ଯାତ୍ରୀବାହୀ ବସ୍‌ ପୋଡ଼ିଲେ ମାଓବାଦୀ

ମାଲକାନଗିରି,୨।୪(ଡି.ଏନ.ଏ.): ମାଓବାଦୀ କ୍ରମାଗତ ଭାବେ ଛତିଶଗଡ଼ ରାଜ୍ୟରେ ହିଂସା ଘଟାଇ ଚାଲିଛନ୍ତି। ନିକଟରେ ସେମାନେ ରାସ୍ତା କାର୍ଯ୍ୟରେ ନିୟୋଜିତ ଠିକାଦାରଙ୍କ ୧୦ଟି ଗାଡି ପୋଡ଼ିଦେଇଥିଲେ। ଶୁକ୍ରବାର ଏକ ଗ୍ରାମରେ ଥିବା ମୋବାଇଲ ଟାଓ୍ବାର ପୋଡ଼ିଥିବା ବେଳେ ଶନିବାର ସେମାନେ ଏକ ଯାତ୍ରୀବାହୀ ବସ୍‌ରେ ନିଅଁା ଲଗାଇ ପୋଡିଦେଇଛନ୍ତି। ଭୋର ସମୟରେ ନାରାୟଣପୁରରୁ ଦାନ୍ତେୱାଡାକୁ ଯାଉଥିବା ଏକ ଯାତ୍ରୀବାହୀ ବସ୍‌କୁ ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ସଶସ୍ତ୍ର ମାଓବାଦୀ ମାଲେବାହି- ବାଦଲି ସିଆରପିଏଫ କ୍ୟାମ୍ପଠାରୁ ଅଳ୍ପ ଦୂରରେ ଅଟକାଇ ବସ୍‌ରେ ନିଆଁ ଲଗାଇ ଦେଇଥିଲେ। ବସ୍‌ଟି ଦାନ୍ତେୱାଡା ଜିଲାର ବସ୍ତରସ୍ଥିତ ଏକ ଟ୍ରାଭେଲର୍ସ ସଂସ୍ଥାର ବୋଲି ଜଣାପଡିଛି। ଏହି ସମୟରେ ମାଓବାଦୀମାନେ ବସ୍‌ର ଡ୍ରାଇଭର ଓ କଣ୍ଡକ୍ଟରଙ୍କୁ ମାଡ଼ ମାରିଛନ୍ତି। ତେବେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି l


Enter your email to get our daily news in your inbox.

All Right Reserved By Dharitri.Com

କୋକସରା ବ୍ଲକ: ୧୦୨ ବୁଥ୍‌ରେ ମତଦାନ କରିବେ ୯୧,୩୭୬ ଭୋଟର

କୋକସରା,୧୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ନିର୍ବାଚନ କ୍ଷେତ୍ରର ଧର୍ମଗଡ଼ ବିଧାନସଭାରେ ପ୍ରଥମ ପର୍ଯ୍ୟାୟର ନିର୍ବାଚନ ପ୍ରଚାରର ଆଜି ଶେଷଦିନ ହୋଇଥିବା ବେଳେ ଆସନ୍ତା ୧୩ ତାରିଖରେ...

ଭାଲୁ ଆକ୍ରମଣରେ ୩ ଗୁରୁତର

କୋକସରା,୧୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଉଛୁଳା ପଞ୍ଚାୟତ ଖଇରଭା ଗ୍ରାମର ଦୁଇ ଜଣ ବୃଦ୍ଧା ଫଗନି ରାଉତ (୫୫) ଓ ତୁଳସା...

ଜୁନାଗଡ଼ରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର, କହିଲେ ବିକାଶ ପାଇଁ…

ଭବାନୀପାଟଣା/ଜୁନାଗଡ଼,୧୧ା୫(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): ଆସନ୍ତା ୧୩ ତାରିଖ ପ୍ରଥମ ପର୍ଯ୍ୟାୟ ନିର୍ବାଚନ କଳାହାଣ୍ଡି ଜିଲାରେ ଅନୁଷ୍ଠିତ ହେବ। ଶନିବାର ପ୍ରଚାରର ଶେଷଦିନରେ ଜୁନାଗଡ଼ରେ...

ବାଇକ୍‌ ଧକ୍କାରେ ଚାଲିଗଲା ପୋଲିଂ କର୍ମଚାରୀଙ୍କ ଜୀବନ

ଉମରକୋଟ,୧୧ା୫: ନିର୍ବାଚନ ଡ୍ୟୁଟିକୁ ଆସିଥିବା ବେଳେ ଶନିବାର ଜଣେ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ସେ ବୁଥ୍‌ ସମ୍ମୁଖରେ ବସ୍‌ରୁ ଓହ୍ଲାଇବା ବେଳେ ଏକ ବାଇକ୍‌...

ଓଲଟିଲା ପୋଲିଂ ପାର୍ଟି ବସ୍‌

ଚିକିଟି,୧୧ା୫: ନିର୍ବାଚନ ଡ୍ୟୁଟିକୁ ଶନିବାର ଯାଉଥିବା ବେଳେ ଗଞ୍ଜାମ ଜିଲା ଚିକିଟି ବ୍ଲକ ପିତାତଳି ନିକଟରେ ଏକ ପୋଲିଂ ପାର୍ଟି ବସ୍‌ ଭାରସାମ୍ୟ ହରାଇ ଓଲଟି...

ଗଞ୍ଜେଇ ଭର୍ତ୍ତି କାର୍‌ ଜବତ: ବ୍ୟବସାୟୀ ଗିରଫ

ବ୍ରହ୍ମପୁର,୧୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରକୁ ଗଞ୍ଜେଇ ଚାଲାଣ ହେଉଥିବା ନେଇ ଅବକାରୀ ବିଭାଗ ଖବର ମିଳିଥିଲା। କମିଶନର ନରସିଂହ ଭୋଳଙ୍କ ନିର୍ଦ୍ଦେଶରେ ଏଜେ ଟିମ୍‌ ଶୁକ୍ରବାର...

ଭୃଗୁ, ସୁବାସଙ୍କ ପାଇଁ ପ୍ରଚାର କଲେ ସବ୍ୟସାଚୀ-ଅର୍ଚ୍ଚିତା

ଛତ୍ରପୁର,୧୧ା୫(ଦିଲ୍ଲୀପ ସାମଲ): ନିର୍ବାଚନ ଯେତେ ପାଖେଇ ଆସୁଛି ପ୍ରାର୍ଥୀମାନଙ୍କ ପ୍ରଚାର ସେତେ ଦମ୍‌ଦାର ହେବାରେ ଲାଗିଛି। ବିଭିନ୍ନ ପଞ୍ଚାୟତ ବୁଲି ଭୋଟରଙ୍କ ଘରେ ଘରେ ପହଞ୍ଚି...

ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ମା’-ପୁଅଙ୍କ ଜୀବନ

ଛତ୍ରପୁର,୧୧ା୫(ଦିଲ୍ଲୀପ ସାମଲ): ଚମାଖଣ୍ଡି ଥାନା ଅନ୍ତର୍ଗତ ରଘୁନାଥପୁର ଛକ ନିକଟ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥରେ ଶନିବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri