ଆଜିଠାରୁ କ୍ରେଡିଟ୍‌ ଗ୍ୟାରେଣ୍ଟି ଯୋଜନା

ନୂଆଦିଲ୍ଲୀ,୧।୪: ଦେଶର ବିକାଶ ପାଇଁ ସରକାର ଲଘୁ ଓ କ୍ଷୁଦ୍ର ଉଦ୍ୟୋଗ ପାଇଁ କ୍ରେଡିଟ୍‌ ଗ୍ୟାରେଣ୍ଟି ଯୋଜନାର ଅୟମାରମ୍ଭ କରିଥିଲେ। ଏପରିକି ଚଳିତ ଥରର କେନ୍ଦ୍ର ବଜେଟ୍‌ ୨୦୨୩-୨୪ ଉପସ୍ଥାପନ କରିବା ସମୟରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଲଘୁ ଓ କ୍ଷୁଦ୍ର ଉଦ୍ୟୋଗ ପାଇଁ କ୍ରେଡିଟ୍‌ ଗ୍ୟାରେଣ୍ଟି ଯୋଜନାରେ ସୁଧାର ଲାଗି ଘୋଷଣା କରିଥିଲେ। ବିଶେଷକରି ବର୍ତ୍ତମାନର ସଂଶୋଧିତ ଯୋଜନା ୨୦୨୩ ଏପ୍ରିଲ ୧ରୁ ଲାଗୁ ହେବ। ଏଥିପାଇଁ ସରକାର ୯,୦୦୦ କୋଟି ଟଙ୍କାର କର୍ପସ ପାଣ୍ଠି ବିନିଯୋଗ କରିବେ। ଫଳରେ ୨ଲକ୍ଷ କୋଟି ଟଙ୍କାର ବନ୍ଧକମୁକ୍ତ ଗ୍ୟାରେଣ୍ଟିଯୁକ୍ତ ଋଣ ଯୋଗାଇଦେବା ସମ୍ଭବ ହୋଇପାରିବ। ଉଲ୍ଲେଖଯୋଗ୍ୟ, ଏହା ଋଣ ଖର୍ଚ୍ଚକୁ ପ୍ରାୟ ୧% ପର୍ଯ୍ୟନ୍ତ ହ୍ରାସ କରିବ। ଲଘୁ ଓ କ୍ଷୁଦ୍ର ଉଦ୍ୟୋଗ ପାଇଁ କ୍ରେଡିଟ୍‌ ଗ୍ୟାରେଣ୍ଟି ଫଣ୍ଡ ଟ୍ରଷ୍ଟ କର୍ପସ (ସିଜିଟିଏମ୍‌ଏସ୍‌ଇ) ୨୦୨୩ ମାର୍ଚ୍ଚ ୩୦ ରେ ୮,୦୦୦ କୋଟି ଟଙ୍କାର ପୁଞ୍ଜି ବିନିଯୋଗ କରିଛି। ସିଜିଟିଏମ୍‌ଏସ୍‌ଇ ପକ୍ଷରୁ ୧କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପାଇଁ ବାର୍ଷିକ ଗ୍ୟାରେଣ୍ଟି ଶୁଳ୍କ ସଂକ୍ରାନ୍ତରେ ମାର୍ଗଦର୍ଶିକା ଜାରି କରାଯାଇଛି। ଫଳରେ ବାର୍ଷିକ ଶୁଳ୍କ ପରିମାଣ ସର୍ବାଧିକ ୨%ରୁ ସର୍ବନିମ୍ନ ୦.୩୭%ରେ ଧାର୍ଯ୍ୟ ହୋଇଛି। ଏହା ଲଘୁ ଓ କ୍ଷୁଦ୍ର ଉଦ୍ୟୋଗକୁ ଦିଆଯାଉଥିବା ଋଣ ଉପରେ ସାମଗ୍ରିକ ଖର୍ଚ୍ଚକୁ ଅନେକ ପରିମାଣରେ ହ୍ରାସ କରିବ। ଏପରିକି ଗ୍ୟାରେଣ୍ଟି ପାଇଁ ସିଲିଂ ଉପରେ ସୀମାକୁ ୨କୋଟି ଟଙ୍କାରୁ ୫ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

ନୂଆବର୍ଷ ଆରମ୍ଭରୁ ଆମେରିକାକୁ ବଡ଼ ଝଟକା ଦେଲା ଏହି ୨ ଦେଶ, ଟ୍ରମ୍ପଙ୍କ ନିଦ ହଜିଲା…

ଓ୍ବାଶିଂଟନ୍‌,୧।୧: ନୂତନ ବର୍ଷର ପ୍ରଥମ ଦିନରେ ଆମେରିକା ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟକା ଲାଗିଛି। ଦୁଇଟି ଦେଶ ଆମେରିକୀୟ ନାଗରିକଙ୍କୁ...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri