆମେରିକାର ଦକ୍ଷିଣ କାରୋଲିନା ରାଜ୍ୟରେ ଏକ ସଡ଼କ ଦୁର୍ଘଟଣାରେ ୩ ଭାରତୀୟ ମହିଳାଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ତିନି ମହିଳା...

ଜାପାନରେ ଶକ୍ତିଶାଳୀ ଭୂକମ୍ପ, ବ୍ୟାପକ କ୍ଷୟକ୍ଷତି ଆଶଙ୍କା

ଟୋକିଓ,୨୭ା୪: ଜାପାନର ବୋନିନ ଦ୍ୱୀପପୁଞ୍ଜରେ ଶନିବାର ଅପରାହ୍ନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୬.୩ ମାପ କରାଯାଇଛି। ଏହି ଭୂକମ୍ପର କେନ୍ଦ୍ର...

ଜୀବନର ବହୁତ ବଡ କଥା କହିଲେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ

ଓ୍ବାଶିଂଟନ,୨୭।୪: ଆମେରିକାରେ କିଛି ମାସ ମଧ୍ୟରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଇତିମଧ୍ୟରେ ରାଷ୍ଟ୍ରପତି ଜୋ ବାଇଡେନ ଏବଂ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri