ଆଜିଠୁ ମାଟ୍ରିକ୍‌ ଖାତା ମୂଲ୍ୟାୟନ

କଟକ ଅଫିସ,୩ା୪: ସୋମବାରଠାରୁ ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷାଖାତା ମୂଲ୍ୟାୟନ ଆରମ୍ଭ ହେବ। ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ରବିବାର ସବୁ ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷକମାନେ ଯୋଗଦେଇଛନ୍ତି। ଏଥିସହ ଜିଲା ଶିକ୍ଷାଧିକାରୀମାନଙ୍କ ତତ୍ତ୍ବାବଧାନରେ ପରୀକ୍ଷକମାନଙ୍କୁ ନେଇ ପ୍ରଶିକ୍ଷଣ ବୈଠକ ଅନୁଷ୍ଠିତ ହୋଇଥିଲା। ବୋର୍ଡ ଉପସଭାପତି ଡ. ନୀହାର ରଞ୍ଜନ ମହାନ୍ତିଙ୍କ ସୂଚନା ଅନୁଯାୟୀ, ମୂଲ୍ୟାୟନ ପାଇଁ ମୋଟ ୧୩ ହଜାର ପରୀକ୍ଷକଙ୍କ ତାଲିକା ପ୍ରସ୍ତୁତ କରାଯାଇଛି। ସେମାନଙ୍କ ନିଯୁକ୍ତି ବିଷୟରେ ବୋର୍ଡ ୱେବ୍‌ସାଇଟ୍‌ରେ ସୂଚନା ରହିଛି। ରାଜ୍ୟରେ ମୋଟ୍‌ ୫୫ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଥିବାବେଳେ ସବୁଠି ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି। ମୂଲ୍ୟାୟନ ପରେ କେନ୍ଦ୍ରରୁ ଅନ୍‌ଲାଇନ୍‌ରେ ମାର୍କ ପୋଷ୍ଟିଂ କରାଯିବ। ମୂଲ୍ୟାୟନ କାର୍ଯ୍ୟ ୧୦ରୁ ୧୨ଦିନ ମଧ୍ୟରେ ଶେଷ କରିବାକୁ ବୋର୍ଡ ପକ୍ଷରୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି ବୋଲି ଉପସଭାପତି ମହାନ୍ତି କହିଛନ୍ତି। ସୂଚନାଯୋଗ୍ୟ, ମାଟ୍ରିକ୍‌, ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ପାଇଁ ମୋଟ ୫ଲକ୍ଷ ୪୧ହଜାର ୨୪୭ ପରୀକ୍ଷାର୍ଥୀ ଫର୍ମପୂରଣ କରିଥିଲେ। ରାଜ୍ୟର ୩,୨୧୮ କେନ୍ଦ୍ରରେ ଏହି ପରୀକ୍ଷା ହୋଇଥିଲା। ପ୍ରଶ୍ନପତ୍ର ରଖିବା ପାଇଁ ୩୧୬ଟି ନୋଡାଲ ସେଣ୍ଟର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ସ୍ବାଧୀନ ପ୍ରାର୍ଥୀ ଘାସିରାମ ମାଝି

ନୂଆପଡ଼ା,୩୦ା୪ (ମକାରୁ ବେମାଲ): ନୂଆପଡ଼ା ନିର୍ବାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନୀ ମଇଦାନକୁ ଓହ୍ଲାଇଥିବା ଘାସିରାମ ମାଝି ମଙ୍ଗଳବାର ଆରାଧ୍ୟ ଦେବତା କଣାଭୈରା ମନ୍ଦିରରେ ପୂଜାପାଠ...

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ...

ଲୋକଙ୍କ ସ୍ନେହ ଶ୍ରଦ୍ଧା ମୋ ପାଇଁଁ ଆଶୀର୍ବାଦ: ସଞ୍ଜୀବ

ଭଣ୍ଡାରିପୋଖରୀ,୩୦।୪(ରବିନାରାୟଣ ଖିଲାର): ଲୋକଙ୍କ ସ୍ନେହ, ଶ୍ରଦ୍ଧା ତାଙ୍କ ପାଇଁଁ ଆଶୀର୍ବାଦ ବୋଲି ଭଣ୍ଡାରିପୋଖରୀ ବିଧାୟକ ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରାମଚନ୍ଦ୍ରପୁର ପଞ୍ଚାୟତରେ ଅନୁଷ୍ଠିତ  ବିଜେଡି...

ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ

କଟକ,୩୦।୪: ଟିକେଟ ଫେରାଇଲେ ଆଠଗଡ଼ ବିଧାନସଭା କଂଗ୍ରେସ ପ୍ରାର୍ଥୀ। କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ ମଙ୍ଗଳବାର ଟିକେଟ ଫେରାଇଛନ୍ତି। କଟକ ଲୋକ ସଭା ପ୍ରାର୍ଥୀ...

ଘସିପୁରାରୁ ଲଢିବେ ସୌମ୍ୟ! କହିଲେ ଏହି ଦଳ ଦେଇଛି ଅଫର…

ଭୁବନେଶ୍ୱର,୩୦।୪: ନିର୍ବାଚନ ଲଢିବା ନେଇ ବଡ଼ ସଙ୍କେତ ଦେଲେ ସୌମ୍ୟରଞ୍ଜନ ପଟ୍ଟନାୟକ। ୨ଦିନ ପୂର୍ବରୁ ନିର୍ବାଚନ ଲଢିବେନି ବୋଲି କହିଥିଲେ ସୌମ୍ୟ। ସେ କହିଥିଲେ, ‘ମୋର...

ପୋଲିସ-ମାଓବାଦୀ ଗୁଳି ବିନିମୟ: ଦୁଇ ମହିଳାଙ୍କ ସମେତ ୭ ମାଓବାଦୀ ମୃତ

ମାଲକାନଗିରି,୩୦।୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ ମହିଳାଙ୍କ ସହ ୭ ମାଓବାଦୀଙ୍କ ମୃତ୍ୟୁ...

Featured Video Play Icon

ଭାଜପା ଛାଡ଼ିଲେ ଅମୀୟ ଦାଶ

ଭୁବନେଶ୍ୱର,୩୦।୪: ଭୁବନେଶ୍ୱର ଏକାମ୍ରର ଭାଜପା ନେତା ଅମୀୟ ଦାଶ ଦଳରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫାପତ୍ର ରାଜ୍ୟ ସଭାପତିଙ୍କ ପାଖକୁ ପଠାଇଛନ୍ତି। ଅମୀୟ ଭାଜପା...

ସାନଖେମୁଣ୍ଡି ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ରମେଶ ଜେନା

ଛତ୍ରପୁର,୩୦।୪(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବିଧାୟକ ରମେଶ ଜେନାଙ୍କୁ କଂଗ୍ରେସ ପୁଣି ପ୍ରାର୍ଥୀ କରି ରିପିଟ୍‌ କରିଛି। ସାନଖେମୁଣ୍ଡି ବିଧାନସଭା ଆସନ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri