ଲକ୍ଷାଧିକ ଟଙ୍କାର ଚୋରା କାଠ ସହ ଗାଡ଼ି ଜବତ

ପାଟଣା,୨ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ତଣ୍ଡ ବିଟ୍‌ ଅନ୍ତର୍ଗତ ତଣ୍ଡରୁ ଚିନାମାଳି ପଶି ଆସୁଥିବା ଏକ ଚୋରା ଶାଳ ଚୌକାଠ ବୋଝେଇ ଗାଡ଼ିକୁ ବନ ବିଭାଗ ରବିବାର ଚିନାମାଳି ରାସ୍ତାରେ ଧରିବାରେ ସଫଳ ହୋଇଛି। ଗାଡ଼ି ସହ ଚୌକାଠକୁ ବନ ବିଭାଗ ଆଣି ରେଞ୍ଜରେ ରଖିଛି। ତେବେ କାଠ ମାଫିଆମାନେ ଅନ୍ଧାରର ସୁଯୋଗ ନେଇ ଜଙ୍ଗଲ ଭିତରକୁ ଫେରାର ହୋଇଯିବାରେ ସଫଳ ହୋଇଥିଲେ। ଗାଡ଼ିରୁ ୮୪ ଖଣ୍ଡ ଶାଳ ଚୌକାଠ ଜବତ ହୋଇଥିବା ରେଞ୍ଜର ଘାସିନାଥ ପାତ୍ର ଜହିଛନ୍ତି। ଜବତ କାଠଗୁଡ଼ିକର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ସେ କହିଛନ୍ତି। ଚଢ଼ାଉରେ ରେଞ୍ଜରଙ୍କ ସମେତ ବନପାଳ ଚିତ୍ତରଞ୍ଜନ ପରିଡ଼ା,ପାରା ଷ୍ଟାଫ୍‌ ଏମ୍‌ ଡି ଓ୍ବାସିମ, ତ୍ରିଲୋଚନ ମହାନ୍ତ, ସଞ୍ଜୟ ମହାନ୍ତ,କାର୍ତ୍ତିକ ମହାନ୍ତ, ଅଟଳ ସେଠୀ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ପ୍ରାର୍ଥୀଙ୍କ ଫଟୋରେ ଜୋତାମାଳ

କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ)/ପାଟଣା(ବୀର କିଶୋର ଦାଶ),୮ା୫:କେନ୍ଦୁଝର ଜିଲା ପାଟଣା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାୟକଙ୍କ ଫଟୋରେ କେହି ଜୋତାମାଳ ଝୁଲାଇବା...

ରାଜପଥର ବାଇକ୍‌ ଦୁର୍ଘଟଣା, ଚାଳକ ଗୁରୁତର

ହାଟଡିହୀ,୭l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଆନନ୍ଦପୁର-ଭଦ୍ରକ ୫୩ ନମ୍ବର ରାଜ୍ୟ ରାଜପଥର ହାଟଡିହୀ ପୋଷ୍ଟ ଅଫିସ ନିକଟରେ ଏକ ବାଇକ୍‌ ଦୁର୍ଘଟଣା ଘଟି...

ନାମାଙ୍କନପତ୍ର ଦାଖଲ କଲେ ସସ୍ମିତା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ନିର୍ବାଚନ ମଣ୍ଡଳୀର ସ୍ବାଧୀନ ପ୍ରାର୍ଥିନୀ ସସ୍ମିତାରାଣୀ ସିଂହ ସୋମବାର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ

କେନ୍ଦୁଝର/ପାଟଣା,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ନାମାଙ୍କନପତ୍ର ଦାଖଲ କରିଛନ୍ତି।...

ଟ୍ରାନ୍ସପୋର୍ଟ କର୍ମଚାରୀଙ୍କ ଠାରୁ ଦୁର୍ବୃତ୍ତ ଲୁଟିନେଲେ ୧୪ ଲକ୍ଷ ଟଙ୍କା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଜାମୁଡ଼ିହା ନିକଟରେ ସୋମବାର ପୂର୍ବାହ୍ନରେ ଏନ୍‌ଏଚ ୪୯ରେ ଆଜି ଏକ ଘରୋଇ ଟ୍ରାନ୍ସପୋର୍ଟ କମ୍ପାନୀର ଦୁଇ ଜଣ...

ମହିଳାଙ୍କ ୪୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରି ଦମ୍ପତି ଫେରାର, ପାଟଣା ଥାନାର ଦ୍ୱାରସ୍ଥ ହେଲେ…

ପାଟଣା,୫।୫(ବୀର କିଶୋର ଦାଶ) :କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ମୁଖ୍ୟାଳୟ ଟାଇଁଶିରା ଗ୍ରାମର ୨୩ ଜଣ ମହିଳା ଠକେଇର ଶିକାର ହୋଇଛନ୍ତି।...

ନାମାଙ୍କନ ପତ୍ର ଦାଖଲ କଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ଇଂ ବିନୋଦ ନାୟକ

କେନ୍ଦୁଝର, ୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଲୋକ ସଭା ପ୍ରାର୍ଥି ଭାବେ କଂଗ୍ରେସ ଦଳରୁ ଇଂ ବିନୋଦ ନାୟକ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ଶନିବାର...

ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ

ପାଟଣା,୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରୀ ପଞ୍ଚାୟତ ଖିରେଇ ଟାଙ୍ଗିରି ଗାଁ ଭାଲୁପାହାଡ଼ି ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଖାଇବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri