ଭୁବନେଶ୍ୱର,୩।୪ (ବ୍ୟୁରୋ) : ଦିନକୁ ଦିନ ସାଇବର ଠକଙ୍କ ଉତ୍ପାତ ଉପରମୁହାଁ ହେଉଛି । ନାନା ସୋସିଆଲ ମିଡିଆକୁ ଅସ୍ତ୍ର କରି ସାଇବର ଠକ ହଜାର ହଜାର ଲୋକଙ୍କୁ ଫସାଇ ଆଖି ପିଛୁଳାଖେ କୋଟି କୋଟି ଟଙ୍କା ଲୁଟି ନେଉଛନ୍ତି । ଯାହାକି ପୋଲିସ ଓ ଲୋକଙ୍କ ପାଇଁ ଚିନ୍ତାର କାରଣ ପାଲଟଛି । ମାର୍ଚ୍ଚରେ ଭୁବନେଶ୍ୱରରୁ ୨ କୋଟି ୨୦ ଲକ୍ଷ ୧୭ ହଜାର ୮୬୯ ଲକ୍ଷ ଟଙ୍କା ଠକି ନେଇଛନ୍ତି ଅଦୃଶ୍ୟ ଠକ । ଯାହା ଭିତରେ ଅନ୍ଲାଇନ ଟ୍ରେଡିଂ ଓ ଇନଭେଷ୍ଟମେଣ୍ଟ ନାଁରେ ୧ କୋଟି ୫୪ ଲକ୍ଷ ୫୮ ହଜାର ୧୨୯ ଟଙ୍କା ଠକେଇ ହୋଇଥିବା ବେଳେ ଓଟିପି, କେୱାଇସି ଓ ଲିଙ୍କ ଜନିତ ୬୫ ଲକ୍ଷ ୫୯ ହଜାର ୭୪୦ ଟଙ୍କା ଚଳୁ ହୋଇଥିବା ଜଣାପଡିଛି । ତେବେ ଠକେଇ ଟଙ୍କାରୁ ମାତ୍ର ୨ ଲକ୍ଷ ୯୪ ହଜାର ୯୯୬ ଟଙ୍କା ସାଇବର କ୍ରାଇମ ଓ ଅର୍ଥନୈତିକ ଅପରାଧ ହେଲ୍ପ ଡେସ୍କର ମିଳିତ ଉଦ୍ୟମରେ ଅଭିଯୋଗକାରୀ ମାନଙ୍କୁ ଫେରସ୍ତ କରାଯାଇଥିବା ବେଳେ ୩୦ ଲକ୍ଷ ୫୫ ହଜାର ୨୮୧ ଟଙ୍କାକୁ ବ୍ଲକ କରାଯାଇ ପାରିଛି । ଏନେଇ ଭୁବନେଶ୍ୱର ସାଇବାର ଥାନା ପକ୍ଷରୁ ସୂଚନା ଦିଆଯାଇଛି ଯେ ଏଥର ଟେଲିଗ୍ରାମ ବ୍ୟବହାର ଜରିଆରେ ଠକେଇ କରାଯାଉଥିବା ନୂଆ ତରିକା ସାମ୍ନାକୁ ଆସିଥିବା ବେଳେ ଅନେକ ଶିକ୍ଷିତ ଲୋକଙ୍କୁ ୱାର୍କ ଫମ ହୋମ ବା ଘରୁ କାମ କରି ରୋଜଗାର କରିବାର ଲୋଭ ଦେଖାଇ ସାଇବର ଠକମାନେ ଠକିଥିବା ଜଣାପଡିଛି ।
ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍କୁ ଧକ୍କା ଦେଇ ଟ୍ରକ୍କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…
କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...
ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…
ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...
ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ
ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...
ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ
ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...
ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର
ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...
ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି
ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି E-KYC ଅବଧି...
ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC
ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...
Archives


