୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ୪ ଜଣ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ… ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା ଏକପ୍ରକାର ନିଶ୍ଚତ ବୋଲି ଏକ୍‌ଜିଟ୍‌ ପୋଲ୍‌୍‌ରେ…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା ୧୨ ତାରିଖରେ ଧର୍ମଘଟ ଓ ବନ୍ଦ…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର ୫୫ ରାସ୍ତା ଖିଲୁଆ ପେଟିଆବାଡ ପୋଲତଳୁ…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ…

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ ୧୮୫ ରନର ଟାର୍ଗେଟକୁ ନେଇ ଓହ୍ଲାଇଥିବା ନେପାଳ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ନେଇ ଗଭୀର ଦୁଃଖପ୍ରକାଶ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି। ବିଶେଷ କରି ଜନସଂଖ୍ୟା ସନ୍ତୁଳନ ରକ୍ଷା ପାଇଁ ସେ ‘୩ ସନ୍ତାନ’ ନୀତି…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି ପୁଅ ନିଜ ପରିବାରର ଦୁଃଖ ଜଣାଇ ମା’ଙ୍କ ନିକଟକୁ ଲେଖିଥିବା ଏହି ଭାବପୂର୍ଣ୍ଣ…

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁହଁ ଖୋଲିଲେ ବିକ୍ରମ ପଣ୍ଡା, ମୁଁ ନିର୍ଦ୍ଦୋଷ….

ବ୍ରହ୍ମପୁର,୮।୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ମୁହଁ ଖୋଲିଛନ୍ତି । ମୁଁ ଦୋଷୀ ନୁହେଁ ମୋତେ ଫସାଇ ଦିଆଯାଇଛି ବୋଲି ସଫେଇ ଦେଇଛନ୍ତି । ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଆଜି ଏମକେସିଜି…

ସେମିକଣ୍ଡକ୍ଟରରୁ ଡିଜିଟାଲ ପେମେଣ୍ଟ ପୁଣି AI ପର୍ଯ୍ୟନ୍ତ… ଭାରତ-ମାଲେସିଆ ମଧ୍ୟରେ ସ୍ବାକ୍ଷରିତ ହେଲା ୬ଟି ପ୍ରମୁଖ ଚୁକ୍ତି

କୁଆଲାଲମ୍ପୁର,୮।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ଉପସ୍ଥିତିରେ ଭାରତ ଏବଂ ମାଲେସିଆ ମଧ୍ୟରେ ଛଅଟି ପ୍ରମୁଖ ଚୁକ୍ତି ସ୍ବାକ୍ଷରିତ ହୋଇଛି। କୁଆଲାଲମ୍ପୁରରେ ଅନୁଷ୍ଠିତ ଦ୍ୱିପାକ୍ଷିକ ଆଲୋଚନା ସମୟରେ, ଦୁଇ ଦେଶ ସାଂସ୍କୃତିକ, ଅର୍ଥନୈତିକ ଏବଂ ରଣନୈତିକ…

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ ଆହୁରି ମଜବୁତ କରିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ଏକାଠି କାମ କରିବେ।…

ଉପ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର ଚାଲିଛି। ସୋମବାର ଭୁବନେଶ୍ବରରୁ ବିବାନ ଯୋଗେ ଉତ୍କେଲା ଏୟାର ଷ୍ଟିପରେ ଓହ୍ଲାଇ ପୂର୍ବାହ୍ନ…

‘ଭାରତ-ମାଲେସିଆ ସହଭାଗୀତା ଐତିହାସିକ’, ଦ୍ୱିପାକ୍ଷିକ ଆଲୋଚନା ସମୟରେ କହିଲେ ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ରବିବାର ମାଲେସିଆର ପ୍ରଶାସନିକ ରାଜଧାନୀ ପୁତ୍ରଜାୟାରେ ଥିବା ପର୍ଦାନା ପୁତ୍ରଜାୟା ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆନୁଷ୍ଠାନିକ ଭାବରେ ସ୍ବାଗତ କରାଯାଇଥିଲା ଏବଂ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ତାଙ୍କୁ ସ୍ବାଗତ କରିଥିଲେ।…

ବଡ଼ ଧରଣର ଛଟେଇ ପରେ ଇସ୍ତଫା ଦେଲେ ୱାଶିଂଟନ ପୋଷ୍ଟର ସିଇଓ ୱିଲ ଲୁଇସ

ୱାଶିଂଟନ,୮।୨: ପ୍ରତିଷ୍ଠିତ ୱାଶିଂଟନ ପୋଷ୍ଟର ପ୍ରକାଶକ ଏବଂ ସିଇଓ ୱିଲ ଲୁଇସ ଇସ୍ତଫା ଦେଇଛନ୍ତି। ବହୁ ସଂଖ୍ୟାରେ କର୍ମଚାରୀ ଛଟେଇ ମଧ୍ୟରେ ଏହି ନିଷ୍ପତ୍ତି ଆସିଛି। ଲୁଇସ କହିଛନ୍ତି ଯେ ଖବରକାଗଜର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ କଠିନ ନିଷ୍ପତ୍ତି ନେବାକୁ…

‘ଭାରତ ହେଉଛି ବିଶ୍ୱାସର ସବୁଠାରୁ ଶକ୍ତିଶାଳୀ ମୁଦ୍ରା’, ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ଦୁଇ ଦିନିଆ ମାଲେସିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତକୁ ବିକାଶ ପାଇଁ ଏକ ନିର୍ଭରଯୋଗ୍ୟ ଅଂଶୀଦାର ଭାବରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି ଯେ ଏହା ୟୁକେ, ଆମେରିକା ଏବଂ ୟୁରୋପୀୟ ସଂଘ ସମେତ ବିଭିନ୍ନ ଦେଶ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri