ସୁରକ୍ଷା ପରିଷଦରେ କେବଳ ଅସ୍ଥାୟୀ ସଦସ୍ୟଙ୍କ ସଂଖ୍ୟା ବୃଦ୍ଧି କଲେ ହେବନି ସମସ୍ୟାର ସମାଧାନ: ଭାରତ…

ଜେନେଭା,୫।୪ : ଜାତିସଂଘ ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ପ୍ରତିନିଧୀ ରୁଚିରା କାମ୍ବୋଜ ଭାରତର ସ୍ଥାୟୀ ପ୍ରତିନିଧୀତ୍ୱ ସମ୍ପର୍କରେ କହିଛନ୍ତି ଯେ ଅସ୍ଥାୟୀ ସଦସ୍ୟତା ବୃଦ୍ଧି କରିବା ଦ୍ୱାରା ଦୁଇ ବର୍ଗର ସଦସ୍ୟଙ୍କ ମଧ୍ୟରେ ମତଭେଦ ଦେଖାଦେବ।

ୟୁଏନଏସସିକୁ ସମ୍ବୋଧିତ କରି କାମ୍ବୋଜ କହିଛନ୍ତି ଯେ ଉଭୟ ସ୍ଥାୟୀ ଏବଂ ଅସ୍ଥାୟୀ ବର୍ଗରେ ଜାତିସଂଘ ସୁରକ୍ଷା ପରିଷଦର ସଦସ୍ୟତା ବୃଦ୍ଧି କରିବାକୁ ସପକ୍ଷରେ ଅଛି। କିନ୍ତୁ କେବଳ ଅସ୍ଥାୟୀ ବର୍ଗରେ ବିସ୍ତାର କରିବା ସମସ୍ୟାର ସମାଧାନ କରିବ ନାହିଁ। ଏହା ସ୍ଥାୟୀ ଏବଂ ଅସ୍ଥାୟୀ ସଦସ୍ୟଙ୍କ ମଧ୍ୟରେ ବ୍ୟବଧାନକୁ ବ୍ୟାପକ କରିବ ଏବଂ ସାମ୍ପ୍ରତିକ ଭୌଗୋଳିକ ପରିସ୍ଥିତିରେ ଏହା ଉପଯୁକ୍ତ ନୁହେଁ। ସୁରକ୍ଷା ପରିଷଦର ସାମ୍ପ୍ରତିକ ରଚନା ସମସାମୟିକ ବାସ୍ତବତାକୁ ପ୍ରତିଫଳିତ କରେ ନାହିଁ। ଏଥିରେ ଉନ୍ନତି ପାଇଁ ଏକ ଜରୁରୀ ଆବଶ୍ୟକତା ଅଛି ।

ଜାତିସଂଘର ୨୦୧୫ ଫ୍ରେମୱାର୍କ ଡକ୍ୟୁମେଣ୍ଟକୁ ଦର୍ଶାଇ କାମ୍ବୋଜ କହିଛନ୍ତି ଯେ ଜାତିସଂଘର ୧୨୨ ସଦସ୍ୟ ରାଷ୍ଟ୍ର ମଧ୍ୟରୁ ୧୧୩ ଉଭୟ ବିଦ୍ୟମାନ ବର୍ଗରେ ବିସ୍ତାରକୁ ସମର୍ଥନ କରନ୍ତି। ଏହାର ଅର୍ଥ ହେଉଛି ଡକ୍ୟୁମେଣ୍ଟରେ ୯୦ ପ୍ରତିଶତରୁ ଅଧିକ ଲିଖିତ ଦାଖଲ ଉଭୟ ବର୍ଗର ସଦସ୍ୟତା ବିସ୍ତାର ସପକ୍ଷରେ ଅଛି। ତେବେ ଅସ୍ଥାୟୀ ସଦସ୍ୟତା କାହିଁକି ବିସ୍ତାର କରାଯାଉଛି ବୋଲି ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri