Posted inଖେଳ

ଏଲଏସଜିର ସହଜ ବିଜୟ, ୫୦ ରନରେ ହାରିଲା ଡିସି

ଲକ୍ଷ୍ନୌ,୧।୪ : ଶନିବାର ଆଇପିଏଲ ୨୦୨୩ର ତୃତୀୟ ମ୍ୟାଚରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ(ଏଲଏସଜି)  ଦିଲ୍ଲୀ କ୍ୟାପତଟାଲ୍ସ(ଡିସି) ବିପକ୍ଷରେ  ସହଜ ବିଜୟ ହାସଲ କରିଛି । ଏଲଏସଜି ଡିସିକୁ ୫୦ ରନରେ ପରାଜିତ କରିଛି ।  ଧାର୍ଯ୍ୟ ୧୯୪ ରନ୍ ଲକ୍ଷ୍ୟର ପିଛା କରି ଡିସି  ଧାର୍ଯ୍ୟ ୨୦ ଓଭରରେ ୯ ୱିକେଟ ହରାଇ ୧୪୩ ରନ କରିଥିଲା ।

ଡିସି ପକ୍ଷରୁ ଡେଭିଡ ୱାର୍ଣ୍ଣର ୫୬ ରନ କରିଥିବାବେଳେ ରିଲି ରାସ୍ୱୋ ୩୦,ପୃଥ୍ୱୀ ଶ ୧୨, ଅକ୍ଷର ପଟେଲ ୧୬ ରନ କରିଥିଲେ ।

ଏହି ମ୍ୟାଚ ଲକ୍ଷ୍ନୌର ଭାରତ ରତ୍ନ ଅଟଳ ବିହାରୀ ବାଜପ୍ରେୟୀ ଏକାନ୍ନା କ୍ରିକେଟ ଷ୍ଟ୍‌ାଡିୟମରେ ଖେଳାଯାଉଛି। ଡିସି ଅଧିନାୟକ ଡେଭିଡ ଓ୍ବାର୍ଣ୍ଣର ଟସ ଜିତି ପ୍ରଥମେ ବୋଲିଂ କରିଥିବାବେଳେ ଏଲଏସଜି ଅଧିନାୟକ କେଏଲ ରାହୁଲଙ୍କ ନେତୃତ୍ୱରେ ପ୍ରଥମେ ବ୍ୟାଟିଂ ଆରମ୍ଭ କରିଥିଲା।

ଏଲଏସଜି ଧାର୍ଯ୍ୟ ୨୦ ଓଭରରେ ୬ ଓ୍ବିକେଟ ହରାଇ ୧୯୩ ରନ କରିଥିଲା। ଫଳରେ ଡିସି ପାଇଁ ବିଜୟ ଲକ୍ଷ୍ୟ ୧୯୪ ରନ ରହିଥିଲା।

ଏଲଏସଜି ପକ୍ଷରୁ କାୟଲ ମାୟର୍ସ ୭୩ ରନ କରିଥିବୀବେଳେ ଦୀପକ ହୁଦା ୧୭, ମାର୍କସ ଷ୍ଟିଓନିସ ୧୨, କେଏଲ ରାହୁଲ ୮, କୁନାଲ ପାଣ୍ଡ୍ୟା ୧୫, ନିକୋଲୋସ ପୁରାନ ୩୬, ଆୟୁଷ ବାଦୋନି ୧୮,କ୍ରିଷ୍ଣପା ଗୌଥମ ୬ ରନ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri