ସ୍ବାମୀଙ୍କ ତୀର ମାଡ଼ରେ ସ୍ତ୍ରୀ ଗୁରୁତର

ମାଲକାନଗିରି,୧।୪ : ମାଲକାନଗିରି ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି । ସ୍ବାମୀର ତୀର ମାଡ଼ରେ ସ୍ତ୍ରୀ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ପରିବାର ଲୋକେ ମହିଳାଙ୍କୁ ଜିଲା ସଦର ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । ମୋଟୁ ଥାନା ପୋଲିସ ନିଜ ଆଡୁ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ଖବର ଅନୁଯାୟୀ, ମୋଟୁ ଥାନା କମଳାପୁରମ ଗାଁରେ ମହିଳା ଜଣକ ସ୍ବାମୀଙ୍କ ସହ ମିଶି ମଦ୍ୟପାନ କରିଥିଲେ । ପରେ କୌଣସି ଘଟଣାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା । ପରେ ସ୍ବାମୀଙ୍କ ତୀର ମାଡ଼ରେ ମହିଳା ଗୁରୁତର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା, ପାଣି ସୁବିଧା ନ ହେଲେ ଭୋଟ ଦେବୁନି

ରାୟଗଡ଼ା,୧୦।୫(ଭାଗ୍ୟଶ୍ରୀ ମିଶ୍ର ): ଆଦିବାସୀ ଅଧ୍ୟୁଷିତ ରାୟଗଡ଼ା ଜିଲାରେ ଆଜି ବି ଅନେକ ଅଞ୍ଚଳ ଅପହଞ୍ଚ l କଲ୍ୟାଣସିଂପୁରର ୧୫ ନମ୍ବର ୱାର୍ଡରେ ଥିବା ଘାଗୁଡ଼ିମାଳ...

ଲେଖାଶ୍ରୀଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ପ୍ରତାପ

ବାଲେଶ୍ୱର,୧୦।୫(ମାନସ ବିଶ୍ୱାଳ): ଓଡ଼ିଶାରେ ଦୀର୍ଘ ୨୫ବର୍ଷ ଧରି ବିଜେଡି ଭ୍ରଷ୍ଟାଚାର ଓ ଦୁର୍ନୀତି କରିଆସୁଥିବା ଅଭିଯୋଗ କରି ବିଜେଡି ସରକାର ଉପରେ ବର୍ଷିଛନ୍ତି ଭାଜପା ରାଜ୍ୟ...

ମୋରମ,ମାଟି ଚାଲାଣକାରୀ ସକ୍ରିୟ

ମୋରଡ଼ା,୧୦ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକରେ ବେଆଇନ ମାଟି ଓ଼ ମୋରମ ଚାଲାଣକାରୀ ସକ୍ରିୟ ହୋଇ ପଡ଼ିଛନ୍ତି। ସଂରକ୍ଷିତ ଜଙ୍ଗଲରୁ ମାଟି ଓ଼ ମୋରମ...

କୃଷି ଅନୁକୂଳ ପର୍ବ: ଅକ୍ଷୟତୃତୀୟା

ଆମ ରାଜ୍ୟରେ ଜଗନ୍ନାଥ ସଂସ୍କୃତିକୁ ଆଧାରକରି ବାର ମାସରେ ତେର ପର୍ବ ପାଳନ କରାଯାଇଥାଏ। ତନ୍ମଧ୍ୟରେ ମହାନ୍‌ ପବିତ୍ର କୃଷିଭିତ୍ତିକ ପର୍ବ ଅକ୍ଷୟତୃତୀୟା ଅନ୍ୟତମ। ପ୍ରତିବର୍ଷ...

ରଥଯାତ୍ରା ବେଳେ ଖୋଲିପାରେ ରତ୍ନଭଣ୍ଡାର

ପୁରୀ,୧୦ା୫(ଅଜିତ୍‌ ମହାନ୍ତି):ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ଉଚ୍ଚସ୍ତରୀୟ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଦ୍ୱାରା ଗଠିତ ରତ୍ନଭଣ୍ଡାର କମିଟିର ଅଧ୍ୟକ୍ଷ...

୩ ପ୍ରମୁଖ ଦଳର ପ୍ରାର୍ଥୀଙ୍କ ପ୍ରଚାର ଜୋରଦାର

ଖୋର୍ଦ୍ଧା,୧୦ା୫(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ୩ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ପ୍ରତ୍ୟାହାର ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ପ୍ରାର୍ଥୀ ଏବେ ପ୍ରଚାରକୁ ଜୋରଦାର...

ଚାଷଜମିରେ ପହଞ୍ଚୁନି ପାଣି, ଚାଷୀ ନିରାଶ

ନିରାକାରପୁର,୧୦ା୫(ମାନସ ଚନ୍ଦ୍ର ପଟ୍ଟନାୟକ): ଚାଷ ଓ ଚାଷୀଙ୍କ ଉନ୍ନତ୍ତି ସରକାର ବିଭନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ବିଭାଗୀୟ ଅଧିକାରୀଙ୍କ ଅବହେଳାରୁ...

ନଡ଼ିଆ ଗଛରେ ଅଜଣା ରୋଗ

କଣାସ,୧୦ା୫(ବିଭୂତି ଭୂଷଣ ତ୍ରିପାଠୀ): ଅର୍ଥକରୀ ଫସଲ ନଡ଼ିଆ ଗଛରେ ଅଜଣା ରୋଗ ଲାଗି ରହିଥିବାରୁ ଚାଷୀ ମୁଣ୍ଡରେ ହାତଦେଇ ବସିଛନ୍ତି। ବିଶେଷକରି ଚିଲିକା ଉପକୂଳ ଦୋଛିଆଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri