Posted inଖେଳ

ଟସ ଜିତିଲା ଜିଟି, ବୋଲିଂ ନିଷ୍ପତ୍ତି…

ନୂଆଦିଲ୍ଲୀ,୪।୪ : ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୩ର ସପ୍ତମ ମ୍ୟାଚ୍‌ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଏବଂ ଗୁଜରାଟ ଟାଇଟାନ(ଜିଟିି) ମଧ୍ୟରେ ମଙ୍ଗଳବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ଜିଟି ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି।

ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଟିମ୍‌ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଳାଇଛି। ଡିସି ଟିମ୍‌ ଅଧିନାୟକ ହେଭିଡ ଓ୍ବାର୍ଣ୍ଣରଙ୍କ ନେତୃତ୍ୱରେ ବ୍ୟାଟିଂ କରିବା ଆରମ୍ଭ କରିଛି।

ଦିଲ୍ଲୀ କ୍ୟାପିଟାଲ୍ସର ପ୍ଲେଇଙ୍ଗ ୧୧ରେ ପୃଥ୍ବୀ ଶ, ଡେଭିଡ ୱାର୍ଣ୍ଣର(ଅଧିନାୟକ), ମିଚେଲ ମାର୍ଶ, ସରଫରାଜ ଖାନ(ଓ୍ବିକେଟ କିପର), ରୋଭମାନ ପାୱେଲ, ଅମାନ ଖାନ, ଆକ୍ସାର ପଟେଲ, କୁଲଦୀପ ଯାଦବ, ଚେତନ ସାକାରିଆ, ଅନ୍ରିଚ ନର୍ଟେଜେ, ଖାଲିଲ ଅହମ୍ମଦ / ମନୀଷ ପାଣ୍ଡେ ରହିଛନ୍ତି।
ସେହିପରି ଗୁଜରାଟ ଟାଇଟାନ୍ସର ପ୍ଲେଇଙ୍ଗ ୧୧ରେ ଶୁଭମାନ ଗିଲ, ରିଦ୍ଧିମାନ ଶାହା(ଓ୍ବିକେଟ କିପର), ବିଜୟ ଶଙ୍କର, ହାର୍ଦ୍ଦିକ ପାଣ୍ଡ୍ୟା(ଅଧିନାୟକ), ଡେଭିଡ ମିଲର, ରାହୁଲ ତେୱାଟିଆ, ରସିଦ ଖାନ, ଅଲଜାରି ଜୋସେଫ, ଜୋଶୁଆ ଲିଟିଲ, ମହମ୍ମଦ ଶାମି, ୟଶ ଦିନଲ / ସାଇ ସୁଦର୍ଶନ ପ୍ରମୁଖ ଅଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ମେଲବୋର୍ନ ପିଚ୍‌କୁ ନେଇ ବଢିଲା ଅସନ୍ତୋଷ: ମିଳିଲା ଡିମେରିଟ୍‌ ପଏଣ୍ଟ

ଦୁବାଇ, ୨୯ା୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚତୁର୍ଥ ଆଶେସ ଟେଷ୍ଟ ଖେଳାଯାଇଥିବା ମେଲବୋର୍ନ ପିଚ୍‌କୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଶୃଙ୍ଖଳାଗତ ପଦକ୍ଷେପ...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ...

‘ଧୁରନ୍ଧର’ ବାପା ଚାଇନାର ଏହି ଫିଲ୍ମ, କଲାଣି ୧୮,୦୦୦ କୋଟିର ବ୍ୟବସାୟ

ନୂଆଦିଲ୍ଲୀ,୨୯।୧୨: ୨୦୨୫ ବର୍ଷର ଶେଷ ଭାଗରେ ବଲିଉଡ୍ ବକ୍ସ ଅଫିସ୍‌ରେ ଆଦିତ୍ୟ ଧରଙ୍କ ନିର୍ଦ୍ଦେଶିତ ସ୍ପାଏ-ଥ୍ରୀଲର ‘ଧୁରନ୍ଧର’ ନିଜର ଜୟଯାତ୍ରା ଜାରି ରଖିଛି। ରଣବୀର ସିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri